ଆଇସିୟୁରେ ଅଲିମ୍ପିକ୍ସ ଚାମ୍ପିୟନ
ନ୍ୟୁୟର୍କ,୧୨ା୧୦(ପି.ଟି.): ଜିମ୍ନାଷ୍ଟିକ୍ସରେ ଅଲିମ୍ପିକ୍ସ ଚାମ୍ପିୟନ ଆମେରିକାର ମେରୀ ଲୋଉ ରେଟନ୍ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ନିମୋନିଆରେ ଆକ୍ରାନ୍ତ ଥିବା ମେରୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ତାଙ୍କ ଝିଅ ମେକେନ୍ନା କେଲୀ ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରି…
ଅମିତ, ଦୀପ୍ ଗ୍ରେସ୍ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ଏସିୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ବିଜେତା ହକି ଖେଳାଳି ଅମୀତ ରୋହିଦାସ ଏବଂ ବ୍ରୋଞ୍ଜ ପଦକ ବିଜୟିନୀ ମହିଳା ହକି ଖେଳାଳି ଦୀପ ଗ୍ରେସ ଏକ୍କାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସମ୍ବର୍ଦ୍ଧିତ କରିଛନ୍ତି।…
ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ
ଅସ୍ତରଙ୍ଗ, ୧୨।୧୦ (ପ୍ରଦୀପ୍ତ କୁମାର ଦୀକ୍ଷିତ)ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା କୁକୁଡ଼ା ଫାର୍ମ କରି ଉଦାହରଣ ସାଜିଲେ ମହିଳା ଉଦ୍ୟୋଗୀ। ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ କୋରଣା ପଞ୍ଚାୟତ ତିରିକଣା ଗ୍ରାମରେ ନୂତନ ଜ୍ଞାନକୌଶଳରେ ଆରମ୍ଭ ହୋଇଛି କୁକୁଡ଼ା ଚାଷ। ମହିଳା…
ଆଖିର ଯତ୍ନ ମୂଳ କଥା
ଆମ ଶରୀରର ସମସ୍ତ ଅଙ୍ଗ ମଧ୍ୟରୁ ଚକ୍ଷୁ ହେଉଛି ଏକ ସ୍ବତନ୍ତ୍ର ତଥା ମୂଲ୍ୟବାନ୍ ଅଙ୍ଗ। ଯାହା ଦ୍ୱାରା ଆମେ ଏ ସୁନ୍ଦର ଦୁନିଆକୁ ଦେଖିପାରୁଛୁ । ଆଖି ଦ୍ୱାରା ପଢ଼ିବା, ଲେଖିବା, ଦେଖିବାଠାରୁ ଆରମ୍ଭ କରି ଅନେକ କାମ ହୋଇଥାଏ…
ସତର୍କତାକୁ ପ୍ରାଥମିକତା
ଦୁଇଟି ହାଡ଼ କିମ୍ବା ଏକାଧିକ ହାଡ଼ର ମିଳନ ଯହିଁରେ, ସେହି ହାଡ଼ମାନେ ବିଭିନ୍ନ ଦିଗକୁ, ତଳୁ ଉପରକୁ, ପାର୍ଶ୍ୱରୁ ପାର୍ଶ୍ୱକୁ ବୁଲି ପାରନ୍ତି ଓ ସ୍ଥଳ ବିଶେଷରେ କେବଳ ପାଖକୁ ପାଖ ଲାଗି କରି ଥାଆନ୍ତି, ତାହାକୁ ଗଣ୍ଠି ବା ଖଞ୍ଜା…
ଧାର୍ଯ୍ୟ ସମୟ ଶେଷ ପରେ ବି କାମ ସରିନି
କୃଷ୍ଣପ୍ରସାଦ, ୧୨ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ)କୃଷ୍ଣପ୍ରସାଦ ଅଞ୍ଚଳକୁ ୩ପାର୍ଶ୍ୱରୁ ଲବଣାକ୍ତ ହ୍ରଦ ଚିଲିକା ଏବଂ ଅନ୍ୟ ଏକ ପାର୍ଶ୍ୱରୁ ବଙ୍ଗୋପସାଗର ଘେରି ରହିଛି। ଚତୁଃଦିଗରୁ ଜଳରାଶି ଘେରି ରହିଥିଲେ ମଧ୍ୟ ଲବଣାକ୍ତ ଯୋଗୁ ତାହା ପାନୀୟ ଉପଯୋଗୀ ହୋଇପାରୁନାହିଁ। ଏଥିଯୋଗୁ କୃଷ୍ଣପ୍ରସାଦବାସୀଙ୍କ ମଧ୍ୟରେ…
ତିରିମଲ ଗ୍ରାମରେ ବାଣ ବିସ୍ଫୋରଣ
ଜଟଣୀ,୧୨ା୧୦(ରବୀନ୍ଦ୍ରନାଥ ମହାକୁଡ଼)ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ତିରିମଲ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଣ ବିସ୍ପୋରଣ ଘଟିଛି। ଏଥିରେ ଗୋଟିଏ ବାଛୁରୀର ମୃତ୍ୟୁ ହୋଇଥିବାବେଳେ ବାଣ ପ୍ରସ୍ତୁତକାରୀଙ୍କ ଘରଛାତ ଉଡ଼ିଯିବା ସହ ପରିବାରର ୩ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ପୋରଣ…
ଆକ୍ସିସ୍ ବ୍ୟାଙ୍କର ନୂତନ ଅଭିଯାନ
ଭୁବନେଶ୍ୱର, ୧୨।୧୦:ଆକ୍ସିସ୍ ବ୍ୟାଙ୍କର ନୂତନ ଅଭିଯାନ ‘ଓପନ୍ ବାଏ ଆକ୍ସିସ୍ ବ୍ୟାଙ୍କ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହା ଜରିଆରେ ବ୍ୟାଙ୍କର ଡିଜିଟାଲ୍ ଦକ୍ଷତାକୁ ଗୁରୁତ୍ୱାରୋପ କରାଯାଇଛି। ଏପରିକି ଓପନ୍୨୦୨୩ ଅଭିଯାନରେ ବ୍ୟାଙ୍କର ୧୫ ପ୍ରମୁଖ ଡିଜିଟାଲ ସେବା ଉପରେ ଗୁରୁତ୍ୱ…
ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍ ମିଟର
କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍ ବିତରକ କମ୍ପାନୀ ଟାଟା ପାୱାର୍ ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ…
ଅଶ୍ୱିନୀ ହସ୍ପିଟାଲ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
କଟକ,୧୨।୧୦ (ଅଭୟ ଦାଶ): ଅଶ୍ୱିନୀ ଗ୍ରୁପ୍ ଅଫ୍ ହସ୍ପିଟାଲ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅଶ୍ୱିନୀ ହସ୍ପିଟାଲ କଟକଠାରେ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅଶ୍ୱିନୀ ଗ୍ରୁପ୍ ଅଫ୍ ହସ୍ପିଟାଲର ଚେୟାରମ୍ୟାନ (ଅଧ୍ୟକ୍ଷ) ଡା. ସୁବ୍ରତ ଜେନା,…
ଜଗଦୀଶ ନାଲ୍କୋର ନୂତନ ନିର୍ଦ୍ଦେଶକ
ଭୁବନେଶ୍ୱର, ୧୨।୧୦: ନାଲ୍କୋର ନୂତନ ନିର୍ଦ୍ଦେଶକ (ପ୍ରୋଜେକ୍ଟ ଆଣ୍ଡ ଟେକ୍ନିକାଲ) ଭାବେ ଜଗଦୀଶ ଅରୋରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଆରୋରା ସେଲ୍ ଅନ୍ତର୍ଗତ ସେଣ୍ଟର ଫର୍ ଇଞ୍ଜିନିୟରିଂ ଆଣ୍ଡ ଟୋକ୍ନୋଲୋଜିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରି…
ଗଛ କାଟି ଖାନ୍ନଗର ରିଂରୋଡ୍ ପ୍ରଶସ୍ତୀକରଣ
କଟକ,୧୨ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦିନେ ଯେଉଁ ରାସ୍ତାର ସବୁଜିମା ଲୋକଙ୍କୁ କଟକ ବାହାର ସ୍ଥାନକୁ ନେବା ଭଳି ଅନୁଭୂତି ଦେଉଥିଲା ତାହା ବର୍ତ୍ତମାନ ଗଛଶୂନ୍ୟ ହୋଇଯିବ। ଏବେ ଉନ୍ନତୀକରଣ ନାମରେ କଟାଚାଲିଛି ବହୁ ପୁରୁଣା ଗଛ। ରିଙ୍ଗରୋଡକୁ ୬ ଟିକିଆ କରିବା ନାମରେ ବର,…
Archives


