Home Left

ୱେଷ୍ଟର୍ନ ଡିଜିଟାଲର ନୂତନ ଉତ୍ପାଦ

ଭୁବନେଶ୍ୱର, ୧୪।୧୦: ୱେଷ୍ଟର୍ନ ଡିଜିଟାଲର ନୂତନ ଉତ୍ପାଦ ‘୨୨ ଟିବି’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ସ୍ମାର୍ଟ ଭିଡିଓ ସିସିଟିଭି ମାଧ୍ୟମରେ ଦକ୍ଷ ଟ୍ରାଫିକ ପରିଚାଳନା ପାଇଁ କେନ୍ଦ୍ରୀୟ ସଂରକ୍ଷଣ ଲାଗି ଏଚ୍‌ଡିଡି ପରି ଷ୍ଟୋରେଜ ସମାଧାନକୁ ପ୍ରାଥମିକତା ଦେବା ଆବଶ୍ୟକ…

‘ଧୁମଧାମରେ ପାଳନ ହେବ ଆଖଡ଼ା ଯାତ୍ରା’

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ସହର ମିଶନ ପଡ଼ିଆ ସମ୍ମୁଖସ୍ଥ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଜିଲା ଯାଦବ (ଗୋପାଳ) ମହାସଭା ବାଲେଶ୍ୱର ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଚାରପତି ଭାଗିରଥ ବାରିକ ଅଧ୍ୟକ୍ଷତା କରିଥିଲେ। ସମ୍ମିଳନୀରେ…

ଗୁଣବତ୍ତା ଦ୍ୱାରା ଆର୍ଥିକ ବିକାଶ

ଅର୍ଥନୀତିର ବିକାଶରେ ଗୁଣବତ୍ତାଯୁକ୍ତ ମାନକ ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ଘରୋଇ ଉତ୍ପାଦର ଚାହିଦା ଅନ୍ତର୍ଜାତୀୟସ୍ତରରେ ବୃଦ୍ଧି ପାଇପାରିଥାଏ। ଦେଶଦେଶ ମଧ୍ୟରେ ବାଣିଜ୍ୟ ସମୟରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପନିପରିବା ସହିତ ଅନ୍ୟ ସମସ୍ତ ଉତ୍ପାଦ କ୍ଷେତ୍ରରେ ଗୁଣବତ୍ତା ଯାଞ୍ଚ୍ର…

ସିବିଆଇର ବହୁମୁଖୀ ଋଣ ଶିବିର

ଭୁବନେଶ୍ୱର,୧୪।୧୦: ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଆଇ)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ନିକଟରେ ଏକ ବହୁମୁଖୀ ଋଣ ଶିବିର ଓ ଗ୍ରାହକ ସମ୍ମିଳନୀ ଶିରିପୁରସ୍ଥିତ ଇମେଜ ସମ୍ମିଳନୀ କକ୍ଷଠାରେ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସିବିଆଇର କୋଲକାତା ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ…

କ୍ୱାଣ୍ଟମ ଏଏମ୍‌ସିର ନୂତନ ଉତ୍ପାଦ

ଭୁବନେଶ୍ୱର,୧୪।୧୦: କ୍ୱାଣ୍ଟମ ଏଏମ୍‌ସିର ନୂତନ ଉତ୍ପାଦ ‘କ୍ୱାଣ୍ଟମ ସ୍ମଲ୍‌ କ୍ୟାପ୍‌ ଫଣ୍ଡ’ର ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଉତ୍ପାଦର ଏକ ନୂଆ ଫଣ୍ଡ ଅଫର (ଏନ୍‌ଏଫ୍‌ଓ)ର ଶୁଭାରମ୍ଭ କରାଯାଇଛି। ଏହ ଅଫର ୨୦୨୩ ଅକ୍ଟୋବର ୨୭ ପର୍ଯ୍ୟନ୍ତ ଉପଲବ୍ଧ। ଏ ସମ୍ପର୍କରେ…

ମାନବାଧିକାର କମିଶନରେ ପହଞ୍ଚିଲା ମାମଲା

ଉଦଳା,୧୩ା୧୦(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଭାଲୁହୁରୁଡ଼ା ଗ୍ରାମରେ ଗେଣ୍ଡୁ ଚାରା ଚୋରି ପାଇଁ ଜଣେ ନାବାଳିକାଙ୍କୁ ସମ୍ପର୍କୀୟ ବଡ଼ ମା’ ହତ୍ୟା କରିବା ପରେ ରଶିରେ ବାନ୍ଧି ଝୁଲାଇଦେବା ଘଟଣା ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଛି।…

ଅରୁନ୍ଧତୀ ଜୁଏଲର୍ସର ପ୍ରିମିୟମ କଲେକ୍ସନ ଉନ୍ମୋଚିତ

ଭୁବନେଶ୍ୱର,୧୪।୧୦: ଅରୁନ୍ଧତୀ ଜୁଏଲର୍ସର ନୂତନ ତଥା ପ୍ରିମିୟମ କଲେକ୍ସନ ‘ଅର୍କ ଓ ଅମେୟା’କୁ ଶୁକ୍ରବାର ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। କୋଣାର୍କ ସୂର୍ଯ୍ୟମନ୍ଦିରର କଳା, ସ୍ଥାପତ୍ୟ, ସୌନ୍ଦର୍ଯ୍ୟ ଓ ପ୍ରସ୍ତର ଖୋଦେଇ କାରୁକାର୍ଯ୍ୟକୁ ନେଇ ସ୍ବତନ୍ତ୍ର ଭାବେ ଅର୍କ ଗହଣା ଡିଜାଇନ…

କାନାରା ବ୍ୟାଙ୍କର ମୁଦ୍ରା ବିନିମୟ ମେଳା

ଭୁବନେଶ୍ୱର,୧୪।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର ମୁଦ୍ରା ବିନିମୟ ମେଳାର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କ ପକ୍ଷରୁ ପୁରୁଣା, ମଇଳା ଏବଂ ଚିରାଫଟା ନୋଟ୍‌ ବଦଳରେ ନୂଆ ନୋଟ୍‌ ଏବଂ କଏନ୍‌ ଦେବାର ବ୍ୟବସ୍ଥା ୟୁନିଟ୍‌-୮…

ସାକ୍ଷ୍ୟ ଗ୍ରହଣ ପାଇଁ ମୋକିମଙ୍କୁ ଅଧିକ ସମୟ ଦେଲେ ହାଇକୋର୍ଟ

କଟକ,୧୪ା୧୦(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ସାକ୍ଷୀମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଅଧିକ ସମୟ ଲୋଡ଼ାଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହ ମୋକିମଙ୍କୁ ୧୦ ହଜାର ଟଙ୍କା…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର, ୧୪।୧୦: ଗତ କିଛିଦିନ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌…

ଗାଜାରେ ଇସ୍ରାଏଲ ସେନା ପ୍ରବେଶ କରିବା ଉପରେ ୟୁଏନ୍‌ରେ ପହଞ୍ଚିଲା ପାଲେଷ୍ଟାଇନ, ଗୁଟେରସଙ୍କୁ ମାଗିଲା ସାହାଯ୍ୟ

ଜେରୁଜେଲମ,୧୪।୧୦: ପାଲେଷ୍ଟାଇନ ଶୁକ୍ରବାର ମିଳିତ ଜାତିସଂଘରେ ଇସ୍ରାଏଲର କାର୍ଯ୍ୟକଳାପ ବନ୍ଦ କରିବାକୁ ଆହ୍ବାନ କରିଛି। ମିଳିତ ଜାତିସଂଘରେ ପାଲେଷ୍ଟାଇନ ରାଷ୍ଟ୍ରଦୂତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସଙ୍କୁ ଇସ୍ରାଏଲର କାର୍ଯ୍ୟକଳାପକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି। ଏଠାରେ ଇସ୍ରାଏଲ ଗାଜା…

ସାଇ ଇଣ୍ଟରନ୍ୟାଶନାଲ ଦେଶର ଶ୍ରେଷ୍ଠ ସ୍କୁଲ

ଭୁବନେଶ୍ୱର, ୧୪।୧୦ (ଅସମାପିକା ସାହୁ): ଏଜୁକେଶନ ୱାର୍ଲଡ ଇଣ୍ଡିଆ ସ୍କୁଲ୍‌ ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟ ସ୍ତରରେ ଡେ କମ୍‌ ବୋର୍ଡିଂ ବିଭାଗରେ ଭୁବନେଶ୍ୱରସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ୨୦୨୩-୨୪ବର୍ଷ ପାଇଁ ଶ୍ରେଷ୍ଠ ସ୍କୁଲ ମାନ୍ୟତା ପାଇଛି। ଏଥିସହ ଓଡ଼ିଶାରେ ଏକ ନମ୍ବର ସ୍କୁଲର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri