ବର୍ଷାରେ ଖରିଫ ଧାନଚାଷ ବ୍ୟାପକ କ୍ଷତି
ଜଳେଶ୍ୱର, ୧୨ା୧୦(ରବିନାରାୟଣ ପାତ୍ର) ଗତ କିଛିଦିନ ତଳେ ଲଘୁଚାପଜନିତ ବର୍ଷାରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଞ୍ଚଳର ୧୧୫୭ ହେକ୍ଟର ଜମି ବୁଡ଼ିରହିଥିଲା। କ୍ଷୟକ୍ଷତି ଆକଳନ ଚାଲିଥିବା ବେଳେ ବହୁ ସ୍ଥାନରୁ ଚାଷ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ବର୍ଷା ପରେ…
ଅସୁରକ୍ଷିତ ଗୁଣ୍ଡିଚା ମନ୍ଦିର; ଗଛ ଭର୍ତ୍ତି, ସଫା ପାଇଁ ଉଦ୍ୟମ ହେଉନି
ସୋନପୁର,୧୨।୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ସବୁଠୁ ଉଚ୍ଚ ଓ କାରୁକାର୍ଯ୍ୟପୂର୍ଣ୍ଣ ମନ୍ଦିର ହେଉଛି ଗୁଣ୍ଡିଚା ମନ୍ଦିର। ଏହି ମନ୍ଦିର ଉପରେ ଏବେ ବର ଓ ଅଶ୍ୱତଥ ଗଛ ଭର୍ତ୍ତି ହୋଇଗଲାଣି। ଗଛଗୁଡିକ ବଢି କ୍ରମେ ୪ରୁ ୫ଫୁଟ ହେଲାଣି। ଗଛର ଚେର…
ଜାପାନ ଗସ୍ତରେ ଫିକି-ଫୋରମ୍ ସାଂସଦଙ୍କ ଏକ ପ୍ରତିନିଧି ଦଳ
ଭୁବନେଶ୍ୱର, ୧୨।୧୦: ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କରେ ଅଗ୍ରଗତି ନିମନ୍ତେ ଭାରତର ପ୍ରମୁଖ ଶିଳ୍ପ ସଂଗଠନ ଫେଡେରେଶନ ଅଫ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ପକ୍ଷରୁ ଫିକି-ଫୋରମ୍ ସାଂସଦଙ୍କ ଏକ ପ୍ରତିନିଧି ଦଳ ଟୋକିଓ (ଜାପାନ) ଗସ୍ତରେ ଯାଇଛନ୍ତି। ବିଶେଷକରି…
ଜେଏସ୍ଏଲ୍କୁ ଏଏ- ଷ୍ଟେବଲ ରେଟିଂ
ଭୁବନେଶ୍ୱର, ୧୨।୧୦: ଜିନ୍ଦଲ ଷ୍ଟେନ୍ଲେସ ଲିମିଟେଡ୍ (ଜେଏସ୍ଏଲ୍)କୁ ନିକଟରେ ଆଉ ଏକ ମାନ୍ୟତା ‘ଏଏ- ଷ୍ଟେବଲ ରେଟିଂ’ ଦିଆଯାଇଛି। ବିଶେଷକରି କେୟାର ରେଟିଂ ସଂସ୍ଥା ପକ୍ଷରୁ ଜେଏସ୍ଏଲ୍କୁ ଏଏ-ଷ୍ଟେବଲ ରେଟିଂ ମିଳିଛି। ସ୍ବଳ୍ପ ମିଆଦୀ ବ୍ୟାଙ୍କ ସେବା କ୍ଷେତ୍ରରେ ଏହି ରେଟିଂକୁ…
ରାଧିକା ଚିମାଙ୍କୁ ବିଗ୍ ଇମ୍ପାକ୍ଟ ଆଓ୍ବାର୍ଡ
ଭୁବନେଶ୍ୱର, ୧୨।୧୦: ଦିଭିସା ହର୍ବାଲ୍ସ ପ୍ରାଇଭେଟ୍ ଲିମିଟେଡ୍ର ସାମାଜିକ ସଂସ୍ଥା ଆଇକେଜେ କେୟାର ଫାଉଣ୍ଡେଶନର ଅଧ୍ୟକ୍ଷା (ଚେୟାରପର୍ସନ) ରାଧିକା ଚିମାଙ୍କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ପୁରସ୍କାର (ଆଓ୍ବାର୍ଡ) ପ୍ରଦାନ କରାଯାଇଛି। ବିଶେଷକରି ସାମଜସେବା ଓ ସାମାଜିକ କାର୍ଯ୍ୟର ଉଲ୍ଲେଖନୀୟ ଅବଦାନ…
ଖବରକାଗଜ ବିକ୍ରି ବଞ୍ଚିବା ରାହା ଦେଇଛି
ବ୍ରହ୍ମପୁର,୧୨ା୧୦(ଅଶୋକ କୁମାର ସାହୁ)ବ୍ରହ୍ମପୁର ରେଲୱେ ଷ୍ଟେଶନ ନିକଟରେ ଖବର କାଗଜ ବିକ୍ରୟ କେନ୍ଦ୍ର ଥିଲା। କୌଣସି କାରଣରୁ ଏବେ ଗୀତା ଭବନ ନିକଟକୁ ଘୁଞ୍ଚତ୍ ଯାଇଛି। ସହରର ଖବରକାଗଜ ବିତରକମାନେ ଆସି ସେଠାରୁ ଖବରକାଗଜ ନେଇ ଘର ଘର ବୁଲି ବାଣ୍ଟନ୍ତି।…
୬୦ବର୍ଷ ହେଲା ଗୋଟିଏ ପରିବାର ଗଢୁଛନ୍ତି ମୂର୍ତ୍ତି
ବ୍ରହ୍ମପୁର,୧୨ା୧୦(ସ୍ମୃତି ରଞ୍ଜନ ମହାଲିକ)ଦୁର୍ଗା ପୂଜା ପାଇଁ ରେଶମ ସହର ବ୍ରହ୍ମପୁର ଚଳଚଞ୍ଚଳ ହୋଇଛି। ବିଭିନ୍ନ ପୂଜା ମଣ୍ଡପରେ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଛି। ସହରର ବାରାକ୍ସ ଛକରେ ହେଉଥିବା ପୂଜା ଚଳିତବର୍ଷ ୬୦ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ବାରାକ୍ସ ଦୁର୍ଗା…
ଆକର୍ଷଣୀୟ ରେସିଂ କଳା ପ୍ରଦର୍ଶନ
ଭୁବନେଶ୍ୱର,୧୨।୧୦ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍ର ଓଡ଼ିଶା ୟୁନିଟ୍ ପକ୍ଷରୁ ବୁଧବାର ଏକ ଆକର୍ଷଣୀୟ ରେସିଂ କଳା ‘ପଲ୍ସରମାନିଆ ୨.୦’ ପ୍ରଦର୍ଶନ ଭୁବନେଶ୍ୱରର ଜାଗମରା ମେଲଣ ପଡ଼ିଆଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ଆଧୁନିକ…
ବିହାରରେ ଟ୍ରେନ୍ ଲାଇନ୍ଚ୍ୟୁତ: ୫ ମୃତ, ୩୫ ଆହତ
ବକ୍ସାର,୧୨ା୧୦ : ବିହାରର ବକ୍ସାର ଜିଲାରେ ବୁଧବାର ରାତି ୯ଟା ୩୫ରେ ନର୍ଥ ଇଷ୍ଟ୍ ଏକ୍ସପ୍ରେସ୍ର ୬ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୫ ଆହତ ହୋଇଛନ୍ତି। ଦେଶରେ ବାରମ୍ବାର ଟ୍ରେନ୍ ଦୁର୍ଘଟଣା ଘଟି ଜୀବନ…
ବିଦ୍ୟାଳୟରେ ପିଇବା ପାଣି, ଶୌଚାଳୟ ସମସ୍ୟା
ରସୁଲପୁର,୧୨ା୧୦(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ଦୁର୍ଗାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଇବାପାଣି ଓ ଶୌଚାଳୟ ସମସ୍ୟା ଲାଗିରହିଛି। ତେଣୁ ଏହାର ତୁରନ୍ତ ସମାଧାନ ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ସେମାନେ ବିଦ୍ୟାଳୟ ପରିସରରେ ପହଞ୍ଚତ୍ ପ୍ରଧାନଶିକ୍ଷୟିତ୍ରୀ ମୋନାଲିସା…
ସ୍ମୃତି ପାଇଁ ଆଶାର କିରଣ ସାଜିଲେ ମା’ଙ୍କ ସହପାଠୀ
ଖଣ୍ଡପଡ଼ା,୧୨ା୧୦(ଅଜୟ କୁମାର ମହାରଣା)ସମାଜରେ ବିଶ୍ୱନୀୟତା, ବନ୍ଧୁତା ଏବଂ ଆତ୍ମିୟତା କ୍ରମଶଃ ଦୂରେଇ ଯାଉଛି। ପ୍ରତି ମଣିଷ ନିଜର ବ୍ୟସ୍ତବହୁଳ ଜୀବନରେ ଅନ୍ୟର ଦୁଃଖ, ସୁଖ ପ୍ରତି ଦୃଷ୍ଟି ଦେବାକୁ ସମୟ ପାଉ ନାହାନ୍ତି। ହେଲେ ଖଣ୍ଡପଡ଼ା ବ୍ଳକ ଅଧୀନ କଣ୍ଟିଲୋ ଅଞ୍ଚଳର…
ନିର୍ଦ୍ଦିଷ୍ଟ ଭେଣ୍ଡରଙ୍କ ପ୍ରତି ଅନୁକମ୍ପା
ନୟାଗଡ଼ ଅଫିସ,୧୨।୧୦(ଲୋକନାଥ ମିଶ୍ର)ମହାତ୍ମ।ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍ଆରଇଜିଏସ୍)ରେ କେତେଜଣ ନିର୍ଦ୍ଦିଷ୍ଟ ଭେଣ୍ଡରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇ କଞ୍ଚାମାଲ ଯୋଗାଣ କରିବାକୁ ଅନୁମତି ଦିଆଯାଉ ଥିବା ଅଭିଯୋଗ ହୋଇଆସୁଛି। ଭେଣ୍ଡରଙ୍କୁୁ ଆୟୁଧ କରି ଏମଜିଏନ୍ଆରଇଜିଏସରେ ଦୁର୍ନୀତି କରାଯାଉଥିବାରୁ…
Archives


