ଅଷ୍ଟ୍ରେଲିଆ ଚ୍ୟାଲେଞ୍ଜ ପାଇଁ ଭାରତ ପ୍ରସ୍ତୁତ
ଚେନ୍ନାଇ, ୮। ୧୦: ଭାରତକୁ ଦିନିକିଆ କ୍ରିକେଟ ବିଶ୍ୱକପ ଫେରିଥିବା ବେଳେ ଚେନ୍ନାଇରେ ଅଷ୍ଟ୍ରେଲିଆ ବିପକ୍ଷରେ ଅଭିଯାନ ଆରମ୍ଭ କରିବ ଭାରତ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଏକ ନୂତନ ଇତିହାସ ସୃଷ୍ଟି କରିବା ଲକ୍ଷ୍ୟରେ ରହିଥିବା ବେଳେ ପ୍ରଥମ ମ୍ୟାଚରେ…
ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ବିଦ୍ୟାଳୟରେ ପାଠପଢ଼ା ବନ୍ଦ
ନୂଆପଡ଼ା,୮।୧୦(ମକାରୁ ବେମାଲ)ନୂଆପଡା ଜିଲାରେ ୨୦୨୩ ଜୁନ ୧୯ରେ ଜିଲାପାଳଙ୍କ ପତ୍ରସଂଖ୍ୟା ୧୯୧୨ରେ ଜିଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧିନସ୍ଥ ୭୯ ଶିକ୍ଷୟିତ୍ରୀ, ଶିକ୍ଷକ ଓ ୧୯ ଜଣ ପ୍ରଧାନ ଶିକ୍ଷକଙ୍କ ବଦଳି ଆଦେଶ ହୋଇଥିଲା। ସରକାରୀ…
ଇସ୍ରାଏଲ୍-ପାଲେଷ୍ଟାଇନ୍ ବିବାଦର ଇତିହାସ
ଇସ୍ରାଏଲ୍ ଏବଂ ପାଲେଷ୍ଟାଇନ୍ ମଧ୍ୟରେ ବିବାଦ ବହୁ ପୁରୁଣା। ଉନ୍ନବିଂଶ ଶତାବ୍ଦୀର ଶେଷ ଭାଗରେ ଯେତେବେଳେ ଜିଓନିଷ୍ଟମାନେ ଓଟ୍ଟୋମାନ୍ ନିୟନ୍ତ୍ରଣରେ ଥିବା ପାଲେଷ୍ଟାଇନ୍ରେ ଇହୁଦୀମାନଙ୍କ ପାଇଁ ନିଜସ୍ବ ରାଷ୍ଟ୍ର ପ୍ରତିଷ୍ଠା କରିବାକୁ ଚାହିଁଲେ ସେବେଠାରୁ ବିବାଦର ସୂତ୍ରପାତ ହୋଇଥିଲା। ୧୯୧୭ରେ ବ୍ରିଟିଶ…
ଛାତ୍ରୀଛାତ୍ରଙ୍କ ପାଇଁ ପ୍ରକାଶ ପାଇଲା କୋଶ୍ଚିନ ବ୍ୟାଙ୍କ
ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବା ଦ୍ୱାଦଶ ପରୀକ୍ଷା ୨୦୨୪ ଫେବୃୟାରୀ ୧୪ରୁ ଆରମ୍ଭ ହେବ। ଏଥିପାଇଁ ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା…
ଲକ୍ଷ୍ମୀଡୁଙ୍ଗୁରୀରେ ଟନେଲ ନିର୍ମାଣରେ ବିଳମ୍ବ
ସମ୍ବଲପୁର,୮ା୧୦(ଶୁଭାଶିଷ ପାଢ଼ୀ)୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ସହର ମଧ୍ୟସ୍ଥ ଲକ୍ଷ୍ମୀଡୁଙ୍ଗୁରୀ, ରେମେଡ ଓ ପିସି ବ୍ରିଜ୍ ନିକଟରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହିସବୁ ସ୍ଥାନକୁ ପରିବହନ ବିଭାଗ ପକ୍ଷରୁ ବ୍ଲାକ୍ସ୍ପଟ୍ ଭାବେ ଚିହ୍ନଟ କରାଯାଇଛି। ଜିଲାସ୍ତରୀୟ…
୧୧ଶହ ପୁରସ୍କାର ପାଇଁ ୨୭ ହଜାର ଗାଏବ
ରାୟଗଡ଼ା,୮ା୧୦(ଆଶିଷ ରଞ୍ଜନ ପଣ୍ଡା)ଓଡ଼ିଶାରେ ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସାଇବର ସୁରକ୍ଷା ଅଭିଯାନ ଚାଲିଛି। ଗାଁ ଗାଁ ଜନସଚେତନତା ପାଇଁ ରଥ ବୁଲି ପ୍ରଚାର କରୁଛି। ତେବେ ସଚେତନତା ଅଭାବରୁ ଶନିବାର ରାୟଗଡ଼ାରେ ଏକ ସାଇବର ଠକେଇର…
ଅଳ୍ପ ବର୍ଷାରେ ବଳିପଡୁଛି ୫ ଗ୍ରାମର ଲୋକଙ୍କ ଦୁର୍ଦ୍ଦଶା
କୋରାପୁଟ,୮ା୧୦(ଅମିତାଭ ବେହେରା)କୋରାପୁଟ ସହରଠାରୁ ମାତ୍ର ୭ କି.ମି. ଦୂରରେ ରହିଥିଲେ ମଧ୍ୟ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ ହୋଇ ରହିଛନ୍ତି ୫ଖଣ୍ଡ ଗ୍ରାମର ବାସିନ୍ଦା । ରାସ୍ତା ସୁବିଧା ନ ଥିବାରୁ ବଜ଼ାରଘାଟଠାରୁ ଆରମ୍ଭକରି ପ୍ରତ୍ୟେକ କ୍ଷେତ୍ରରେ ନାହିଁ ନ ଥିବା…
ଦୋଷୀ ଜିଆର୍ଏସ୍ଙ୍କ ବିରୋଧରେ ହୋଇନି କାର୍ଯ୍ୟାନୁଷ୍ଠାନ
ବୈପାରିଗୁଡା,୮ା୧୦ (କଳ୍ପତରୁ ମହାନ୍ତି)ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ଗରିବ ଲୋକଙ୍କୁ ଆବାସ ଯୋଗାଇ ଦେବା ବ୍ୟବସ୍ଥା ରହଛି। ଗ୍ରାମାଞ୍ଚଳରେ ଲୋକଙ୍କ ସରଳତାର ସୁଯୋଗ ନେଇ କେତେକ କର୍ମଚାରୀ କାଗଜପତ୍ରରେ ଚଞ୍ଚକତା କରି ଏ ବାବଦ ଅର୍ଥ ଲୁଟି ନେଉଛନ୍ତି। ଏପରି ଦେଖିବାକୁ…
ଦୁର୍ଗାପୂଜା ପୂର୍ବରୁ ଖାଲଖମା ମରାମତି ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୮।୧୦ (ବନ୍ଦନା ସେଠୀ)ଦୁର୍ଗାପୂଜା ଓ ଭସାଣି କିପରି ଶାନ୍ତିଶୃଙ୍ଖଳା ସହ ଅନୁଷ୍ଠିତ ହେବ ସେନେଇ ଶନିବାର ବିଏମ୍ସି ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରି ପୂଜା ପୂର୍ବରୁ ରାସ୍ତାରେ ଥିବା ଖାଲଖମାଗୁଡିକୁ ଯୁଦ୍ଧକାଳୀନ…
ହମାସ୍-ଇସ୍ରାଏଲ୍ ଘମାଘୋଟ ଲଢ଼େଇ: ଆକ୍ରମଣକୁ ଭାରତ, ଆମେରିକାର ନିନ୍ଦା
ଜେରୁଜେଲମ,୮। ୧୦: ପାଲେଷ୍ଟାଇନ୍ର ବିଦ୍ରୋହୀ ଗୋଷ୍ଠୀ ହମାସ୍ ଶନିବାର ସକାଳେ ଇସ୍ରାଏଲ୍ ଉପରେ ଅଚାନକ ଆକ୍ରମଣ କରିବାରୁ ଶତାଧିକ ଇସ୍ରାଏଲୀ ନାଗରିକ ପ୍ରାଣ ହରାଇବା ସହ ପ୍ରାୟ ୭୪୦ ଲୋକ ଆହତ ହୋଇଛନ୍ତି। ଏହାର ଜବାବରେ ଇସ୍ରାଏଲ୍ ହମାସ୍ ବିରୋଧରେ ଯୁଦ୍ଧ ଘୋଷଣା…
ମଣିମହଲରେ ଝଟକିବେ ମା’
ଭୁବନେଶ୍ୱର,୮।୧୦(ଶର୍ମିଷ୍ଠା ପାଣିଗ୍ରାହୀ)ସବୁବେଳେ କିଛି ନୂଆ ଥିମ୍ ନୟାପଲ୍ଲୀ ଦୁର୍ଗା ମଣ୍ଡପରେ ଦେଖିବାକୁ ମିଳେ। ଏଥର ମଧ୍ୟ ମା’ଙ୍କ ଆଗମନ ପାଇଁ ଦୁର୍ଗାପୂଜା କମିଟି ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଜରାଟର ମଣିମହଲ ଆକୃତିରେ ଝଟକିବ ଏଥରର ତୋରଣ। ୮୫ ଫୁଟ୍…
ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ମଧ୍ୟରେ କିଟ୍ର ୨୦ ଗବେଷକ
ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ଆମେରିକାର ଷ୍ଟାନ୍ଫୋର୍ଡ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ ତାଲିକାରେ କିଟ୍ ବିଶ୍ୱବିଦ୍ୟାଳୟର ୨୦ଜଣ ଗବେଷକ ସ୍ଥାନ ପାଇଛନ୍ତି। ଏଥିରେ ବିଭିନ୍ନ ବିଷୟରେ ଗବେଷଣା କରୁଥିବା ଏହି ଗବେଷକଙ୍କ ସଫଳତା ବିଷୟରେ ଉଲ୍ଲେଖ କରାଯାଇଛି।…
Archives


