ସରକାରୀ ଛୁଟିରେ କାମ କଲେ ଡାକ୍ତରଙ୍କୁ ମିଳିବ ବିକଳ୍ପ ଛୁଟି
ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଡାକ୍ତରମାନଙ୍କୁ ମିଳିବ ସି-ଅଫ୍। ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ଛୁଟି ମିଳିବ। ସେହି ମାସର ଯେ କୌଣସି ଦିନ ସେମାନେ ଏହି ଛୁଟି ନେଇ ପାରିବେ। ଏନେଇ ମେଡିକାଲ ଅଧୀକ୍ଷକ ଓ ଇନ୍ଚାର୍ଜ…
ମାଛ ଉତ୍ପାଦନରେ ଓଡ଼ିଶା ୪ର୍ଥ ବୃହତ୍ତମ ରାଜ୍ୟ:ଅସିତ୍
ଭୁବନେଶ୍ୱର, ୧୩ା୧୦(ସୁନିତ୍ ମିଶ୍ର):ଦେଶରେ ମାଛ ଉତ୍ପାଦନରେ ଓଡ଼ିଶା ହେଉଛି ୪ର୍ଥ ବୃହତ୍ତମ ରାଜ୍ୟ। ମାଛ ଯାଆଁଳ ଉତ୍ପାଦନରେ ବର୍ତ୍ତମାନ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିଛି। ବାର୍ଷିକ ୩୧.୫୦% ହାରରେ ମତ୍ସ୍ୟ ଉତ୍ପାଦନରେ ରାଜ୍ୟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା…
ବିଶ୍ୱ କ୍ଷୁଧା ସୂଚକାଙ୍କ:୪ ସ୍ଥାନ ଖସିଲା ଭାରତ
ନୂଆଦିଲ୍ଲୀ,୧୩ା୧୦:ଚଳିତ ବର୍ଷର ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ୪ ସ୍ଥାନ ତଳକୁ ଖସିଛି। ୧୨୫ ଦେଶକୁ ନେଇ କରାଯାଇଥିବା ଆକଳନରୁ ଭାରତ ୨୮.୭ ସ୍କୋର ସହ ୧୧୧ତମ ସ୍ଥାନରେ ରହିଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବୋଲି ରିପୋର୍ଟ ପ୍ରକାଶ ପାଇଛି। ଗୁରୁବାର…
କବିତାଙ୍କ ଭବିଷ୍ୟବାଣୀ, ଭାଙ୍ଗିଯିବ ‘ଇଣ୍ଡିଆ’ ମେଣ୍ଟ
ନୂଆଦିଲ୍ଲୀ,୧୩।୧୦: ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ କବିତା ବିରୋଧୀ ଦଳ ‘ଇଣ୍ଡିଆ’ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ପାଞ୍ଚଟି ରାଜ୍ୟର ଆଗାମୀ ବିଧାନସଭା ନିର୍ବାଚନର ଫଳାଫଳ ପରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଭାଙ୍ଗିଯିବ।…
ତୋରଣରେ ସର୍ବଧର୍ମର ବାର୍ତ୍ତା
ଭୁବନେଶ୍ୱର,୧୩।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ ପକ୍ଷରୁ ଏଥର ନିଆରା ଢଙ୍ଗରେ ମା’ଙ୍କ ଆବାହନ କରାଯିବ। ୨୦୦୮ରୁ ଆସୋସିଏଶନ ପକ୍ଷରୁ ଦୁର୍ଗାପୂଜା ଆଡମ୍ବର ସହକାରେ କରାଯାଉଛି। ସ୍ଥାୟୀ ମଣ୍ଡପରେ ମା’ଙ୍କ ପୂଜା ହେଉଥିବାବେଳେ ହିନ୍ଦୁ, ମୁସଲିମ୍ ଓ ଖ୍ରୀଷ୍ଟିଆନ…
ବିକାଶ ଅପେକ୍ଷାରେ ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା
ଖୋର୍ଦ୍ଧା,୧୩ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକଠାରୁ ୨ଶହ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ କରିଛନ୍ତି। ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ଏହି ମନ୍ଦିରକୁ ପରବର୍ତ୍ତୀ ସମୟରେ ରାଜ୍ୟ ପ୍ରତ୍ନତତ୍ତ୍ୱ…
ରେଳ ସାଇଡିଂରେ କୋଇଲା ଅପମିଶ୍ରଣ
ଯାଜପୁର/କଳିଙ୍ଗନଗର,୧୩ା୧୦(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ରେଳୱେ ସାଇଡିଂରେ କୋଇଲା ଅପମିଶ୍ରଣ ଅଭିଯୋଗ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ମଙ୍ଗଳବାର ଓ ବୁଧବାର ମାଇନିଂ ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ର ଏକ ୬ ଜଣିଆ ଦଳ ତଦନ୍ତ କରି…
ପୁଅ ହେଲା ପର: ଘର ଛାଡ଼ି ମା’ବାପା ଅନ୍ୟତ୍ର କଲେ ବିବାହ
ମହାକାଳପଡ଼ା, ୧୩ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ପ୍ରେମ ବୁଝେନା ବୟସ, ଜାତି କି ଗୋତ୍ର। ରଙ୍ଗ୍ ଫୋନ ନମ୍ବରରୁ ପ୍ରେମ ଉଜାଡ଼ି ଦେଲା ସୁଖର ସଂସାର। ଉଭୟ ସ୍ତ୍ରୀ ସ୍ବାମୀ ନିଜ ଜନ୍ମ କଲା ପୁତ୍ର ସ୍ନେହ ଛାଡ଼ି ପ୍ରେମରେ ହେଲେ ବାଇଆ।…
ଖାଦ୍ୟ ମାନ ପାଇଁ ଭୁବନେଶ୍ୱର ଏସ୍ଏଫ୍ଟିଏଲ୍ ଭରସା
କେନ୍ଦ୍ରାପଡ଼ା,୧୩ା୧୦ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଖାଦ୍ୟର ମାନ ପରୀକ୍ଷା ସମ୍ଭବ ନୁହେଁ। ପରୀକ୍ଷାଗାର ନ ଥିବାରୁ ଜିଲାବାସୀ ବାସି ଖାଦ୍ୟଠାରୁ ଆରମ୍ଭ କରି ଅପମିଶ୍ରିତ ଖାଦ୍ୟ ଖାଇବାକୁ ବାଧ୍ୟ ହେଉଛନ୍ତି। ଏହି ଜିଲାରେ ପରୀକ୍ଷାଗାର ପ୍ରତିଷ୍ଠା ପାଇଁ ପଟ୍ଟାମୁଣ୍ଡାଇ ବ୍ଲକ…
ଭାଜପାକୁ ଧୋକାବାଜ୍ କହିଲେ ଅଖିଳେଶ
ଲକ୍ଷ୍ନୌ,୧୩।୧୦: ସମାଜବାଦୀ ପାର୍ଟି ମିଶନ ୨୦୨୪ ଜିତିବା ପ୍ରୟାସ ଆରମ୍ଭ କରିଛି। ଦଳ ସୁପ୍ରିମୋ ଅଖିଳେଶ ଯାଦବ ନବରାତ୍ରିରେ ୨୦ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ଉତ୍ତରପ୍ରଦେଶରୁ ୮୦ଟି ଲୋକ ସଭା ଆସନ ଜିତିବାର ଲକ୍ଷ୍ୟ…
ଠିକାଦାରଙ୍କ କବ୍ଜାରେ ବନ୍ଦ ବିଦ୍ୟାଳୟ ଗୃହ
ନାଉଗାଁ,୧୩ା୧୦(ସୁଧା ବେହୁରା): ନାଉଗାଁ ବ୍ଲକରେ ୪୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ବନ୍ଦ ହୋଇରହିଛି। ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ନିୟମାନୁସାରେ ଯେଉଁ ବିଦ୍ୟାଳୟରେ ୨୦ରୁ କମ୍ ଉପସ୍ଥାନ ଓ ୧ କିଲୋମିଟର ବ୍ୟବଧାନ ମଧ୍ୟରେ ଗୋଟିଏ ଅଧିକ ବିଦ୍ୟାଳୟ ରହିଛି। ସେଗୁଡିକୁ…
କୁକୁର କାମୁଡ଼ାରେ ନାବାଳକ ମୃତ
କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ କାଞ୍ଜିପାଣି ଥାନା ଅଧୀନ ଶିଙ୍କୁଳାପଦା ଗ୍ରାମରେ ଏକ ଅଘଟଣ ଘଯଇଛି। ଏକ ପାଗଳ କୁକୁର କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନଙ୍କ ପୁଅ ବିଶ୍ବନାଥ…
Archives


