Home Left

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର; ଆରବ ରାଷ୍ଟ୍ରଗୁଡ଼ିକରେ ଥିବା ଏହାର ସାମରିକ ଘାଟିକୁ ହଟାଇବା ଉଚିତ; ଲେବାନନ ଉପରେ…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ, କାନାଡା ଏବଂ ଦକ୍ଷିଣ କୋରିଆ ସମେତ ବାଇଶଟି ଦେଶ ଶନିବାର ଏକ ମିଳିତ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ସୋମବାରଠାରୁ ଏପ୍ରିଲ ୬ ମଧ୍ୟରେ ଆଶାୟୀ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଆବେଦନ…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ ଦେଇଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବାକୁ ପଡିବ ନଚେତ୍‌ ଏହାର ନାମ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଉଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା ହେଉଛି। ଏନେଇ ଲଙ୍କା ଗ୍ରାମବାସୀ ବନବିଭାଗକୁ ଖବର ଦେବା ପରେ ବନବିଭାଗର ଏକ…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି l ଏନେଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ତାଙ୍କ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଯୌତୁକ ପାଇଁ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ ବିବାଦ ଦେଖାଦେଇଛି। ”ଦୀର୍ଘ ୨୩ ବର୍ଷ ହେଲା ମୋତେ ଟସ୍‌…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ ଆଇଡି ବିସ୍ପୋରକ ଖଞ୍ଜିଥିଲେ ମାଓବାଦୀ l ଏଭଳି ଏକ ଘଟଣା କନ୍ଧମାଳ ଜିଲା…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା ସହଯାତ୍ରୀମାନେ ମୁମୂର୍ଷୁ ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri