ପାଲେଷ୍ଟାଇନକୁ ସମର୍ଥନ କଲା କଂଗ୍ରେସ
ନୂଆଦିଲ୍ଲୀ,୧୦।୧୦: ମଧ୍ୟ ପୂର୍ବ ଦେଶ ଇସ୍ରାଏଲରେ ପାଲେଷ୍ଟାଇନ ଉଗ୍ରବାଦୀ ସଂଗଠନ ହମାସର ବର୍ବର ଆକ୍ରମଣ ପରେ ସାରା ବିଶ୍ୱରେ ଚହଳ ସୃଷ୍ଟି କରିଛି। ଭାରତ ଆନୁଷ୍ଠାନିକ ଭାବେ ଏହାର ରଣନୈତିକ ସହଯୋଗୀ ଇସ୍ରାଏଲ ସହିତ ଏକତା ପ୍ରକାଶ କରିଥିବାବେଳେ କଂଗ୍ରେସ ସାଧାରଣ…
ୟୁକୋ ବ୍ୟାଙ୍କ ପକ୍ଷରୁ ହିନ୍ଦୀ ପକ୍ଷ
ଭୁବନେଶ୍ୱର,୧୦।୧୦: ୟୁକୋ ବ୍ୟାଙ୍କର ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୩ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ମୁଖ୍ୟ ଦେବବ୍ରତ ମହାନ୍ତି ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତ୍ୟେକ ଭାରତୀୟ ଭାଷାକୁ ସମ୍ମାନ କରିବା ସହ…
ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ
ଭୁବନେଶ୍ୱର,୧୦।୧୦ (ଅଭୟ ଦାଶ): ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ସ୍ବର୍ଣ୍ଣ ବଙ୍ଗ’ ଜୁଏଲେରି ସମ୍ଭାରକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରାଯାଇଛି। ‘ସ୍ବର୍ଣ୍ଣ ବଙ୍ଗ’ କଲେକ୍ସନ ବଙ୍ଗଳାର କବିତା ସୌନ୍ଦର୍ଯ୍ୟ ଓ କଳାତ୍ମକ ଐତିହ୍ୟ ଦ୍ୱାରା ଅନୁପ୍ରେରିତ ହୋଇଛି।…
କୋଟାକ୍ର ‘ଶିଖୋ ପୈସା କି ଭାଷା’
ଭୁବନେଶ୍ୱର,୧୦।୧୦: କୋଟାକ୍ ମ୍ୟୁଚୁଆଲ ଫଣ୍ଡର ନିବେଶକ ଶିକ୍ଷା ତଥା ସଚେତନତା ପ୍ରୟାସ ‘ଶିଖୋ ପୈସା କି ଭାଷା’ କାର୍ଯ୍ୟକ୍ରମ ନିକଟରେ ରାଉଲକେଲାସ୍ଥିତ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ)ର ମିଳିତ ସହଭାଗିତାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଆର୍ଥିକ ଶିକ୍ଷାର ଅଭିବୃଦ୍ଧି ପାଇଁ…
ଏସିଆଡ୍ରେ ଭାରତର ପ୍ରଥମ
ଚାଇନାର ହାଙ୍ଗାଝୋରେ ସମାପ୍ତ ହୋଇଛି ଏସିଆନ୍ ଗେମ୍ସ ୨୦୨୩। ଭାରତ ଏହାର ସର୍ବଶ୍ରେଷ୍ଠ ପ୍ରଦର୍ଶନ ସହିତ ପ୍ରଥମ ଥର ପଦକ ସଂଖ୍ୟାରେ ଶତକ ଅତିକ୍ରମ କରିଛି। ୨୮ ସ୍ବର୍ଣ୍ଣ, ୩୮ ରୌପ୍ୟ ଓ ୪୧ ବ୍ରୋଞ୍ଜ ସହିତ ଭାରତ ସମୁଦାୟ ୧୦୭…
ଜେସିବି ଇଣ୍ଡିଆ ସହ ମଫିଲ୍ର ଚୁକ୍ତି
ଭୁବନେଶ୍ୱର,୧୦।୧୦: ଦେଶର ଅଗ୍ରଣୀ ଘରୋଇ ଆର୍ଥିକ ସଂସ୍ଥା ମଣପୁରମ ଫାଇନାନ୍ସ ଇଣ୍ଡିଆ ଲିମିଟେଡ (ଏମ୍ଏଏଫ୍ଆଇଏଲ୍ ବା ମଫିଲ) ଏବଂ ନିର୍ମାଣ ଉପାଦାନ ନିର୍ମାତା ଜେସିବି ଇଣ୍ଡିଆ ଲିମିଟେଡ ମଧ୍ୟରେ ଏକ ଦ୍ୱିପାକ୍ଷିକ ଚୁକ୍ତି ବା ବୁଝାମଣା ପତ୍ର (ଏମ୍ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି।…
ଖସିଲା ଶେୟାର ବଜାର କାରବାର
ଭୁବନେଶ୍ୱର,୧୦।୧୦: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର…
ସହରାଞ୍ଚଳରେ ବେରୋଜଗାର କମିଛି
ନୂଆଦିଲ୍ଲୀ,୧୦ା୧୦: ଚଳିତ ବର୍ଷ ଏପ୍ରିଲରୁ ଜୁନ୍ ମଧ୍ୟରେ ସହରାଞ୍ଚଳରେ ବେରୋଜଗାର ହାର ୬.୬ ପ୍ରତିଶତକୁ ହ୍ରାସ ପାଇଛି। ବର୍ଷକ ପୂର୍ବରୁ ଏହି ହାର ୭.୬ ପ୍ରତିଶତ ଥିଲା ବୋଲି ଜାତୀୟ ନମୁନା ସର୍ବେକ୍ଷଣ କାର୍ଯ୍ୟାଳୟ (ଏନ୍ଏସ୍ଏସ୍ଓ) ତଥ୍ୟରୁ ଜଣାପଡ଼ିଛି। ଦେଶରେ କୋଭିଡ୍ଜନିତ…
ହମାସକୁ ଚେତାବନୀ ଦେଲେ ନେତାନ୍ୟାହୁ
ଜେରୁଜେଲମ,୧୦।୧୦: ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସକୁ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କଡା ଚେତାବନୀ ଦେଇଛନ୍ତି। ନେତାନ୍ୟାହୁ ମଙ୍ଗଳବାର କହିଛନ୍ତି ଯେ, ଆମେ ଯୁଦ୍ଧ ଚାହୁଁନାହୁଁ। ଏହା ଅତ୍ୟନ୍ତ ନିଷ୍ଠୁର ଢଙ୍ଗରେ ଆମ ଉପରେ ଲାଗୁ କରାଯାଇଛି। ଇସ୍ରାଏଲ ଏହି ଯୁଦ୍ଧ…
ଆଜି ମୁଲାୟମ ସିଂଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ:ଗରିବଙ୍କୁ ବଣ୍ଟାହେବ ଖାଦ୍ୟ ସାମଗ୍ରୀ
ଲକ୍ଷ୍ନୌ,୧୦।୧୦: ଆଜି ସମଗ୍ର ଦେଶରେ ସମାଜବାଦୀ ପାର୍ଟିର ପ୍ରତୀକ ମୁଲାୟମ ସିଂ ଯାଦବଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ। ତାଙ୍କ ଜନ୍ମ ଗ୍ରାମ ସୈଫାଇଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏସପି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ…
କଶ୍ମୀରରେ ଠିକ୍ ସମୟରେ ନିର୍ବାଚନ ହେବ: ଇସି
ନୂଆଦିଲ୍ଲୀ/ଶ୍ରୀନଗର,୯ା୧୦: ସୁରକ୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ଠିକ୍ ସମୟରେ ନିର୍ବାଚନ କରାଯିବ ବୋଲି ସୋମବାର ନିର୍ବାଚନ କମିଶନ (ଇସି) କହିଛନ୍ତି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଖବରଦାତା ସମ୍ମିଳନୀରେ ତାରିଖ…
୧୮୫ କିଲୋ ଓଜନର ରୁଟି
ଜୟପୁର: ଘରେ ରୁଟି ତିଆରି ହେଉଥିବା ତ ସମସ୍ତେ ଦେଖିଥିବେ। ହେଲେ ଜଣେ ବ୍ୟକ୍ତି ତାଙ୍କ ଜନ୍ମଦିନରେ ଏପରି ଏକ ରୁଟି ପ୍ରସ୍ତୁତ କରିଛନ୍ତି, ଯାହା ଗିନିଜ୍ ବୁକ୍ ଅଫ୍ ୱାଲର୍ଡ ରେକର୍ଡରେ ସାମିଲ ହୋଇଛି। ରାଜସ୍ଥାନର ଭିଲୱାଡା ସହରର କୈଳାସ…
Archives


