Home Left

ଇସ୍ରାଏଲ୍‌ରୁ ସୁରକ୍ଷିତ ଭାବେ ଘରକୁ ଫେରୁଛନ୍ତି ନୁଶ୍‌ରତ

ମୁମ୍ବାଇ: ଇସ୍ରାଏଲ୍‌ ଉପରେ ହମାସ୍‌ ଆତଙ୍କବାଦୀ ଆକ୍ରମଣ କରିବାରୁ ଅନେକ ଲୋକ ମୃତାହତ ହୋଇଛନ୍ତି। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଇସ୍ରାଏଲରେ ଫସି ରହିଥିବା ବଲିଉଡ୍‌ ଅଭିନେତ୍ରୀ ନୁଶ୍‌ରତ ଭାରୁଚା ଇସ୍ରାଏଲ୍‌ ଛାଡ଼ିଛନ୍ତି। ଖୁବ୍‌ଶୀଘ୍ର ସେ ଭାରତରେ ପହଞ୍ଚିବେ ବୋଲି ତାଙ୍କ ମା’…

ଇମୋଜି

ବର୍ତ୍ତମାନ କାହାକୁ ମେସେଜ୍‌ କରିବା ଲାଗି ଟେକ୍ସଟ୍‌ ବଦଳରେ ସହଜ ଏବଂ ଶୀଘ୍ର ହେଉଥିବାରୁ ଇମୋଜି ସବୁଠୁ ଅଧିକ ବ୍ୟବହାର ହେଉଛି। ଏହା ମାଧ୍ୟମରେ ମନର ଭାବ ପ୍ରକାଶ କରିବା ବି ସହଜ। ତେବେ ଜାଣିବା ଏହା ସମ୍ପର୍କରେ କିଛି ରୋଚକ…

ପେଟ ବଢ଼ୁଥିଲେ

ଏଥିପାଇଁ ବିଶେଷକରି ଜୀବନଶୈଳୀ ଏବଂ ଖାଦ୍ୟପେୟରେ ପରିବର୍ତ୍ତନ ମୁଖ୍ୟତଃ ଦାୟୀ। ତେଣୁ ପେଟରେ ଚର୍ବି ନ ହେବା ଲାଗି ସନ୍ତୁଳିତ ଖାଦ୍ୟାଭ୍ୟାସ ସହିତ ଠିକ୍‌ ସମୟରେ ଖାଇବା, ଶୋଇବା ପ୍ରତି ମଧ୍ୟ ଧ୍ୟାନ ଦେବା ଆବଶ୍ୟକ। ଖାଦ୍ୟ ତାଲିକାରେ ଫାଇବରଯୁକ୍ତ ଖାଦ୍ୟର…

ନିଜ ବନ୍ଧୁକରୁ ଗୁଳି ଫୁଟି ଶିକାରୀ ଗୁରୁତର

ନୟାଗଡ଼,୮ା୧୦(ଲୋକନାଥ ମିଶ୍ର): ଶିକାର ସମୟରେ ନିଜ ବନ୍ଧୁକରୁ ଗୁଳି ଫୁଟି ଜଣେ ଶିକାରୀ ଗୁରୁତର ହୋଇଛନ୍ତି। ଶିକାରୀ ଜଣକ ହେଲେ ସନ୍ନ୍ୟାସୀ ଜାନି(୪୫)। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଣୀଗୋଛା ଓ ପରେ ଦଶପଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥାରେ ଉନ୍ନତି…

ଏହି ୧୧ ଖେଳାଳିଙ୍କୁ ନେଇ ମଇଦାନକୁ ଓହ୍ଲାଇବ ଭାରତୀୟ ଟିମ୍‌! ଜାଣନ୍ତୁ କିଏ ନେବ ଗିଲଙ୍କ ସ୍ଥାନ

ଚେନ୍ନାଇ,୮।୧୦: ଆଇସିସି ବିଶ୍ୱକପ ୨୦୨୩ରେ ଭାରତୀୟ ଦଳ ରବିବାର ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଚେନ୍ନାଇର ଏମ୍‌ ଚିଦାମ୍ବରମ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ତେବେ ବିଜୟରୁ ଟୁର୍ନାମେଣ୍ଟରେ ନିଜର ଯାତ୍ରା ଆରମ୍ଭ କରିବାକୁ…

ଇସ୍ରାଏଲରେ ଫସିଛନ୍ତି ଅଭିନେତ୍ରୀ ନୁଶରତ, ଯୋଗାଯୋଗ କରିପାରୁନି ଟିମ୍‌

ବମ୍ବେ: ବର୍ତ୍ତମାନ ଇସ୍ରାଏଲରେ ଯୁଦ୍ଧ ଚାଲିଛି। ପାଲେଷ୍ଟାଇନ୍‌ ସମର୍ଥକ ହମାସ ଇସ୍ରାଏଲ ଉପରେ ଆକ୍ରମଣ କରିଥିବା ବେଳେ ଏଥିରେ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି। ଏସବୁ ମଧ୍ୟରେ ବଲିଉଡ୍‌ ଅଭିନେତ୍ରୀ ନୁଶରତ ଭାରୁଚା ମଧ୍ୟ ଇସ୍ରାଏଲରେ ଫସିଥିବା ନେଇ ଖବର…

ଖୁସି

ଟେନ୍‌ସନ ! ଏହି ଶବ୍ଦଟି ବୋଧହୁଏ କାହା ପାଟିରୁ ନ ଶୁଣିବା ଏବେ ଏକ ସ୍ବପ୍ନ ହୋଇଗଲାଣି। ଅଧିକାଂଶ ଯୁବବର୍ଗ କିଏ ପାଠପଢ଼ାକୁ ନେଇ ତ କିଏ ଜବ୍‌ ଅବା ପୁଣି କିଏ ଆର୍ଥିକ କିମ୍ବା ପାରିବାରିକ ଭଳି ବିଭିନ୍ନ ସମସ୍ୟାକୁ…

ବ୍ରିଟେନରେ ୧୦ ବର୍ଷ ପର୍ଯ୍ୟନ୍ତ ଘର ଭଡ଼ା ଦେଇ ପାରିବେନି ମୂଳ ଭାରତୀୟ…

ଲଣ୍ଡନ, ୮।୧୦: ବ୍ରିଟେନର ଜଣେ ମୂଳ ଭାରତୀୟ ୧୦ ବର୍ଷ ଘର ଭଡ଼ା ଦେଇ ପାରିବେନି। ଏନେଇ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ବାସ୍ତବରେ ମୂଳ ଭାରତୀୟ ୫୫ ବର୍ଷିୟ ଘର ମାଲିକ ନିଳେନ୍ଦୂ ଦାସ ୧୦ ବର୍ଷ ପର୍ଯ୍ୟନ୍ତ ତାଙ୍କ…

ଆଣ୍ଡାମାନ ସାଗରରେ ଭୂକମ୍ପ ଝଟ୍‌କା, ତିବ୍ରତା ୪.୩

ଆଣ୍ଡାମାନ,୮।୧୦: ଆଣ୍ଡାମାନ ସାଗରରେ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜୀ ଅନୁଯାୟୀ ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୩ ଥିବା ଜଣାପଡ଼ିଛି। ସକାଳ ୩.୨୦ରେ ୧୦ କିମି ଗଭୀରରେ ଏହି ଭୂକମ୍ପ ରେକର୍ଡ କରାଯାଇଥିଲା। ତେବେ ଗଭୀରତା…

କଂଗ୍ରେସରେ ସୁନ୍ଦରଗଡ଼ ଜିଲାର ବିଜେଡି, ସିପିଏମ୍‌ କର୍ମୀ

ଭୁବନେଶ୍ୱର,୮।୧୦(ଅନିଲ ଦାସ): କଂଗ୍ରେସ ଦଳର ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସିି) ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି ସୁନ୍ଦରଗଡ଼ ଜିଲା ତଲସରା ବ୍ଲକ, ନୂଆଗାଁ ବ୍ଲକ ଏବଂ ବୀରମିତ୍ରପୁର ମ୍ୟୁନିସିପାଲିଟିର…

ଟେକ୍ସଟାଇଲ ପାର୍କ ନ ଥିବାରୁ କପାଚାଷୀ ଉପକୃତ ହୋଇପାରୁନାହାନ୍ତି: ମନମୋହନ

ଭବାନୀପାଟଣା,୮।୧୦(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କଳାହାଣ୍ଡି ଜିଲା ଗସ୍ତରେ ଆସିଥିଲେ। ଶନିବାର ପୂର୍ବାହ୍ନରେ ଭବାନୀପାଟଣା ସର୍କିଟ ହାଉସଠାରେ ଜିଲା ଭାଜପା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, କଳାହାଣ୍ଡି ଜିଲାରେ ଅଧିକ କପା ଚାଷ…

ବିଜେଡି କର୍ମକର୍ତ୍ତାଙ୍କୁ ନୂତନ ନିଯୁକ୍ତି

ଭୁବନେଶ୍ୱର,୮।୧୦(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ରାୟଗଡ଼ା, ବୌଦ୍ଧ ଏବଂ ଦେବଗଡ଼ ଜିଲା କମିଟିର ବିିଭିନ୍ନ କର୍ମକର୍ତ୍ତାଙ୍କୁ ନୂତନ ନିଯୁକ୍ତି ଦିଆଯାଇଛି। ଶନିବାର ବିଜେଡି ପକ୍ଷରୁ ଏ ନେଇ ପ୍ରେସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri