Home Left

ଖୋଲାବଜାରରେ ଗହମ ବିକୁଛି ଏଫ୍‌ସିଆଇ

ଭୁବନେଶ୍ୱର,୧୪।୧୦ (ଅଭୟ ଦାଶ): ବିଗତ କିଛି ମାସ ହେଲା ଖୋଲା ବଜାରରେ ଗହମ ଅଭାବ ଦେଖାଦେଇଛି। ଫଳରେ ଗହମ ଜାତୀୟ ଖାଦ୍ୟ ପଦାର୍ଥ ସାଙ୍ଗକୁ ଅଟାର ମୂଲ୍ୟ ବୃଦ୍ଧି ହୋଇପାରେ ବୋଲି ବଜାର ବିଶେଷଜ୍ଞମାନେ ସରକାରଙ୍କୁ ଆଗୁଆ ସୂଚନା ପ୍ରଦାନ ସହ…

କିଏ ଜିତିବ କହିବା କଷ୍ଟକର

ରିଚାର୍ଡ ହାଡ୍‌ଲୀ: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌୍‌ରେ ଶନିବାର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟରେ ପୂର୍ବରୁ ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଦୁଇ ଦଳ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ଥିଲେ। ଅହମଦାବାଦରେ ଖେଳାଯିବାକୁ ଥିବା…

ସୁପ୍ରିମକୋର୍ଟଙ୍କୁ ଅବଜ୍ଞା କରିପାରିବେ ନାହିଁ ବାଚସ୍ପତି

ନୂଆଦିଲ୍ଲୀ,୧୪ା୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ତାଙ୍କ ସମର୍ଥକ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଆବେଦନ ଉପରେ ବିଧାନସଭା ବାଚସ୍ପତି ନିଷ୍ପତ୍ତି ନେବାରେ ବିଳମ୍ବ କରୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କୁ ଭର୍ତ୍ସନା କରିଛନ୍ତି। ବାଚସ୍ପତି ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶକୁ ଅବଜ୍ଞା…

ଭାରତ ବୋଲିଂ ବନାମ ପାକିସ୍ତାନ ବ୍ୟାଟିଂ

ଗୌତମ ଗମ୍ଭୀର: ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହେବା ସ୍ବାଭାବିକ। ଚଳିତ ବିଶ୍ୱକପ୍‌ରେ ଅହମଦାବାଦରେ ଦୁଇ ଦଳ ମୁହଁାମୁହିଁ ହେବେ। ଏହାକୁ କେହି ମିସ୍‌ କରିବାକୁ ଚାହିଁବେ ନାହିଁ। ଏହି ମ୍ୟାଚ ଯେଉଁ ଦଳ ଜିତିବ ନଭେମ୍ବର ୧୯…

ନ୍ୟୁଜିଲାଣ୍ଡର ହ୍ୟାଟ୍ରିକ୍‌ ବିଜୟ

ଚେନ୍ନାଇ, ୧୪ା୧୦ (ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପରୋ ହ୍ୟାଟ୍ରିକ୍‌ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ। ଚମତ୍କାର ଫର୍ମରେ ରହିଥିବା ନ୍ୟୁଜିଲାଣ୍ଡ ତୃତୀୟ ମ୍ୟାଚ୍‌ ଖେଳିଥିବା ବେଳେ ସବୁଥିରେ ବିଜୟ ହାସଲ କରି ପଏଣ୍ଟ ଟେବଲର ଶୀର୍ଷ ସ୍ଥାନରେ ପହଞ୍ଚିଛି। ପ୍ରତ୍ୟାବର୍ତ୍ତନରେ କେନ୍‌…

ଅହମଦାବାଦରେ ଫେଭରିଟ୍‌ ଟିମ୍‌ ଇଣ୍ଡିଆ

ଅହମଦାବାଦ,୧୪ା୧୦(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଆତଙ୍କବାଦ, ରାଜନୀତି ଓ ସୀମା ବିବାଦକୁ ନେଇ ଦ୍ୱିପାକ୍ଷିକ କ୍ରିକେଟ ହେଉ ନ ଥିବା…

ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର

ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୪।୧୦ (ସନ୍ତୋଷ ନାୟକ): ପୋର୍ଟ ହେଲ୍‌ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍‌ଥ ଅର୍ଗାନାଇଜେଶନ(ପିଏଚ୍‌ଓ)ର…

ଆକର୍ଷଣ ସାଜିବ ବିରାଟ ରାଜାଙ୍କ ରାଜମହଲ

ଭୁବନେଶ୍ୱର, ୧୩।୧୦ (ବନ୍ଦନା ସେଠୀ): ଦିନ କେଇଟା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ଦଶଭୂଜା। ଏଥିପାଇଁ ସହରର ସମସ୍ତ ପୂଜା କମିଟି ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିଟି ସ୍ବତନ୍ତ୍ର ଆୟୋଜନ କରିଛି।…

ଇସ୍ରାଏଲୀଙ୍କ ସୁରକ୍ଷା ଚିନ୍ତା: ଦିଲ୍ଲୀ, ମହାରାଷ୍ଟ୍ର, ଗୋଆରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୪ା୧୦: ଇସ୍ରାଏଲ୍‌ ଏବଂ ହମାସ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଯୁଦ୍ଧ ଲାଗିଥିବାବେଳେ ଭାରତରେ ଅସାମାଜିକ କାର୍ଯ୍ୟକଳାପ ସମ୍ଭାବନା ନେଇ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ କରାଇବା ପରେ ଦିଲ୍ଲୀ, ମହାରାଷ୍ଟ୍ର, ଗୋଆ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ହାଇ ଆଲର୍ଟ ଜାରି ହୋଇଛି। ଶୁକ୍ରବାର…

ସିଭି ଶିଳ୍ପରେ ଆଧୁନିକତା ଆଣୁଛି ଆଇଚର

ଭୁବନେଶ୍ୱର, ୧୪ା୧୦: ଭିଇ କମର୍ସିଆଲ ଭେଇକିଲ୍ସ (ଭିଇସିଭି)ର ଏକ ବିଜ୍‌ନେସ୍‌ ୟୁନିଟ୍‌ ଆଇଚର ଟ୍ରକ୍‌ସ ଆଣ୍ଡ ବସେସ୍‌ ଏହାର ସର୍ଭିସ୍‌ ଇକୋସିଷ୍ଟମକୁ ବୈପ୍ଳବିକ କରି ଏବଂ ଏହାର ଟ୍ରକ୍‌ ଓ ବସ୍‌ ଗ୍ରାହକଙ୍କ ପାଇଁ ଅପ୍‌ଟାଇମ୍‌ ପ୍ରଦାନ କରିବାରେ ପ୍ରମୁଖ ଭୂମିକା…

ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି)…

୬୦ ହମାସ୍‌ ଆତଙ୍କବାଦୀ ନିହତ

ଜେରୁଜେଲମ୍‌,୧୪ା୧୦: ଇସ୍ରାଏଲ୍‌ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍‌) ଶୁକ୍ରବାର ଏକ ଦୁଃସାହସିକ ଅଭିଯାନକ୍ରମେ ୬୦ ହମାସ ଆତଙ୍କବାଦୀଙ୍କୁ ହତ୍ୟାକରି ସେମାନଙ୍କ କବଳରୁ ୨୫୦ରୁ ଊର୍ଦ୍ଧ୍ୱ ପଣବନ୍ଦୀଙ୍କୁ ମୁକ୍ତ କରିଛି। ଆଇଡିଏଫ୍‌ର ଫ୍ଲୋଟିଲା-୧୩ ୟୁନିଟ୍‌ ସୁଫା ଆଉଟପୋଷ୍ଟ ଉପରେ ଚଢ଼ାଉ କରି ୬୦ରୁ ଅଧିକ ହମାସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri