Home Left

କେଶ ଦାନ କଲେ ଏହି କ୍ରିକେଟରଙ୍କ ସ୍ତ୍ରୀ, ଜିଣିଲେ ପ୍ରଶଂସକଙ୍କ ହୃଦୟ

ମୁମ୍ବାଇ: ଫିଲ୍ମ ‘ବଡିଗାର୍ଡରେ’ କରୀନା କପୁରଙ୍କ ବାନ୍ଧବୀ ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ତଥା କ୍ରିକେଟର ଯୁବରାଜ ସିଂଙ୍କ ସ୍ତ୍ରୀ ଏକ ବଡ଼ ନିଷ୍ପତ୍ତି ଯୋଗୁ ଚର୍ଚ୍ଚାରେ ରହିଛନ୍ତି। ଚଳିତ ବର୍ଷ ଅଗଷ୍ଟରେ ସେ ଦ୍ୱିତୀୟ ଥର ପାଇଁ ମା’ ହୋଇଛନ୍ତି।…

ହାତୀ ଆକ୍ରମଣରେ ୩ ଗୁରୁତର

ସୋର,୧୪ା୧୦(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ସିନ୍ଧୁଆ ଜଙ୍ଗଲରେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ନାବାଳିକାଙ୍କ ସମେତ ୩ ଜଣ ଗୁରତର ହୋଇଛନ୍ତି। ଶନିବାର ମଧ୍ୟାହ୍ନରେ ସିନ୍ଧୁଆ ଗ୍ରାମର କିଛି ଲୋକଙ୍କ ସହିତ ମୂରଲୀଧର ସିଂ(୫୫), ଦେବକୀ…

ଏମିତି ସହର, ଯେଉଁଠି ପରସ୍ପର ସହ ସଂସ୍କୃତରେ ହୁଅନ୍ତି କଥା

ଓ୍ବାଶିଂଟନ: ଦୁନିଆରେ ଏମିତି ଏକ ସହର ରହିଛି, ଯେଉଁଠାରେ ଲୋକମାନେ ପରସ୍ପର ସହ ସଂସ୍କୃତରେ କଥା ହୁଅନ୍ତି। ଏପରି ସହର ରହିଛି ଆମେରିକାର ଆଇଓ୍ବା ରାଜ୍ୟରେ। ଯାହା ପ୍ରାଚୀନ ହିନ୍ଦୁ ପ୍ରଥାକୁ ଅନୁସରଣ କରିଥାଏ। ଏହି ସହରର ନାମ ହେଉଛି ମହର୍ଷି…

ମଦ ବିରୋଧରେ ଆନ୍ଦୋଳନ ତେଜିଲା

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଶତାଧିକ ମହିଳା ଏକାଠି ହୋଇ ପ୍ରତିବାଦ କରିଛନ୍ତି। ସରକାରୀ ଲାଇସେନ୍ସପ୍ରାପ୍ତ ଓ ଚୋରାମଦ ବିକ୍ରିକୁ ବିରୋଧ କରିଛନ୍ତି। ମଦ ଯୋଗୁ ଗ୍ରାମରେ ତଥା ପରିବାରରେ…

ଚମକାଇଲା ବୁମ୍‌ରାଙ୍କ ବୋଲିଂ, କିଛି ବୁଝିବା ପୂର୍ବରୁ ବୋଲ୍ଡ ହେଲେ ରିଜଓ୍ବାନ-ଶାଦାବ…

ଅହମ୍ମଦାବାଦ,୧୪।୧୦: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମହାମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଟିମ୍‌ ମାତ୍ର ୧୯୧ ରନ୍‌ କରି ଅଲଆଉଟ୍‌ ହୋଇଛି। ମ୍ୟାଚ୍‌ରେ ଭାରତୀୟ ବୋଲିଂ ଆଗରେ ପାକିସ୍ତାନୀ ବ୍ୟାଟ୍ସମାନ୍‌ ଆଣ୍ଠେଇ ପଡ଼ିଥିବା…

ସିମନବାଡ଼ି ଅଞ୍ଚଳରେ ହାତୀ ବୁଲୁଥିବା ଗୁଜବ: ଜଙ୍ଗଲ ଓ ପରିବେଶ ବିଭାଗର ଯାଞ୍ଚ

ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନର ୫୯ ନଂ ଜାତୀୟ ରାଜପଥର ଟୋଲ୍‌ ଗେଟ୍‌ ନିକଟରେ ହାତୀ ବୁଲୁଥିବା ନେଇ କେହି ଏକ ଜଙ୍ଗଲ ହାତୀର ଫଟୋ ଭାଇରାଲ କରିଛି। ଫଳରେ ଜଙ୍ଗଲ ଓ ପରିବେଶ ବିଭାଗ…

ଆଙ୍ଗୁଠି ଭାଙ୍ଗିଲା, ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି ଏହି ବ୍ୟାଟ୍ସମ୍ୟାନ୍‌

ଚେନ୍ନାଇ,୧୪।୧୦: ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ୍‌ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ଆଇପିଏଲ ୨୦୨୩ ସମୟରେ ସେ ଆହତ ହୋଇଥିଲେ। ଆଣ୍ଠୁର ଅସ୍ତ୍ରୋପଚାର ପରେ ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ତାଙ୍କୁ ୯ ମାସ ଲାଗିଥିଲା। ଏଥିଲାଗି ତାଙ୍କୁ କଠିନ ପରିଶ୍ରମ ମଧ୍ୟ…

ପାକିସ୍ତାନ ବିପକ୍ଷରେ ବି ମିଳିଲାନି ସୁଯୋଗ

ଅହମ୍ମଦାବାଦ,୧୪।୧୦: ବିଶ୍ୱକପ୍‌ ୨୦୨୩ରେ ଶନିବାର ମୁହାଁମୁହିଁ ହେଉଛନ୍ତି ଭାରତ-ପାକିସ୍ତାନ। ଟସ୍‌ ପରେ ବୋଲିଂ ଚୟନ କରିଥିବା ଭାରତୀୟ ଟିମ୍‌ ବଡ଼ ପରିବର୍ତ୍ତନ ସହ ମଇଦାନକୁ ଓହ୍ଲାଇଛି। ଈଶାନ କିଶନଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ସୁଯୋଗ ମିଳିଛି। ସେହିଭଳି ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ…

ହଷ୍ଟେଲରେ ବ୍ୟାପିଲା ଜ୍ୱର: ୨୮ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ମେଡିକାଲରେ ଭର୍ତ୍ତି

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏସ୍‌ସି/ଏସ୍‌ଟି ବିଭାଗ ଅଧୀନରେ ପରିଚାଳିତ ଅନ୍ବେଷା ହଷ୍ଟେଲରେ ରହୁଥିବା ୨୮ ଛାତ୍ରୀଛାତ୍ର ଭୂତାଣୁ ଜନିତ ଜ୍ୱରରେ ଆକ୍ରାନ୍ତ ହୋଇ ଧରଣୀଧର ମେଡିକାଲ କଲେଜ ହସ୍ପିଟାଲର ଶିଶୁ ଓ୍ବାର୍ଡରେ ଚିକିତ୍ସିତ ହେଉଛନ୍ତି। ଶନିବାର ହଷ୍ଟେଲରେ…

୮କୋଟି ଟଙ୍କା ବ୍ୟୟରେ କୋରାପୁଟ ସହରରେ ନିର୍ମାଣ ହେବ ୪ କଲ୍ୟାଣମଣ୍ଡପ

କୋରାପୁଟ,୧୪ା୧୦(ଅମିତାଭ ବେହେରା): ରାଜ୍ୟ ସରକାରଙ୍କ ୮ କୋଟି ଟଙ୍କା ବ୍ୟୟରେ ସହରର ପୋଲିସ କଲୋନୀ, ପୂଜାରୀପୁଟ ପଡ଼ିଆ ନିକଟ, ରେଲଓ୍ବେ ନିକଟ ସମେତ ୪ଟି ସ୍ଥାନରେ କଲ୍ୟାଣମଣ୍ଡପ ନିର୍ମାଣ କରାଯିବ। କୋରାପୁଟ ମ୍ୟୁନିସିପାଲିଟିର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ବାଲାଜୀ ମନ୍ଦିର ହୁଣ୍ଡି ଚୋରିର ପର୍ଦ୍ଦାଫାଶ: ୩ କୋର୍ଟଚାଲାଣ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କୋରାପୁଟ ବାଲାଜୀ ମନ୍ଦିରର ହୁଣ୍ଡି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଥିବା ବେଳେ ଏଥିରେ ସଂପୃକ୍ତ ୩ ଜଣ ଯୁବକକୁ କୋରାପୁଟ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା…

ଜ୍ୟାକଲିନଙ୍କ ପାଇଁ ନବରାତ୍ର ବ୍ରତ କରିବେ ସୁକେଶ, ଲେଖିଲେ ଚିଠି…

ମୁମ୍ବାଇ,୧୪।୧୦ : ୨୦୦ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାରେ ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ପୁଣି ଥରେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଚିଠି ଲେଖିଛନ୍ତି। ସୁକେଶ ଚନ୍ଦ୍ରଶେଖର ଏହି ପତ୍ରରେ ଲେଖିଛନ୍ତି ସେ ଜ୍ୟାକଲିନଙ୍କ ପାଇଁ ନବରାତ୍ରୀ ସମୟରେ ନଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri