Home Left

ଅମିତଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ବିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି…

ମଲାନଙ୍କ ଶତକ: ଇଂଲଣ୍ଡର ବୃହତ୍‌ ବିଜୟ

ଧର୍ମଶାଳା, ୧୧।୧୦: ଚଳିତ ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପରେ ନିଜର ପ୍ରଥମ ମ୍ୟାଚରେ ପରାଜୟ ପରେ ଗତଥରର ଚାମ୍ପିୟନ ଇଂଲଣ୍ଡ ସଫଳ ପ୍ରତ୍ୟାବର୍ତ୍ତନ କରିଛି। ଦାଓ୍ବିଦ ମଲାନଙ୍କ ଶତକ ଏବଂ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ…

ପ୍ରଥମ: ଗୋଟିଏ ମ୍ୟାଚ୍‌ରେ ୪ ଶତକ

ହାଇଦ୍ରାବାଦ,୧୧ା୧୦: ମଙ୍ଗଳବାର ଦିନିକିଆ କ୍ରିକେଟ ବିଶ୍ୱକପରେ ଶ୍ରୀଲଙ୍କା ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି ପାକିସ୍ତାନ। ବିଶ୍ୱକପରେ ପ୍ରଥମ ଥର ଏକ ମ୍ୟାଚ୍‌ରେ ୪ ଶତକ ଦେଖିବାକୁ ମିଳିଥିଲା। ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା କୁଶଲ ମେଣ୍ଡିସ୍‌ ଓ ସାଦିରା…

ଭିନ୍ନ ଏକ ଚ୍ୟାଲେଞ୍ଜ

ଗୌତମ ଗମ୍ଭୀର ନିକଟରେ ତାଲିବାନ ଶାସନାଧୀନ ଆଫଗାନିସ୍ତାନରେ ଭୂମିକମ୍ପରେ ୨,୪୪୫ ଲୋକ ନିହତ ହୋଇଥିବା ବେଳେ ୯,୨୪୦ ଆହତ ହୋଇଛନ୍ତି। ଏହି ଦୁଃଖଦ ପରିସ୍ଥିିତିରେ ଆଫଗାନିସ୍ତାନ କ୍ରିକେଟ ଦଳ ଭାରତରେ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ଖେଳୁଛି। ୨୦୦୮ରେ ହୋଇଥିବା ୨୬/୧୧ ଆତଙ୍କବାଦୀ…

ଜଙ୍ଗଲୀ କନ୍ଦାରୁ ହୋଇପାରିବ ସୁସ୍ବାଦୁ କୁକିଜ,ନମ୍‌କିନ୍‌

କୋରାପୁଟ,୧୧ା୧୦(ଅମିତାଭ ବେହେରା): କୋରାପୁଟ ଜିଲାର ଆଦିମ ଅଧିବାସୀମାନେ ବ୍ୟବହାର କରୁଥିବା ଜଙ୍ଗଲୀ କନ୍ଦାରୁ ଗୁଣାତ୍ମକ ଓ ସୁସ୍ବାଦ କୁକିଜ୍‌ (ବିସ୍କୁଟ) ଓ ନମ୍‌କିନ୍‌ ହୋଇପାରିବ ବୋଲି କହିଛନ୍ତି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ଓ ପ୍ରାକୃତିକ ସମ୍ପଦ ସଂରକ୍ଷଣ ବିଭାଗ ସହାୟକ…

ଅମ୍ବାନୀ ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୧୧ା୧୦: ଆଦାନୀ ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ ଆଦାନୀଙ୍କୁ ପଛରେ ପକାଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିଃର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଧନୀ ତାଲିକାର ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ମଙ୍ଗଳବାର ହୁରୁନ ଇଣ୍ଡିଆ ଧନୀ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକା ଅନୁଯାୟୀ…

ସପ୍ତାହରେ ଖର୍ଚ୍ଚ କରୁଛନ୍ତି ୧୦ କୋଟି

ଦୁବାଇ: ଅନେକ ଝିଅ ଏପରି ପରିବାରରେ ବିବାହ କରିବାକୁ ଚାହାନ୍ତି, ଯେଉଁଠାରେ ଟଙ୍କାର କିଛି ଅଭାବ ନ ଥିବ। ସେ ଭଲରେ ଚଳିପାରୁଥିବେ। ଜଣେ ମହିଳାଙ୍କ ସ୍ବାମୀ କୋଟିପତି ହୋଇଥିବାରୁ ସେ ଏହାର ଅଧିକ ଫାଇଦା ଉଠାଉଛନ୍ତି। ତାଙ୍କର ଏହି ଜୀବନଧାରଣକୁ…

୨୯୮ କେ.ଜି.ର ମଣିଷ

ଲଣ୍ଡନ: ମୋଟାପା ହେଉଛି ଅନେକ ରୋଗର ଗନ୍ତାଘର। ସେଥିପାଇଁ ଲୋକେ ଏବେ ଫିଟ୍‌ନେସ ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ନିକଟରେ ବ୍ରିଟେନର ଜଣେ ବ୍ୟକ୍ତି ତାଙ୍କ ମୋଟାପା କାରଣରୁ ଚର୍ଚ୍ଚାରେ ଅଛନ୍ତି। ୩୩ ବର୍ଷୀୟ ଜଶନ ହଲଟନଙ୍କ ଓଜନ ୨୯୮ କିଲୋ।…

ରାମ ଚରିତ୍ର ପାଇଁ ଛାଡ଼ିବେ ମଦ-ମାଂସ

ମୁମ୍ବାଇ: ସାଉଥ୍‌ ଅଭିନେତା ପ୍ରଭାସଙ୍କ ‘ଆଦିପୁରୁଷ’ପରେ ନିକଟରେ ଆଉ ଏକ ରାମାୟଣ ଆସିବାକୁ ଯାଉଛି। ନିତେଶ ତିୱାରୀଙ୍କ ନିର୍ଦ୍ଦେଶିତ ‘ରାମାୟଣ’ରେ ରାମ ଚରିତ୍ରରେ ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କୁ ଦେଖିବାକୁ ମିଳିବ। ଏନେଇ ଆସନ୍ତା ଦୀପାବଳିରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ।…

ବାଳିକା ସବୁ କ୍ଷେତ୍ରରେ ଆଗୁଆ

ଏବେ ସବୁ କ୍ଷେତ୍ରରେ ବାଳିକାମାନେ ଆଗୁଆ। ଜୀବନର ସମସ୍ତ ଆହ୍ବାନକୁ ସେମାନେ ସହଜରେ ଗ୍ରହଣ କରିବାକୁ ସକ୍ଷମ। ଭବିଷ୍ୟତରେ ବଡ଼ ହୋଇ ପରିବାର ସମ୍ଭାଳିବାଠାରୁ ଆରମ୍ଭ କରି ଦେଶର ନେତୃତ୍ୱ, ଦେଶରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ପ୍ରତିପାଦନ କରିବା ଭଳି ଗୁରୁତ୍ୱପୂର୍ଣ୍ଣ…

ଦୀପାବଳି ସୁଦ୍ଧା ୩୩ ନୂଆ ଶୋ’ରୁମ୍‌ ଖୋଲିବ କଲ୍ୟାଣ

ଭୁବନେଶ୍ୱର,୧୧।୧୦: ଚଳିତ ବର୍ଷ ଦୀପାବଳି ସୁଦ୍ଧା ସାରା ଭାରତରେ କଲ୍ୟାଣ ଜୁଏଲର୍ସ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ୩୩ଟି ନୂତନ ଶୋ’ରୁମ୍‌ର ଶୁଭାରମ୍ଭ (ଖୋଲିବ) କରାଯିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ସମ୍ପ୍ରସାରଣ ଯୋଜନା ଅନ୍ତର୍ଗତ ଉକ୍ତ ଶୋ’ରୁମ୍‌ଗୁଡିକ…

ଏମ୍‌ଏସ୍‌ଆଇଏଲ୍‌ର ସ୍ବତନ୍ତ୍ର ରାଲି

ଭୁବନେଶ୍ୱର,୧୧।୧୦: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌(ଏମ୍‌ଏସ୍‌ଆଇଏଲ୍‌) ଏବଂ ଭାରତୀୟ ନୌସେନାର ମିଳିତ ସହଯୋଗରେ ଏକ ସ୍ବତନ୍ତ୍ର ରାଲିର ଶୁଭାରମ୍ଭ କରାଯାଇଛି। ବିଶେଷକରି ଭାରତୀୟ ଯୁବକମାନଙ୍କ ପାଇଁ ‘ଖାମ୍ରି ମୋ ସିକ୍କିମ୍‌’ ପ୍ରସାରଣ କାର୍ଯ୍ୟକ୍ରମ ମାଧ୍ୟମରେ ନେଭି (ନୌସେନା) କ୍ଷେତ୍ରରେ ଯୋଗଦେବା ଉଦ୍ଦେଶ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri