Home Left

ଭାରତୀୟ ଖୋଖୋ ଦଳରେ ସୁନୀଲ

ବାଲେଶ୍ୱର,୯ା୧୦(ମାନସ ବିଶ୍ୱାଳ): ବାଲେଶ୍ୱରର ଖୋଖୋ ଖେଳାଳି ସୁନୀଲ ପାତ୍ର ଭାରତୀୟ ଖୋଖୋ ଦଳରେ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ଆସନ୍ତା ୧୧ ତାରିଖରେ ଭାରତୀୟ ଦଳ ସହିତ ମାଲେସିଆ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଏହି ସଫଳତା ପାଇଁ…

ଦର୍ଶକଙ୍କ ଭାଗୀଦାରିତା ନାଟକ କ୍ଷେତ୍ରକୁ ଉତ୍ସାହିତ କରିବ

ଯେଉଁଠି ଦିନେ ନାଟକ ଶିକ୍ଷା ନେଇଥିଲେ ଆଜି ସେହି ଅନୁଷ୍ଠାନର ନିର୍ଦ୍ଦେଶକ ହୋଇଛନ୍ତି ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀ। ଓଡ଼ିଆ ଏବଂ ହିନ୍ଦୀ ସିନେମା ଜଗତରେ ଖୁବ୍‌ ଜଣାଶୁଣା ଚେହେରା ଚିତ୍ତରଞ୍ଜନ ଏବେ ପ୍ରଥମ ଓଡ଼ିଆ ଭାବେ ନ୍ୟାଶନାଲ୍‌ ସ୍କୁଲ ଅଫ୍‌ ଡ୍ରାମା(ଏନ୍‌ଏସ୍‌ଡି)ର…

ଡବଲ୍ସରେ ଦେବାଶିଷ ରନରଅପ୍‌

ଭୁବନେଶ୍ୱର, ୯।୧୦(ତପନ ସ୍ବାଇଁ): ଓଡ଼ିଶାର ପ୍ରତିଭା ସମ୍ପନ୍ନ ଟେନିସ ଖେଳାଳି ଦେବାଶିଷ ସାହୁ ଅନ୍ତର୍ଜାତୀୟ ଟେନିସରେ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଘାନାର ଆକ୍ରାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ଆଇଟିଏଫ୍‌ (ଅନ୍ତର୍ଜାତୀୟ ଟେନିସ ଫେଡେରେଶନ) ଜେ ୬୦ ଟୁର୍ନାମେଣ୍ଟର ଡବଲ୍ସରେ…

ସ୍ବର୍ଣ୍ଣ ପଦକ ବିଜେତା ନିର୍ମଳଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଭଦ୍ରକ,୯।୧୦ (ସନାତନ ରାଉତ): ଦକ୍ଷିଣ ଆଫ୍ରିକା ପ୍ରିଟୋରିଆଠାରେ ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୭ ଯାଏ ଅନୁଷ୍ଠିତ ୫ମ ବିଶ୍ୱକପ୍‌ ଟେନିକଏଟ୍‌ ପ୍ରତିଯୋଗିତାରେ ଜର୍ମାନୀକୁ ହରାଇ ଭାରତ ଚାମ୍ପିୟନ ହୋଇଛି। ଭାରତ ପକ୍ଷରୁ ଖେଳିଥିବା ସ୍ବର୍ଣ୍ଣ ପଦକ ବିଜେତା ଭଦ୍ରକର ନିର୍ମଳ ସେନ୍‌(୧୮)…

ସିକ୍କିମ ବନ୍ୟା: ମୃତ୍ୟୁ ସଂଖ୍ୟା ୬୯ ବୃଦ୍ଧି, ୧୦୫ରୁ ଅଧିକ ଲୋକ ଏବେ ବି ନିଖୋଜ

ଗ୍ୟାଙ୍ଗଟକ୍‌,୯।୧୦: ସିକ୍କିମରେ ଆସିଥିବା ଅଚାନକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୬୯କୁ ବୃଦ୍ଧି ପାଇଛି। ଏଥିରେ ୯ ଜଣ ସୈନିକ ମଧ୍ୟ ସାମିଲ ଅଛନ୍ତି। ୧୦୫ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜିବା ପ୍ରକ୍ରିୟା ଜାରି ରହିଛି। ସିକ୍କିମ ରାଜ୍ୟ ବିପର୍ଯ୍ୟୟ…

ବିଶ୍ୱାସର ସାଥୀ ଡାକଘର

ଆଜିର ଦିନରେ ୧୯୨ ସଭ୍ୟ ରାଷ୍ଟ୍ର ଥିବା ଜାତିସଂଘର ଦ୍ୱିତୀୟ ସର୍ବପୁରାତନ ସଂସ୍ଥା ୟୁନିଭର୍ସାଲ ପୋଷ୍ଟାଲ ୟୁନିୟନ ବା ‘ବିଶ୍ୱ ଡାକ ସଂଘ’ ୯ ଅକ୍ଟୋବର ୧୮୭୪ରେ ପ୍ରତିଷ୍ଠିତ ଯାହାର ମୁଖ୍ୟାଳୟ ସୁଇଜରଲାଣ୍ଡର ରାଜଧାନୀ ବର୍ନଠାରେ ଅବସ୍ଥିତ। ବିଶ୍ୱ ଡାକ କଂଗ୍ରେସର…

ଏସ୍‌ବିଆଇର ନୂତନ ଅଭିଯାନ

ଭୁବନେଶ୍ୱର, ୯।୧୦: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଅଭିଯାନ ‘ମୋବାଇଲ ହାଣ୍ଡ୍‌ହେଲ୍‌ଡ ଡିଭାଇସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ସେବାକୁ ଲୋକମାନଙ୍କ ପାଖରେ ସୁବିଧାରେ ପହଞ୍ଚାଇବା ଲାଗି ଏଭଳି…

ଲୋକାଭିମୁଖୀ ହେବ ‘ମିଶନ୍‌ ଜିରୋ ହଙ୍ଗର’

ଭୁବନେଶ୍ୱର, ୯।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ୍‌ ପାୱାର (ଜେଏସ୍‌ପି)ର ସାମାଜିକ ସଙ୍ଗଠନ ଜେଏସ୍‌ପି ଫାଉଣ୍ଡେଶନର ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମ ‘ମିଶନ୍‌ ଜିରୋ ହଙ୍ଗର’କୁ ବ୍ୟାପକ ଓ ଲୋକାଭିମୁଖୀ କରିବାକୁ ଫାଉଣ୍ଡେଶନ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି ଜେଏସ୍‌ପିର ଅଧକ୍ଷ ନବୀନ ଜିନ୍ଦଲଙ୍କ କ୍ଷୁଧାମୁକ୍ତ…

ଲୁଇସ ଫିଲିପ୍‌ର ଲକ୍‌ଜୁରିୟସ ସ୍ନିକର ରେଞ୍ଜ

ଭୁବନେଶ୍ୱର, ୯।୧୦: ଆଦିତ୍ୟ ବିର୍ଲା ଫ୍ୟାଶନ ଆଣ୍ଡ ରିଟେଲ ଲିମିଟେଡ୍‌ର ଅଗ୍ରଣୀ ବ୍ରାଣ୍ଡ୍‌ ଲୁଇ ଫିଲିପ୍‌ର ନୂତନ ଉତ୍ପାଦ ତଥା ଲକ୍‌ଜୁରିୟସ୍‌ ସ୍ନିକର ରେଞ୍ଜର ଶୁଭାରମ୍ଭ ସହ ଲୁଇ ଫିଲିପ୍‌ ଉତ୍ପାଦ ପୋର୍ଟଫୋଲିର ସମ୍ପ୍ରସାରଣ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏପରିକି…

ଡୁରିଆନ୍‌ର ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର

ଭୁବନେଶ୍ୱର,୯।୧୦: ଦେଶର ପ୍ରମୁଖ ଫର୍ନିଚର ବ୍ରାଣ୍ଡ୍‌ ଡୁରିଆନ୍‌ର ବହୁ ପ୍ରତୀକ୍ଷିତ ‘ ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କେତେକ ସ୍ବତନ୍ତ୍ର ସାମଗ୍ରୀ ଉପରେ ଫ୍ଲାଟ୍‌ ୫୦%ର ରିହାତି ଅଫର ଦିଆଯାଉଛି। ଏହା ସବୁ ବର୍ଗର…

ପାର୍ବଣ ପୂର୍ବରୁ ସୁନା ବଜାରରେ ଉତ୍ସାହ

ଭୁବନେଶ୍ୱର,୯।୧୦ (ଅଭୟ ଦାଶ): ବିଗତ କିଛି ମାସ ପରେ ପୁଣି ଥରେ କ୍ରମାଗତ ଭାବେ ସୁନା ଦରରେ ହ୍ରାସ ଘଟୁଛି। ବିଶେଷକରି ଚଳିତ ବର୍ଷର ପାର୍ବଣ ପୂର୍ବରୁ ବଜାରରେ ସୁନା ମୂଲ୍ୟ ହ୍ରାସ ଯୋଗୁ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ…

ଗ୍ୟାସ୍‌ ଲିକ୍‌ ଯୋଗୁ ଘରେ ଲାଗିଲା ନିଆଁ: ଗୋଟିଏ ପରିବାରର ୫ ମୃତ

ଜଳନ୍ଧର,୯।୧୨୦: ପଞ୍ଜାବର ପଶ୍ଚିମ ଜଲନ୍ଧରର ଅବତାର ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍‌ ଲିକ୍‌ ଯୋଗୁ ଘରେ ଲାଗିଥିବା ନିଆଁରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାରର ୫ ସଦସ୍ୟଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗମ୍ଭୀର ଭାବେ ଆହତ ହୋଇଛନ୍ତି। କୁହାଯାଉଛି ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri