Home Left

ଇମ୍ରାନ୍‌ ଖାନଙ୍କୁ ଆଶ୍ୱସ୍ତି

ଇସଲାମାବାଦ,୧୨।୧୦: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ଆଶ୍ୱସ୍ତି ମିଳିଛି। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟ ଇମ୍ରାନ୍‌ ଖାନଙ୍କ ଅଲଗା ଅଲଗା ଆବେଦନକୁ ଏକତ୍ର କରିଛନ୍ତି। ଏହି ଆବେଦନଗୁଡିକରେ ସିଫର ମାମଲାରେ ଟ୍ରାଏଲ କୋର୍ଟର କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇବା…

କଲେଜ ଛାତ୍ରଙ୍କୁ ଧକ୍କା ଦେଲା କାର୍‌

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବିଜ୍ଞାନ ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ସମ୍ପୃକ୍ତ ମହାବିଦ୍ୟାଳୟର + ୩ ଦ୍ବିତୀୟ ବର୍ଷ ଛାତ୍ର ସୁମନ…

ମଣିପୁରରେ ସୁରକ୍ଷା ବାହିନୀର କୋମ୍ବିଂ ଅପରେଶନ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଇମ୍ଫାଲ,୧୨।୧୦: ହିଂସା ପ୍ରଭାବିତ ମଣିପୁରରେ ସୁରକ୍ଷା ବାହିନୀର ଏକ ମିଳିତ ଦଳ ଗୁରୁବାର ଚୁରାଚାନ୍ଦପୁର ଜିଲାର କଙ୍ଗୱାଇ ସବଡିଭିଜନର ଗୋଥୋଲ ଗ୍ରାମରେ କୋମ୍ବିଂ ଅପରେଶନ କରିଛନ୍ତି। ଏଥିରେ ଆସାମ ରାଇଫଲ୍ସ, ବିଏସଏଫ ଏବଂ ମଣିପୁର ପୋଲିସର କର୍ମଚାରୀ ସାମିଲ ଥିଲେ। ଏଥିରେ…

ମୁଖ୍ୟମନ୍ତ୍ରୀ ହିମନ୍ତ ଶର୍ମାଙ୍କୁ ହତ୍ୟା ଧମକ

ଗୁଆହାଟୀ,୧୨।୧୦: ଆସାମର କାମରୂପ ଆଗ୍ୟାଥୁରୀ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଏକ ପୋଷ୍ଟର ଲଗାଯାଇଛି। ଏଥିରେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି। କିଏ ଏହି ଅଞ୍ଚଳରେ ପୋଷ୍ଟର ରଖିଛି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବରପାଇ ଦାଦ୍ରା ପୋଲିସ ଉକ୍ତ…

ଅଷ୍ଟ୍ରେଲିଆ ଆଗରେ ୩୧୨ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭…

ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରିଲା ଭାଜପା

କେନ୍ଦୁଝର,୧୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକା ସହରବାସୀଙ୍କୁ ସର୍ବନିମ୍ନ ସୁବିଧା ମିଳୁ ନ ଥିବା ନେଇ ଅସନ୍ତୋଷ ବ୍ୟକ୍ତ କରିଛି ଭାଜପା। ପୌରପାଳିକା ହୋଲ୍ଡି ଟ୍ୟାକ୍ସ, ୟୁଜର୍ସ ଫି ବାବଦ କୋଟି କୋଟି ଟଙ୍କା ଆଦାୟ କରୁଥିବା ବେଳେ ସହରବାସୀଙ୍କୁ ମୌଳିକ…

ଭାବି ବୋହୂଙ୍କ କେଦାରନାଥ ଦର୍ଶନ କଲେ ମୁକେଶ ଅମ୍ବାନୀ: ଦାନ ଦେଲେ ଏତିକି ଟଙ୍କା

ନୂଆଦିଲ୍ଲୀ,୧୨।୧୦:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ମୁଖ୍ୟ ତଥା ଶିଳ୍ପପତି ମୁକେଶ ଅମ୍ବାନୀ ଗୁରୁବାର ବଦ୍ରିନାଥ ଏବଂ କେଦାରନାଥ ଦର୍ଶନ କରିଛନ୍ତି। ଏହି ସମୟରେ ଭାବି ବୋହୂ ତଥା ପୁଅ ଅନନ୍ତ ଅମ୍ବାନୀଙ୍କ ପ୍ରେମିକା ରାଧିକା ମର୍ଚାଣ୍ଟ ଏବଂ ଅନ୍ୟ ସମ୍ପର୍କୀୟମାନେ ମଧ୍ୟ ଉପସ୍ଥିତ…

ଫ୍ୟାମିଲି ଫଟୋରୁ ଶାଶୁଙ୍କୁ ହଟାଇଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ୧୧ ଅକ୍ଟୋବରରେ ବିଗ୍‌ ବି’ ଅମିତାଭ ବଚ୍ଚନ ତାଙ୍କର ୮୧ତମ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ ତାଙ୍କ ପରିବାର ସମେତ ପ୍ରଶଂସକମାନେ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି। ଯେତେବେଳେ ବିଗ୍‌ ବିଙ୍କ ନାତୁଣୀ ନଭ୍ୟା ନଭେଲି ନନ୍ଦା…

‘ଆଜି ଭାରତର ଶକ୍ତି ଦେଖୁଛି ସମଗ୍ର ବିଶ୍ୱ’

ନୂଆଦିଲ୍ଲୀ,୧୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉତ୍ତରାଖଣ୍ଡରେ ପହଞ୍ଚିଛନ୍ତି। ଉତ୍ତରାଖଣ୍ଡକୁ ଏକ ବଡ ଉପହାର ଦେଇ ୪୨୦୦ କୋଟି ଟଙ୍କା ମୂଲ୍ୟର ଯୋଜନା ଉଦ୍‌ଘାଟନ କରିଥିଲେ ପ୍ରଧାନମନ୍ତ୍ରୀ। ଲୋକଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦୂର ପର୍ବତରେ ରହୁଥିବା ଲୋକଙ୍କ…

ରଣନୀତିକ ଭାଗିଦାରୀକୁ ଆହୁରି ଉଚ୍ଚତାକୁ ନେବାକୁ ଭାରତ-ଫ୍ରାନ୍ସ ପ୍ରସ୍ତୁତ: ରାଜନାଥ

ପ୍ୟାରିସ/ନୂଆଦିଲ୍ଲୀ,୧୨।୧୦: ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଫ୍ରାନ୍ସ ଗସ୍ତରେ ଅଛନ୍ତି। ପ୍ୟାରିସରେ ପଞ୍ଚମ ବାର୍ଷିକ ଭାରତ-ଫ୍ରାନ୍ସ ପ୍ରତିରକ୍ଷା ସଂଳାପରେ ପ୍ରତିରକ୍ଷା ଶିଳ୍ପ ସହଯୋଗ ବୃଦ୍ଧି ପାଇଁ ବ୍ୟାପକ ଆଲୋଚନା ହୋଇଛି। ଏହି ସମୟରେ ଫ୍ରାନ୍ସର ସଶସ୍ତ୍ର ବାହିନୀ ମନ୍ତ୍ରୀ ସେବେଷ୍ଟିୟନ…

ବଳିଆ ଯୋଜନା ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ): ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷାଧିକ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି। ଅତ୍ୟନ୍ତ କଳାତ୍ମକ ଡିଜାଇନ୍‌, ନିଖୁଣ…

ଆମେ କୌଣସି ଶିଶୁକୁ ହତ୍ୟା କରିପାରିବୁ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୧୦: ୨୬ ସପ୍ତାହର ଗର୍ଭ ସମାପ୍ତି ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। କୋର୍ଟ କହିଛନ୍ତି, ଆମେ କୌଣସି ଶିଶୁକୁ ହତ୍ୟା କରିପାରିବୁ ନାହିଁ। ଆମକୁ ଜନ୍ମିତ ଶିଶୁର ଅଧିକାର ଏବଂ ମାତାର ଅଧିକାର ମଧ୍ୟରେ ସନ୍ତୁଳନ ରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri