Home Left

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ ବର୍ଷରେ ଜାନୁଆରୀ ୧୦ ତାରିଖରୁ ବ୍ୟାଙ୍କ ଏହାର ଡେବିଟ୍‌ କାର୍ଡ ଲାଉଞ୍ଜ ଆକ୍ସେସ ନିୟମ…

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି ୪୦ ବର୍ଷ ବୟସ ପରେ ହୃଦଘାତର ଆଶଙ୍କା ଯଥେଷ୍ଟ ବୃଦ୍ଧି ପାଏ। ଚାପ, ଖରାପ…

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରାଯାଇଥିଲା। ସେ ଟି-୨୦ ଦଳର ଉପ-ଅଧିନାୟକ ଭାବରେ ମଧ୍ୟ…

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି ଦୁଇଟି ବାଇକ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଅନ୍ୟ…

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ ବୃଦ୍ଧି ଘଟିପାରେ। ରିପୋର୍ଟ ଅନୁଯାୟୀ, ୟାରଡେନି ରିସର୍ଚ୍ଚର ସଭାପତି ୟାରଡେନି କହିଛନ୍ତି ଯେ ୨୦୨୯…

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି । ଏକ ବୃଦ୍ଧ ଦମ୍ପତି କେବଳ ଏକାଠି ରହିବାର ପ୍ରତିଶ୍ରୁତି ପାଳନ କରିନଥିଲେ ବରଂ ଏକାଠି…

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ ଯିଶୁଙ୍କ ଧରାବତରଣକୁ ସ୍ୱାଗତ କରିବେ। ଏବେଠୁ ପ୍ରଭୁ ଯୀଶୁଙ୍କ ଉପାସନା ପାଇଁ ରାଜଧାନୀରେ ରହୁଥିବା…

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍‌ ସଫେଇ କରିବାକୁ ମହିଳାଙ୍କୁ କହିଥିଲେ।…

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଓ ମାଜିଷ୍ଟ୍ରେଟ ଅଶୋକ ମିଶ୍ରଙ୍କ ଉପସ୍ଥିତିରେ ଏହି ହୋଟେଲକୁ ସିଲ୍‌ କରାଯାଇଛି। ପୌର…

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା କହିଛନ୍ତି ଠିକ୍‌ କହିଛନ୍ତି, ପାଣ୍ଡିଆନ୍‌ ଆମ ନେତା ନୁହଁନ୍ତି । ଆମର ଜଣେ ନେତା…

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ ପାଇଁ ନୂତନ ବର୍ଷ କିପରି ହେବ ଏବଂ ଆଗାମୀ ବର୍ଷରେ କ’ଣ ଘଟଣା ଘଟିପାରେ…

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ ଭାଜପାରେ ଯୋଗଦେବା ପରେ ଏହାକୁ ନେଇ ଭୁବନେଶ୍ୱରରେ ଏକ ଖବରଦାତା ସମ୍ମିଳନୀରେ ବୁଲୁ କହିଥିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri