Home Left

ଦୁନିଆର ସବୁଠୁ ଖୁସି ଦେଶ, ଜାଣନ୍ତୁ ଏହାର ରହସ୍ୟ…

ମୁଦ୍ରାସ୍ଫୀତି, ବେକାରୀ ଏବଂ ସମସ୍ତ ପ୍ରକାର ସମସ୍ୟା ସମଗ୍ର ବିଶ୍ୱରେ ଲୋକଙ୍କୁ ଅସୁବିଧାରେ ପକାଉଛି। ତାଙ୍କ ମୁହଁରେ ଥିବା ହସ ଦୂର ହୋଇଯାଇଛି। କିନ୍ତୁ ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯିଏ କି ସବୁଠାରୁ ଖୁସିର ଦେଶ ଭାବେ ପରିଗଣିତ।…

ମୋ ଦ୍ୱାରା ରାଜନୀତି ହେବ ନାହିଁ: ମିମି

କୋଲକାତା, ୧୬ା୨: ପଶ୍ଚିମବଙ୍ଗରୁ ଲୋକ ସଭା ସଦସ୍ୟ ଥିବା ମିମି ଚକ୍ରବର୍ତ୍ତୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଅଧ୍ୟକ୍ଷ ମମତା ବାନାର୍ଜିଙ୍କୁ ପଠାଇଛନ୍ତି। ଯାଦବପୁର ଲୋକ ସଭା ଆସନରୁ ଏମ୍‌ପି ଥିବା ମିମି…

କୁଏଟ୍‌ ପାର୍ଲାମେଣ୍ଟ ଭଙ୍ଗ

କୁଏଟ୍‌ ସିଟି,୧୬ା୨:କୁଏଟ୍‌ରେ ରାଜନୈତିକ ସଙ୍କଟ ଜାରି ରହିବାରୁ ଗୁରୁବାର ପାର୍ଲାମେଣ୍ଟକୁ ଭଙ୍ଗ କରାଯାଇଛି। ଗତ ଡିସେମ୍ବରରେ ନୂଆ ଅମିରଙ୍କ ପଦଭାର ଗ୍ରହଣ ସତ୍ତ୍ୱେ କ୍ୟାବିନେଟ ମନ୍ତ୍ରୀ ଓ ଆଇନ ପ୍ରଣେତାମାନଙ୍କ ମଧ୍ୟରେ ଦୀର୍ଘଦିନ ହେଲା ବିବାଦ ଲାଗିରହିଥିଲା। ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ତାବ ଏବଂ…

ଚମ୍ପୁଆ ବିଧାନସଭା କ୍ଷେତ୍ର: ନିର୍ଣ୍ଣାୟକ ଭୂମିକା ନେଇପାରନ୍ତି ସ୍ବାଧୀନ ପ୍ରାର୍ଥୀ

ଯୋଡ଼ା,୧୬ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା କ୍ଷେତ୍ର ୨୦୦୯ଠାରୁ ଚର୍ଚ୍ଚାରେ ରହିଆସିଛି। ଅତୀତରେ କଂଗ୍ରେସର ଗଡ଼ କୁହାଯାଉଥିବା ଏହି ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତୁ ପଟ୍ଟନାୟକ ୨୦୦୯ରେ ଜିତିଥିବା ବେଳେ ୨୦୧୪ରେ ସନାତନ ମହାକୁଡ଼ ମଧ୍ୟ ସ୍ବାଧୀନ ପ୍ରାର୍ଥୀ…

ଚଢାଉବେଳେ ପୋଲିସକୁ ପିଟିଲେ ଲୋକେ

ନନ୍ଦପୁର,୧୬ା୨(ଶଙ୍କର ପୂଜାରୀ):କୋରାପୁଟ ଜିଲା ନନ୍ଦପୁର ବ୍ଲକ ଟିକରପଡ଼ା ପଞ୍ଚାୟତର ଦେବତାହଞ୍ଜର ଗ୍ରାମରେ ଜୁଆଖେଳ ଓ ମଦ କାରବାର ଚାଲିଥିବା ସୂଚନା ପାଇ ଚଢ଼ାଉ କରିବାକୁ ଯାଇଥିବା ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଫଳରେ ଏସ୍‌ଡିପିଓ ସମ୍ବିତ କୁମାର ମାଝି ଓ…

ଖୋର୍ଦ୍ଧାରେ ଫୁଡ୍‌ପାର୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୁବଗୋଷ୍ଠୀ ପାଇଁ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୬ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖୋର୍ଦ୍ଧାଠାରେ ଇଡ୍‌କୋ ଦ୍ୱାରା ନିର୍ମାଣ କରାଯାଇଥିବା ନୂତନ ଫୁଡ୍‌ପାର୍କକୁ ମୁଖ୍ୟମନ୍ତ୍ରୀ ଗୁରୁବାର ଉଦ୍‌ଘାଟନ କରିଥିବା ବେଳେ କାଳିବେଟି ନିକଟରେ ନୂତନ ଶିଳ୍ପ ପାର୍କର ଶିଳାନ୍ୟାସ…

ଅଜିତ ଗୋଷ୍ଠୀ ବିଧାୟକଙ୍କ ହେବନାହିଁ ସଦସ୍ୟତା ରଦ୍ଦ

ମୁମ୍ବାଇ,୧୫।୨: ଅଜିତ ପାଓ୍ବାରଙ୍କ ନେତୃତ୍ୱାଧୀନ ଏନ୍‌ସିପି ବିଧାୟକଙ୍କ ସଦସ୍ୟତା ରଦ୍ଦ କରିବା ପାଇଁ ଶରଦ ପାଓ୍ବାର ଗୋଷ୍ଠୀ ପକ୍ଷରୁ କରାଯାଇଥିବା ଆବେଦନକୁ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନରଓ୍ବେକର ଗୁରୁବାର ଖାରଜ କରିଦେଇଛନ୍ତି। ଅଜିତ୍‌ଙ୍କ ନେତୃତ୍ୱରେ ଉକ୍ତ ବିଧାୟକମାନେ ଗତବର୍ଷ ଜୁନ୍‌ରେ…

ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ରେଙ୍ଗାଲି ଷ୍ଟେଶନରେ ରହିବ ସମଲେଶ୍ୱରୀ ଟ୍ରେନ୍‌

ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ମଣ୍ଡଳ ଅଧୀନ ରେଙ୍ଗାଲି ରେଳ ଷ୍ଟେଶନରେ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ହାୱଡ଼ା-ଜଗଦଲପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି କରିବ। ଏହାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅନୁମୋଦନ କରିଛନ୍ତି। ଏ ସମ୍ପର୍କରେ ସେ ରେଙ୍ଗାଲି…

ଜମ୍ମୁ-କଶ୍ମୀରରେ ଏକାକୀ ଲଢ଼ିବା ଘୋଷଣା ପରେ: ଉମର ଅବଦୁଲ୍ଲାଙ୍କ ଆସିଲା ବଡ଼ ବୟାନ

ଶ୍ରୀନଗର,୧୫।୨: ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀ ଇଣ୍ଡିଆ ମେଣ୍ଟକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଜମ୍ମୁ କାଶ୍ମୀରରେ ଏକାକୀ ଲଢ଼ିବା ନେଇ ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲା ଘୋଷଣା କରିଛନ୍ତି। ସେହିପରି ଜମ୍ମୁ…

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨(ସୁନିତ୍‌ ମିଶ୍ର): ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଗୁରୁବାର ଦେଶର ମୁଖ୍ୟ ନିର୍ବାଚନ କମିଶନର(ସିଇସି) ରାଜୀବ କୁମାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ୩ ଦିନିଆ ଗସ୍ତରେ ସେ ଆସିଥିବା ବେଳେ ତାଙ୍କ ନେତୃତ୍ୱରେ ଏକ ୭…

କ୍ଷମା ମାଗିଲେ ଜାଡେଜା, କହିଲେ ମୋର ଭୁଲ ଥିଲା…

ନୂଆଦିଲ୍ଲୀ, ୧୫।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ରାଜକୋଟରେ ଖେଳାଯାଉଛି। ଏହି ଟେଷ୍ଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟର ସରଫରାଜ ଖାନ ଡେବ୍ୟୁ କରିଛନ୍ତି। ସରଫରାଜ ନିଜର ଡେବ୍ୟୁ ଟେଷ୍ଟରେ ୬୨ ରନ୍‌ର ଭଲ ଇନିଂସ ଖେଳିଛନ୍ତି, କିନ୍ତୁ…

ଇଲେକ୍ଟୋରାଲ ବଣ୍ଡ୍‌ କ’ଣ ?

ନୂଆଦିଲ୍ଲୀ, ୧୫।୨: ରାଜନୈତିକ ଦଳଗୁଡ଼ିକର ଚାନ୍ଦା ସଂଗ୍ରହ ପାଇଁ ଇଲେକ୍ଟୋରାଲ ବଣ୍ଡ୍‌ ଏକ ଆର୍ଥିକ ସାଧନ। ଏଥିରେ କ୍ରେତା ଏବଂ ପ୍ରାପକଙ୍କ ନାଁ ରହୁ ନ ଥିବାରୁ ଏହା ଏକ ବିଅରିଂ ସାଧନ ଭାବେ କାର୍ଯ୍ୟ କରିଥାଏ ଏବଂ ଦାତାଙ୍କୁ ଗୋପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?