ବଦଳିଲେ ୩ ଅଧିକାରୀ
ଗଞ୍ଜାମ,୯ା୧୦(ବିଦ୍ୟାଧର ସାହୁ): ଗଞ୍ଜାମରୁ ଏନ୍ଏସି ଇଓ ଅବିନାଶ ମିଶ୍ର, ବିଡିଓ ଜସ୍ମିନ ପ୍ରଧାନ ଏବଂ ତହସିଲଦାର ଅରୁଣ କୁମାର ନାୟକ ତିନି ପ୍ରମୁଖ ଅଧିକାରୀଙ୍କ ବଦଳି ହୋଇଛି। ଇଓ ମିଶ୍ର ନଗର ଉନ୍ନୟନ ବିଭାଗକୁ ବଦଳି ହୋଇଥିବା ବେଳେ ତହସିଲଦାର ନାୟକ…
ଚନ୍ଦ୍ରବାବୁଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ
ଅମରାବତୀ,୯।୧୦: ଆନ୍ଧ୍ୟ ପ୍ରଦେଶ ହାଇକୋର୍ଟ ଟିଡିପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଜାମିନ ଆବେଦନକୁ ଇନର ରିଂଗ ରୋଡ, ଫାଇବର ନେଟ ଏବଂ ଅଂଗୁଲ୍ଲୁ ୩୦୭ ମାମଲାରେ ଖାରଜ କରି ଦେଇଛନ୍ତି।
ବିଧାନସଭା ତାରିଖ ଘୋଷଣା ପୂର୍ବରୁ ଶିବରାଜ କହିଲେ, ଯାହା କହିଥିଲୁ ତାହା କରିଛୁ
ଭୋପାଳ,୯୧୦: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଭାରତର ର୍ନିବାଚନ ଆୟୋଗ ସୋସିଆଲ ମିଡିଆ ସାଇଟରେ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଲେଖିଛନ୍ତି- ଯାହା ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ପାଳନ କରାଯାଇଛି। ମୁଁ ପ୍ରତିଶ୍ରୁତି ଦେଇଥିଲି…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା
ହିଞ୍ଜିଳିକାଟୁ,୯ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ହିଞ୍ଜିଳି ଥାନା ଖରିଡ଼ା ଗ୍ରାମରେ ସୋମବାର ବିଦ୍ୟୁତ୍ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବିପ୍ର ରାଉଳ (୫୫)। ଆଜି ସକାଳେ ଘରର ପାଣି ମୋଟର ସଜାଡୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆହତ…
ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଯୁବକଙ୍କ ଗଳାକାଟି ହତ୍ୟା
ଅନୁଗୋଳ,୯ା୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କ ବେକକୁ କେହି ଦୁର୍ବୃତ୍ତ ଆକ୍ରମଣ କରି ହତ୍ୟା କରିଛି। ସୂଚନାନୁଯାୟୀ,…
ମେସେଞ୍ଜର ଆର୍ଏନ୍ଏ କୋଭିଡ୍ ଟିକା
”ଅତି ଫଳପ୍ରଦ ମେସେଞ୍ଜର ଆର୍.ଏନ୍.ଏ. ପ୍ରତିଷେଧକ ଟିକାର ବିକାଶ ଲାଗି ହଙ୍ଗେରୀର ମହିଳା ଜୀବ ରସାୟନ ବିଜ୍ଞାନୀ କାଟାଲିନ୍ କାରିକୋ ଏବଂ ଆମେରିକୀୟ ଭେଷଜ ବିଜ୍ଞାନୀ ତଥା ଶରୀର ପ୍ରତିରକ୍ଷାତନ୍ତ୍ର ବିଶେଷଜ୍ଞ ଡ୍ରିଉ ଓ୍ବେଇସମ୍ୟାନ୍ ଚଳିତ ବର୍ଷ ଭେଷଜ ବିଜ୍ଞାନ ପାଇଁ…
ଶାହରୁଖଙ୍କୁ ଓ୍ବାଇ+ ସୁରକ୍ଷା
ମୁମ୍ବାଇ,୯।୧୦: ବଲିଉଡ ତାରକା ଶାହାରୁଖ ଖାନଙ୍କ ହତ୍ୟା ଧମକ ମିଳିବାେ ପରେ ତାଙ୍କୁ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି। ତାଙ୍କ ଉପରେ ଆସୁଥିବା ବିପଦକୁ ବିଚାର କରି ମୁମ୍ବାଇ ପୋଲିସ ଶାହାରୁଖ ଖାନଙ୍କୁ ଓ୍ବାଇ + ସୁରକ୍ଷା ଦେଇଛି। ମୁମ୍ବାଇ ପୋଲିସ…
ଗୋଟିଏ ସ୍ଥାନରେ ଛିଡା ହୋଇ ଭାରତର ବ୍ୟାଟିଂ ଦେଖିଥିଲେ ଅଶ୍ୱିନ: ଜାଣନ୍ତୁ ଏହା ପଛର କାରଣ
ଚେନ୍ନାଇ,୯।୧୦: ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ ମ୍ୟାଚରେ ଟିମ ଇଣ୍ଡିଆର ପୁରା ବ୍ୟାଟିଂକୁ ଗୋଟିଏ ସ୍ଥାନରେ ଠିଆ ହୋଇ ଦେଖିଥିଲେ ଆର ଅଶ୍ୱିନ। ମ୍ୟାଚ ପରେ ସେ ନିଜେ ଏହା କହିଛନ୍ତି। ମ୍ୟାଚ ଶେଷ ହେବା ପରେ ଅଶ୍ୱିନ କହିଛନ୍ତି, ଭାରତର ବ୍ୟକ୍ ଟୁ…
ମୁଁ ଗାଧୋଇ ସାରି ଅଧଘଣ୍ଟା ବିଶ୍ରାମ ନେବାକୁ ଚାହୁଁଥିଲି କିନ୍ତୁ…
ଚେନ୍ନାଇ,୯।୧୦: ୨୦୨୩ ବିଶ୍ୱକପ୍ର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆକୁ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା କେ.ଏଲ ରାହୁଲ ମ୍ୟାଚ ପରେ ଏକ ମଜାଦାର ଘଟଣା ବର୍ଣ୍ଣନା କରିଛନ୍ତି। ‘ପ୍ଲେୟାର ଅଫ ଦି ମ୍ୟାଚ’ ହୋଇଥିବା କେ.ଏଲ ରାହୁଲ କହିଛନ୍ତି ଯେ,…
ରାଗିଗଲେ ବିରାଟ କୋହଲି: ଡ୍ରେସିଂ ରୁମ୍ରେ ମୁଣ୍ଡ ପିଟିଲେ
ଚେନ୍ନାଇ,୯।୧୦: ବିଶ୍ୱକପ୍ ୨୦୨୩ରେ ଚେନ୍ନାଇ ଖେଳାଯାଇଥିବା ଭାରତ-ଅଷ୍ଟ୍ରେଲିଆ ମ୍ୟାଚ ଘରୋଇ ଦଳ ବିଜୟ ହାସଲ କରିଛି। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଭାରତୁ ୨୦୦ ରନ୍ର ବିଜୟ ଲକ୍ଷ୍ୟ ଦେଇଥିଲା। ଏହାର ଜବାବରେ ଭାରତ ୪ ଉଇକେଟ୍ ହରାଇ ଲକ୍ଷ୍ୟ ସ୍ଥଳରେ…
ବିବାହ କରିବେ ସଲମାନ, କିଏ ସେ ରହସ୍ୟମୟୀ, ସୋସିଆଲ ମିଡିଆରେ ଭାଇରାଲ…
ମୁମ୍ବାଇ : ସଲମାନ ଖାନ କିଛି ଘଣ୍ଟା ପୂର୍ବରୁ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯାହା ପରେ ତାଙ୍କ ବିବାହ ବିଷୟରେ ଆଲୋଚନା ଜୋର ଧରିଛି। ବାସ୍ତବରେ, ଏହି ପୋଷ୍ଟରେ ତାଙ୍କ ସହିତ ଜଣେ ରହସ୍ୟମୟ…
ନିୟମ ଭାଙ୍ଗୁଥିବା ବାର୍ ଉପରେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୯।୧୦(ସତ୍ୟଜିତ୍ ରାଉତ):ରାଜଧାନୀରେ ଥିବା ବାର୍ଗୁଡ଼ିକ ବିଭିନ୍ନ ସମୟରେ ନିୟମ ଭାଙ୍ଗୁଛନ୍ତି। ବିଶେଷକରି ଡ୍ୟାନ୍ସବାର୍ଗୁଡ଼ିକ ନିର୍ଦ୍ଧାରିତ ସମୟରେ ବନ୍ଦ ନ କରି ବିଳମ୍ବିତ ରାତି ଯାଏ ଖୋଲା ରଖୁଛନ୍ତି। ଯୁବତୀଙ୍କୁ ନଚାଯିବା ସହ ଗ୍ରାହକଙ୍କୁ ମଦ ପରଷା ଯାଉଛି। ଅଶୋକ ନଗରସ୍ଥିତ ରଙ୍ଗିଲା…
Archives


