Home Left

ଜଳୁନି ଷ୍ଟ୍ରିଟ୍‌ ଲାଇଟ, ସହରର ମୁଖ୍ୟ ରାସ୍ତା ଅନ୍ଧାର

ଯାଜପୁରରୋଡ୍‌,୧୫ା୧୦(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦରେ ବିଭିନ୍ନ ମୌଳିକ ସମସ୍ୟା ଲାଗିରହିଛି। ଏହାମଧ୍ୟରେ ସହରର ଷ୍ଟ୍ରିଟ୍‌ ଲାଇଟ୍‌ ସବୁଠାରୁ ବଡ଼ ସମସ୍ୟା ଭାବେ ଉଭାହୋଉଛି। ୱାର୍ଡଠାରୁ ଆରମ୍ଭ କରି ସହରର ମୁଖ୍ୟରାସ୍ତା ସବୁଆଡ଼େ ଅନ୍ଧକାରମୟ। ସମସ୍ୟା ସମ୍ପର୍କରେ ଜନ ସାଧାରଣ ପୌର…

ରାପର ଡିନୋ ଜେମ୍ସ ଜିତିଲେ ‘ଖତରୋ କେ ଖିଲାଡି’ ଶୋ’

ବମ୍ବେ: କଲର୍ସ ଚ୍ୟାନେଲରେ ପ୍ରସାରିତ ଆଡଭେଞ୍ଚର ରିଆଲିଟି ଶୋ’ ‘ଖତରୋ କେ ଖିଲାଡି ସିଜନ ୧୩’କୁ ମିଳିଛି ବିଜେତା। ରାପର ଡିନୋ ଜେମ୍ସ ଶୋ’କୁ ଜିତି ଟ୍ରଫି ନିଜ ନାମରେ କରିଛନ୍ତି। ଦକ୍ଷିଣ ଆଫ୍ରିକାରେ ଶୋ’ ଶୁଟିଂ ହୋଇଥିବା ବେଳେ ଡିନୋ…

ମଲ୍ଲିପୁର-କମାରଡ଼ିହୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ସଙ୍କୁଚିତ

ପ୍ରୀତିପୁର,୧୫ା୧୦(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡର ମଙ୍ଗଳପୁର ସେକ୍ସନ ଅଧୀନ ମଲ୍ଲିପୁର-କମାରଡ଼ିହୀ ଭାୟା ଯୋଗୀମଠ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ସଙ୍କୁଚିତ ହୋଇପଡ଼ିଛି। ବିଭାଗୀୟ ଅଧିକାରୀଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ରାସ୍ତାକୁ ଘାସ, ବେଣା ବୁଦା ଓ କଣ୍ଟା ଜାତୀୟ ଗଛ…

ଡିଜେ ବାଜିବ, ଭାଇବ୍ରେଟର ଲାଗିବ ନାହିଁ

ପଟ୍ଟାମୁଣ୍ଡାଇ,୧୫ା୧୦(କଳ୍ପତରୁ ନାୟକ)ଶନିବାର ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଥାନା ପରିସରରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୨୪ଟି ପୂଜା ମଣ୍ଡପର କର୍ମକର୍ତ୍ତା ଓ ଶାନ୍ତି କମିଟି ସଦସ୍ୟମାନେ ଯୋଗ ଦେଇ ଆଲୋଚନା କରିଥିଲେ। ସମସ୍ତ ସ୍ଥାନରେ କିପରି ଆଇନ…

ପ୍ରଥମ ଅଗ୍ନିବୀରଙ୍କ ମୃତ୍ୟୁ ପରେ ସମ୍ମାନ ଦେଲାନି ସେନା

ମନସା(ପଞ୍ଜାବ),୧୫।୧୦: ଭାରତର ପ୍ରଥମ ଅଗ୍ନିବୀର ଭାବେ ପ୍ରାଣ ହରାଇଥିବା ପଞ୍ଜାବ ମନ୍‌ସା ଅଞ୍ଚଳର ଅମ୍ରିତ୍‌ପାଲ ସିଂଙ୍କ ଶେଷକୃତ୍ୟରେ ଭାରତୀୟ ସେନା ସାମିଲ ନ ହେବା ଏବଂ ଗାର୍ଡ ଅଫ୍‌ ଅନର ପ୍ରଦାନ କରା ନ ଯିବା ଦୁଃଖଦାୟକ। ଏପରି କି ତାଙ୍କ…

ସର୍ଭେରେ ଲଟକିଛି ୧୭ ରେଳପ୍ରକଳ୍ପ

ଯାଜପୁର,୧୫ା୧୦(ହର୍ଷବର୍ଦ୍ଧନ ବେହେରା)ଓଡ଼ିଶାରେ ୧୭ ପ୍ରକଳ୍ପ ସର୍ଭେ ପ୍ରକ୍ରିୟାରେ ଥିବା ଇଷ୍ଟକୋଷ୍ଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି। ଏହା ବର୍ଷ ବର୍ଷ ସର୍ଭେରେ ହିଁ ଲଟକି ରହିଛି। ସର୍ଭେ ଶେଷ ହୋଇ ଚୂଡାନ୍ତ ରିପୋର୍ଟକୁ ଅନୁମୋଦନ ମିଳିବା ପରେ ଜମି ଅଧିଗ୍ରହଣ, ଜଙ୍ଗଲ…

ହମାସ୍‌ କମାଣ୍ଡର ନିହତ

ଜେରୁଜେଲମ୍‌/ଗାଜା ସିଟି,୧୫।୧୦: ଇସ୍ରାଏଲ୍‌ ଉପରେ ଆକ୍ରମଣର ନେତୃତ୍ୱ ନେଉଥିବା ହମାସ୍‌ର ନୁଖ୍‌ବା ୟୁନିଟ୍‌ କମାଣ୍ଡର ଅଲି କାଦି ଇସ୍ରାଏଲୀ ସେନାର ଡ୍ରୋନ୍‌ ଆକ୍ରମଣରେ ନିହତ ହୋଇଛନ୍ତି। ଗତ ୭ ତାରିଖରେ ଅଲି ନିହତ ହୋଇଥିବା ଇସ୍ରାଏଲ୍‌ ଡିଫେନ୍ସ ଫୋର୍ସ (ଆଇଡିଏଫ୍‌ )…

ଲୋକଙ୍କ ଜୀବନ ସହ ଖେଳ

ଯାଜପୁରଟାଉନ,୧୫ା୧୦(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଲୋକଙ୍କ ଜୀବନ ସହ ଖେଳୁଛନ୍ତି କେତେଜଣ ହୋମିଓପାଥିକ କ୍ୱାକ୍‌। ସେମାନେ ମାରାତ୍ମକ ଟାବ୍‌ଲେଟ୍‌ ପ୍ରଦାନ କରି ବିଭିନ୍ନ ସମସ୍ୟା ବଢ଼ାଉଛନ୍ତି। ହେଲେ ସ୍ବାସ୍ଥବିଭାଗ ଜାଣି ମଧ୍ୟ ଏଥିପ୍ରତି ନଜର ନ ଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବିନା ହୋମିଓପାଥିକ…

ବଢୁଛି କଳାହୀରାର କଳାବଜାର

ଯାଜପୁର,୧୫ା୧୦(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାରେ କଳାହୀରା (କୋଇଲା)ର କଳାବଜାର ବଢ଼ିବାରେ ଲାଗିଛି। କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ରେଲୱେ ସାଇଡିଂରେ କୋଇଲା ଅପମିଶ୍ରଣ ଘଟଣା ପଦାକୁ ଆସିବା ପରେ ଖଣି ବିଭାଗ ପକ୍ଷରୁ କୋଇଲାର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ଅନ୍ୟପକ୍ଷେ…

ନିର୍ମାଣର ୨ ମାସରେ ଲୁଣାଘେରି ବନ୍ଧ ରାସ୍ତା ନଷ୍ଟ

କୁଜଙ୍ଗ,୧୫।୧୦(ମନୋଜ ପ୍ରଧାନ) ଏରସମା ବ୍ଲକ ମାହାଙ୍ଗା ନଦୀ ନିକଟ ବାଲିତୁଠରୁ ଢିଙ୍କିଆକୁ ସଂଯୋଗ କରୁଥିବା ଲୁଣା ଘେରିବନ୍ଧ ରାସ୍ତା ନିର୍ମାଣ ସରିବାର୨ ମାସ ମଧ୍ୟରେ ନଷ୍ଟ ହୋଇଯାଇଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ନେଇ ଅଭିଯୋଗ ହୋଇଛି। ୩ କିଲୋମିଟର…

ଜିଲାରେ ନିମ୍ନମାନର ପରିପୂରକ ପୁଷ୍ଟିକର ଖାଦ୍ୟ ଯୋଗାଣ

ଜଗତ୍‌ସିଂହପୁର, ୧୫ା୧୦ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ନିମ୍ନମାନର ପରିପୂରକ ପୁଷ୍ଟିକର ଖାଦ୍ୟ ଯୋଗାଣକୁ ନେଇ ଦିନକୁ ଦିନ ଅସନ୍ତୋଷ ବଢ଼ିଚାଲିଛି। ବିଶେଷକରି କେତେକ ସମୟରେ ଗମରା ଛତୁଆ ସାଙ୍ଗକୁ ପୋକ ତ ଆଉ କେତେବେଳେ ଛତୁଆ ପ୍ୟାକେଟରୁ ମଲାବେଙ୍ଗ ବାହାରିବା…

ରାସ୍ତା ସମ୍ପ୍ରସାରଣ ପାଇଁ କଟା ହେବ ୧ ହଜାର ଗଛ

ଖଣ୍ଡପଡ଼ା,୧୫ା୧୦(ଅଜୟ କୁମାର ମହାରଣା)ଖଣ୍ଡପଡ଼ାରୁ -ଭାପୁର- ଫତେଗଡ଼କୁ ସଂଯୋଗ କରୁଥିବା ପ୍ରାୟ ୧୮ କିମି ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ସମ୍ପ୍ରସାରଣ ପାଇଁ ୨୧ କୋଟି ଟଙ୍କା ମଞ୍ଜୁର ହୋଇଛି। ମାତ୍ର ରାସ୍ତା ସମ୍ପ୍ରସାରଣ ପାଇଁ ପ୍ରାୟ ୧ହଜାର ଗଛ କଟାଯିବ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri