Home Left

ପଞ୍ଜାବ ପୋଲିସକୁ ସଫଳତା, ଦୁଇ ଲଶ୍କର ଆତଙ୍କବାଦୀ ଗିରଫ, ଆଇଇଡି ସମେତ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ

ଚଣ୍ଡିଗଡ଼,୧୪।୧୦: ଆତଙ୍କବାଦ ବିରୋଧରେ ପଞ୍ଜାବ ପୋଲିସର ଷ୍ଟେଟ ଅପରେସନ ସେଲକୁ ବହୁତ ବଡ ସଫଳତା ମିଳିଛି। ଶୁକ୍ରବାର ସକାଳେ ସେମାନେ ଲଶ୍କର-ଇ-ତୋଏବା ସହିତ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି।…

ନିର୍ଦ୍ଧାରିତ ସମୟରେ ରିଲିଜ୍‌ ହେବ ଶାହାରୁଖଙ୍କ ‘ଡଙ୍କି’

ମୁମ୍ବାଇ: ବଲିଉଡର କିଙ୍ଗ୍‌ ଖାନ ତଥା ଶାହାରୁଖ ଖାନ ଚଳିତ ବର୍ଷ ଇଣ୍ଡଷ୍ଟ୍ରିକୁ ‘ପଠାନ’ ଏବଂ ‘ଯବାନ’ ଭଳି ଦୁଇଟି ବ୍ଲକବଷ୍ଟର ଚଳଚ୍ଚିତ୍ର ଦେଇଛନ୍ତି। ଏଥି ସହିତ ପ୍ରଶଂସକମାନେ ଅଭିନେତାଙ୍କ ଆଗାମୀ ଚଳଚ୍ଚିତ୍ର ‘ଡଙ୍କି’କୁ ମଧ୍ୟ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।…

ଢିଙ୍କି ସାଜିଥିଲା ମହିଳାଙ୍କ ବ୍ୟାୟାମର ମାଧ୍ୟମ

ପଟ୍ଟାମୁଣ୍ଡାଇ, ୧୩ା୧୦(କଳ୍ପତରୁ ନାୟକ): ସମୟ ବଦଳିବା ସହିତ ମନୁଷ୍ୟ ମଧ୍ୟ ପରିବର୍ତ୍ତନ ହେଉଛି। ଆଧୁନିକତାର ଚାକଚକ୍ୟ ସମୟର ସ୍ପଳ୍ପତା ଭିତରେ ଆଜିର ମଣିଷ ପୁରୁଣା ଓ ପାରମ୍ପରିକ ଘରକରଣା ଜିନିଷକୁ ହଜେଇ ଦେଇ ଆଧୁନିକ ମେଶିନ୍‌ର ବ୍ୟବହାର ବହୁଳ ଭାବରେ ବଢ଼ି…

ନୋବେଲ ପୁରସ୍କାର ବିଜୟିନୀ ଆମେରିକୀୟ କବୟିତ୍ରୀ ଲୁଇସ ଗ୍ଲୁକ୍‌ଙ୍କର ପରଲୋକ

ଓ୍ବାଶିଂଟନ,୧୪।୧୦: ନୋବେଲ ପୁରସ୍କାର ଆମେରିକୀୟ କବୟିତ୍ରୀ ଲୁଇସ ଗ୍ଲୁକ୍‌ଙ୍କର ୮୦ ବର୍ଷ ବୟସରେ ଦେହାନ୍ତ ହୋଇଛି। ପରିବାର ଏବଂ ପିଲାଦିନର ଅନୁସନ୍ଧାନରେ ଗ୍ଲୁକ୍‌ ନିଜର କବିତା ‘ଦ ଇନଫଲିବଲ ଭଏସ’ ସହିତ ଜଣାଶୁଣା। ତାଙ୍କୁ ସାହିତ୍ୟରେ ୨୦୨୦ରେ ନୋବେଲ ପୁରସ୍କାର ପ୍ରଦାନ…

ନିର୍ମାଣର ୨ ମାସରେ ଲୁଣାଘେରି ବନ୍ଧ ରାସ୍ତା ନଷ୍ଟ

କୁଜଙ୍ଗ,୧୪।୧୦(ମନୋଜ ପ୍ରଧାନ): ଏରସମା ବ୍ଲକ ମାହାଙ୍ଗା ନଦୀ ନିକଟ ବାଲିତୁଠରୁ ଢିଙ୍କିଆକୁ ସଂଯୋଗ କରୁଥିବା ଲୁଣା ଘେରିବନ୍ଧ ରାସ୍ତା ନିର୍ମାଣ ସରିବାର୨ ମାସ ମଧ୍ୟରେ ନଷ୍ଟ ହୋଇଯାଇଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ନେଇ ଅଭିଯୋଗ ହୋଇଛି। ୩ କିଲୋମିଟର…

ଭାରତ-ଶ୍ରୀଲଙ୍କା ମଧ୍ୟରେ ପୁଣି ଆରମ୍ଭ ହେଲା ଫେରି ସେବା

ନୂଆଦିଲ୍ଲୀ/କଲମ୍ବୋ,୧୪।୧୦: ତାମିଲନାଡୁର ନାଗାପଟ୍ଟିନମ ଏବଂ ଶ୍ରୀଲଙ୍କାର କାନକେସନ୍ତୁରାଇ ମଧ୍ୟରେ ଫେରି ସେବାର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନାଗାପଟ୍ଟିନମ ଏବଂ କାନକେସନ୍ତୁରାଇ ମଧ୍ୟରେ ଫେରି ସେବା ଆରମ୍ଭକୁ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ…

ପାକିସ୍ତାନ ବିପକ୍ଷ ମ୍ୟାଚରେ ଗିଲ୍‌ଙ୍କ ଖେଳିବା ନିଶ୍ଚିତ

ଅହମ୍ମଦାବାଦ,୧୪।୧୦: ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯିବ। ଏହି ମ୍ୟାଚରେ ଭାରତ ର ପ୍ଲେ-୧୧ କ’ଣ ହେବ, ତାହା ଉପରେ ସମସ୍ତଙ୍କ ନଜର ରହିଛି। ଭାରତୀୟ ପ୍ଲେଇଙ୍ଗ୍‌ ମିଶ୍ରଣରେ ସବୁଠାରୁ ବଡ ପ୍ରଶ୍ନ…

ଖାଦାନ ମାଲିକଙ୍କ ନାଁରେ ରୁଜୁ ହେବ ମାମଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ସମସ୍ତ ବ୍ୟକ୍ତିଙ୍କ ଜୀବନ ବହୁମୂଲ୍ୟ ବୋଲି ରାଜ୍ୟ ସରକାରଙ୍କ ବିଶ୍ୱାସ ରହିଛି। ତେଣୁ ବେଆଇନ କଳାପଥର ଖାଦାନରେ ଅତଡ଼ା ଖସି ପ୍ରାଣ ହରାଇଥିବା ଶ୍ରମିକଙ୍କ ପାଇଁ ଦାୟୀ ଅଧିକାରୀ ଓ ଖାଦାନ ମାଲିକଙ୍କ ନାମରେ ଆପରାଧିକ ମାମଲା ରୁଜୁ…

ଶିଳ୍ପ ବିକାଶ କ୍ଷେତ୍ରରେ ଗଞ୍ଜାମ ପଛୁଆ

ବ୍ରହ୍ମପୁର,୧୪ା୧୦(ନରସିଂହ ସାହୁ): ଗଞ୍ଜାମରେ ଶିଳ୍ପ ବିକାଶ ହୋଇପାରୁନାହିଁ। ତେଣୁ ଜିଲାର ଲକ୍ଷାଧିକ ଶ୍ରମିକ ବାହାର ରାଜ୍ୟକୁ ଯାଇ ଦାଦନ ଖଟୁଛନ୍ତି। ଗତ ୫ ଦଶନ୍ଧି ମଧ୍ୟରେ ଗୋଟିଏ ବି ନୂଆ ଶିଳ୍ପ ପ୍ରତିଷ୍ଠା ହୋଇ ନ ଥିବା ବେଳେ ପୁରୁଣା ଶିଳ୍ପ…

ଭାରତ-ପାକିସ୍ତାନ ମ୍ୟାଚ ଦେଖିବାକୁ ଅହମ୍ମଦାବାଦରେ ପହଞ୍ଚିଲେ ଅନୁଷ୍କା

ଅହମ୍ମଦାବାଦ,୧୪।୧୦: ଶନିବାର ବିଶ୍ୱକପ୍‌ରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷରେ ବିଜୟ ଧାରା ଜାରି ରଖିବାକୁ ଭାରତୀୟ ଦଳ ନଜର ରଖିବ।…

ଯୁବତୀ ଗର୍ଭବତୀ: ବନ୍ଧା ହେଲେ ବୃଦ୍ଧ

ଗୋପାଳପୁର,୧୪ା୧୦(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବିଶ୍ୱନାଥପୁର ଗ୍ରାମର ମନୁ…

‘ପ୍ରେମ ଦୋକାନରେ ନୁହେଁ, ଆମ ହୃଦୟରେ ରହିବା ଦରକାର’, ରାହୁଲଙ୍କୁ ଟାର୍ଗେଟ କଲେ ଫଡନାଭିସ

ମୁମ୍ବାଇ,୧୪।୧୦: ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯଦି କଂଗ୍ରେସ ଯେତିକି ଜନସଂଖ୍ୟା, ଯେତିକି ଅଂଶଗ୍ରହଣ ନୀତିରେ ବିଶ୍ୱାସ କରେ ତା’ହେଲେ ତାଙ୍କ ଶାସନ କାଳରେ ଗୋଟିଏ ପରିବାରରୁ ସଂଖ୍ୟକ ପ୍ରଧାନମନ୍ତ୍ରୀ ହେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri