Home Left

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି। ଏହି ସମୟ ମଧ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ଥିବା ଭାରତୀୟ ପାଣିପାଗ…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ଯଦିଓ ଗୋବିନ୍ଦାଙ୍କୁ ତାଙ୍କ ସହ-ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ଯୋଡ଼ି…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ ଛୁରିରେ କାଟି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଶୂଳିଆପଦା…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ନବନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ ତାରିଖ ସୁଦ୍ଧା ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ନକଲେ ଏଲପିଜି (LPG) ସିଲିଣ୍ଡର ବୁକିଂ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା ଘଟିଥିବା ଏବେ ଜାତୀୟ ରାଜପଥ ବିଭାଗର ଭାରୀଯାନ କଟକଣା ଉପରେ ପ୍ରଶ୍ନବାଚୀ ସୃଷ୍ଟି…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ ରାଶିକୁ ଲାଭ ମିଳିବ। ଜ୍ୟୋର୍ତିବିଦମାନଙ୍କ ଅନୁସାରେ, ଆସନ୍ତୁ ଏହି ଭାଗ୍ୟଶାଳୀ ରାଶିଗୁଡ଼ିକ ବିଷୟରେ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ। ଗୌତମ ଗମ୍ଭୀର ଏବଂ ଟିମ ମ୍ୟାନେଜମେଣ୍ଟ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି ଗ୍ରାମର କୃଷ୍ଣ ନାୟକଙ୍କ ୬ ବର୍ଷର ଝିଅ କଳ୍ପନା। ଏହି ଘଟଣାକୁ ନେଇ…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବଡ଼ସାହିରେ ରବିବାର ପୂର୍ବାହ୍ନରେ ଦେଖିବାକୁ ମିଳିଛି। ସୂଚନାନୁସାରେ, ତୁମୁଡ଼ିବନ୍ଧ ସଦର ମହକୁମାଠାରୁ ମାତ୍ର…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ ଏବଂ ଏଲନ ମସ୍କଙ୍କ ଆହ୍ବାନ ଏକ ଆରମ୍ଭ ମାତ୍ର। ସେ ଆମେରିକାର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?