ଅଧ୍ୟାପକ ହେବାକୁ ଲକ୍ଷ୍ୟ ରଖିଥିବା ଜଗବନ୍ଧୁ ଏବେ ଶଯ୍ୟାଶାୟୀ
ପରଜଙ୍ଗ,୧୧।୧୦: (ନିଗମାନନ୍ଦ ଦଳବେହେରା): ଇଚ୍ଛା ଥିଲା ଅଧ୍ୟାପକ ହେବେ। ରାଜମିସ୍ତ୍ରି କାମ କରୁଥିବା ବାପାଙ୍କ ଅଭାବୀ ସଂସାରର ବୋଝକୁ ସହଜ କରିଦେବେ। ସେଥିପାଇଁ ନାନା ଅଭାବ ଅସୁବିଧା ମଧ୍ୟରେ ବି ଅଧ୍ୟୟନ କ୍ଷେତ୍ରକୁ ସର୍ବଦା ଅଗ୍ରାଧିକାର ଦେଉଥିଲେ। ଏପରି କି ତାଳଚେର…
୨୦ ତାରିଖ ସୁଦ୍ଧା ନିର୍ଦ୍ଧାରଣ ହେବ ଭଡ଼ା
ତାଳଚେର,୧୧।୧୦ (ମନୋଜ ନନ୍ଦ): ତାଳଚେରରେ କୋଇଲା ପରିବହନ ଓ ଟ୍ରକ୍ର ଉଚିତ ଭଡ଼ାକୁ ନେଇ ସ୍ଥାନୀୟ ଉପଜିଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଏସ୍ଡିପିଓ…
କରୋନା ପରେ ମାନସିକ ସମସ୍ୟା ବଢିଛି
ଭଦ୍ରକ/ତିହିଡ଼ି/ବାସୁଦେବପୁର/ ବନ୍ତ/ଚାନ୍ଦବାଲି/ଧାମନଗର,୧୧।୧୦ (ସନାତନ ରାଉତ/ସଞ୍ଜିତ ବଳ/ ନାରାୟଣ ପ୍ରସାଦ ବାରିକ/ହରିନାରାୟଣ ମହାନ୍ତି/ କିଶାନ ପାତ୍ର/ଦେବେନ୍ଦ୍ର ଆନ୍ଦିଆ/ ସନ୍ତୋଷ ମହାପାତ୍ର): ଭଦ୍ରକ ଜିଲାର ୭ ବ୍ଲକ ଅଧୀନ ୨୧୮ ପଞ୍ଚାୟତରେ ୩୩୩୭ ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ଖର୍ଚ୍ଚ ହେବ। ‘ଆମ…
ଆଗାମୀ ଫିଲ୍ମର ଘୋଷଣା କଲେ ଆମିର
ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ତାଙ୍କର ଆଗାମୀ ଫିଲ୍ମ ଘୋଷଣା କରିଛନ୍ତି। ୨୦୨୨ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଲାଲ ସିଂ ଚଢା’ ବକ୍ସ ଅଫିସରେ ଆଶାନୁଯାୟୀ ସଫଳତା ପାଇପାରିନଥିଲା। ଏହା ପରେ ଆମିର କିଛି ସମୟ ଦିନ ପାଇଁ ଅଭିନୟରୁ…
ଗଛରେ ବାନ୍ଧି ୨ ଯୁବକଙ୍କୁ ମାଡ଼
ମୋରଡ଼ା,୧୧।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଧଡ଼ାସାହି ପଞ୍ଚାୟତର ସାହାରଯୋଡ଼ି ଗାଁରେ ଛେଳି ଚୋରି ଅଭିଯୋଗରେ ୨ ଯୁବକଙ୍କୁ ଗ୍ରାମବାସୀ ଗଛରେ ବାନ୍ଧି ନିସ୍ତୁକ ମାଡ଼ମାରିବା ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ସେମାନଙ୍କୁ ଉଦ୍ଧାର କରି ଥାନାରେ ଅଟକ…
ରଣକ୍ଷେତ୍ର ପାଲଟିଲା ଭଦ୍ରକ ମେଡିକାଲ ପରିସର
ଭଦ୍ରକ,୧୧।୧୦(ସନାତନ ରାଉତ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ମଙ୍ଗଳବାର ରାତିରେ ରଣକ୍ଷେତ୍ର ପାଲଟଛି। ଛୁରାମାଡ଼ରେ ଦୁଇଜଣ ଆହତ ହୋଇଛନ୍ତି। ପୋଲିସକୁ ଆକ୍ରମଣ ପରେ ଲାଠି ଚାର୍ଜ ହୋଇଛି। ଲାଠି ଚାର୍ଜପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ସୂଚନାଯୋଗ୍ୟ, ରାତିରେ ଜମିଜମା ବିବାଦକୁ ନେଇ …
୩ ମାସରେ ଡ୍ରେନ୍ ଫାଟି ଆଁ
ରାଇବଣିଆ, ୧୧।୧୦(ନବୀନ ସାହୁ):ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ପେଣ୍ଡରାସାହି ଗ୍ରାମର ୪ ନଂ. ୱାର୍ଡରେ ୩ ମାସ ହେଲା ନିର୍ମାଣ ହୋଇଥିବା ଡ୍ରେନ ଏବେ ଫାଟି ଆଁ କଲାଣି। ଫଳରେ ଲୋକେ ହନ୍ତସନ୍ତ ହେଉଛନ୍ତି। ବର୍ଷାପାଣି ଡ୍ରେନ ଦେଇ…
ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ବିଧାୟକ
ଧାମନଗର, ୧୧।୧୦ (ଦେବେନ୍ଦ୍ର ଆନ୍ଦିଆ): ରାଜ୍ୟ ରାଜପଥର ମାନ୍ୟତା ପାଇଥିବା ଭଦ୍ରକ-ଆଖଣ୍ଡଳମଣି ରାସ୍ତା ଅବସ୍ଥା ଅତ୍ୟନ୍ତ ଜରାଜୀର୍ଣ୍ଣ। ମରଣଯନ୍ତା ପାଲଟିଥିବା ଏହି ରାସ୍ତାର ଅବସ୍ଥାକୁ ନେଇ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଭେଟିଛନ୍ତି। ସେ…
ହମାସ ଆକ୍ରମଣର ଜବାବ ଦେଉଛି ଇସ୍ରାଏଲ, ଗାଜାର ଏକମାତ୍ର ରାସ୍ତାରେ କରୁଛି ବିସ୍ଫୋରଣ
ଜେରୁଜେଲମ,୧୧।୧୦: ଇସ୍ରାଏଲ ଉପରେ ଆକ୍ରମଣ କରିବା ହାମାସ ପାଇଁ ଏକ ବଡ଼ ସମସ୍ୟା ହୋଇଛି। ହମାସ ଆକ୍ରମଣର ଜବାବରେ ଇସ୍ରାଏଲ ଗାଜା ଅଞ୍ଚଳରେ ବଡ଼ ଧ୍ବଂସ ଆଣିଛି। ଯୁଦ୍ଧ ଜାରି ରହିଛି ଏବଂ ଉଭୟ ପାର୍ଶ୍ୱରୁ କ୍ରମାଗତ ଭାବେ ମିସାଇଲ, ବୋମା…
‘ସମ୍ବିଧାନର ୮ମ ଅନୁଚ୍ଛେଦରେ ମୁଣ୍ଡାରୀ ଭାଷା ସାମିଲ ହେଉ’
ଭୁବନେଶ୍ୱର, ୧୧।୧୦(ଅସମାପିକା ସାହୁ): ମୁଣ୍ଡା ସମାଜର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଭେଟି ମୁଣ୍ଡାରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ରାଜ୍ୟ…
ସ୍ତ୍ରୀଙ୍କ ତଣ୍ଟିଚିପି ରାସ୍ତାକଡ଼ରେ ଫିଙ୍ଗିଦେଲେ
ବାସୁଦେବପୁର, ୧୧।୧୦(ନାରାୟଣ ପ୍ରସାଦ ବାରିକ୍): ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗିଦେଲେ ସ୍ବାମୀ। ଏଭଳି ଏକ ନୃଶଂସ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଖରିଦା ବିନାୟକପୁର ପଞ୍ଚାୟତର ବାଗ୍ଦା ବିନାୟକପୁର ଗ୍ରାମରେ। ପରେ ଅଭିଯୁକ୍ତ ସ୍ବାମୀ…
ପିଏଫ୍ଆଇ ବିରୋଧରେ ଏନଆଇଏର କାର୍ଯ୍ୟାନୁଷ୍ଠାନ: ୟୁପି, ରାଜସ୍ଥାନ, ଦିଲ୍ଲୀ ସମେତ କେତେକ ସ୍ଥାନରେ ଚଢାଉ
ନୂଆଦିଲ୍ଲୀ,୧୧।୧୦: ନିଷିଦ୍ଧ ସଂଗଠନ ପିଏଫଆଇ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଦେଶର ଅନେକ ସ୍ଥାନରେ ଚଢାଉ କରିଛି। ଏଥିରେ ଉତ୍ତରପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର ଏବଂ ଦିଲ୍ଲୀ ଭଳି ରାଜ୍ୟ ମଧ୍ୟ ସାମିଲ ରହିଛି। ଗତ ବର୍ଷ…
Archives


