Home Left

କୋର୍ଟରେ ହାଜର ହେଉନାହାନ୍ତି ଆଇଓ, ସରୁନି ବିଚାର

ବ୍ରହ୍ମପୁର,୮ା୧୦(ସୁବାସ ଚନ୍ଦ୍ର ପାଢ଼ୀ)ବହୁ ଚର୍ଚ୍ଚିତ ବିଷ୍ଣୁ ଗୌଡ଼ ହତ୍ୟା ମାମଲାର ତାରିଖ ପରେ ତାରିଖ ଗଡ଼ୁଛି। ସେପଟେ ବିଚାରରେ ବିଳମ୍ବ ଘଟୁଛି। କୋର୍ଟ ପକ୍ଷରୁ ବାରମ୍ବାର ନୋଟିସ ଦିଆଯିବା ସତ୍ତ୍ୱେ ହାଜର ହେଉନାହାନ୍ତି ତଦନ୍ତକାରୀ ଅଧିକାରୀ। ଶନିବାର ଉକ୍ତ ମାମଲାର ତଦନ୍ତକାରୀ…

ଖଟିଆରେ ବୁହା ହେଉଛନ୍ତି ରୋଗୀ

ଖଜୁରିପଡ଼ା,୮ା୧୦(ବିଦୁର ବେହେରା)କନ୍ଧମାଳ ଜିଲା ରାସ୍ତା ସମସ୍ୟାକୁ ନେଇ ଅହରହ ଦହଗଞ୍ଜ ହେଉଛି। ରାସ୍ତା ସମସ୍ୟା ପାଇଁ ଗାଡ଼ି ମଟର ଗାଁ ପର୍ଯ୍ୟନ୍ତ ନ ଯାଇ ପାରୁଥିବାରୁ ରୋଗୀ ମାନଙ୍କୁ ଖଟିଆରେ ବୁହା ହେଉଛି। ଏହା ଦେଖିବାକୁ ମିଳିଛି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ…

୩ ସ୍କୁଲର ୨୯ କମ୍ପ୍ୟୁଟରରୁ ୧୫ ଅଚଳ

ଯାଜପୁର,୮ା୧୦(ହର୍ଷବର୍ଦ୍ଧନ ବେହେରା)ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ସହିତ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ବିକାଶ ନିମନ୍ତେ ସମଗ୍ର ଶିକ୍ଷା ଯୋଜନାରେ ସ୍ମାର୍ଟ ହାଇସ୍କୁଲ ନିର୍ମାଣ ହେଉଛି। ଏଥିରେ କମ୍ପ୍ୟୁଟର ଶିକ୍ଷାକୁ ଅଧିକ ପ୍ରାଧାନ୍ୟ ଦିଆଯାଉଛି। କିନ୍ତୁ ବହୁ ସ୍ମାର୍ଟ ସ୍କୁଲରେ ପୁରୁଣା ଭର୍ସନ ଏବଂ ଅନାମଧ୍ୟେୟ…

ପାନୀୟ ଜଳ ପ୍ରକଳ୍ପ ଅଚଳ : ଲୋକେ ହନ୍ତସନ୍ତ

କୁଜଙ୍ଗ,୮।୧୦(ମନୋଜ ପ୍ରଧାନ)ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ଏକ ପୁରାତନ ଓ ସର୍ବୃହତ ହାଟ ଓ ବଜାରର ମାନ୍ୟତା ପାଇଛି। ଏଠାରେ ଥିବା ଏକ ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଛି। ଫଳରେ ପଥଚାରୀମାନେ ପାଣି ମୁନ୍ଦେ ପାଇଁ ଡହଳବିକ ହେଉଛନ୍ତି। ପ୍ରଶାସନିକ ଦୃଷ୍ଟିକୋଣରୁ…

ଆବାସ ଯୋଜନା ଯୋଗ୍ୟ ହିତାଧିକାରୀଙ୍କ ପାଇଁ ସ୍ବପ୍ନ

ଡେରାବିଶ,୮ା୧୦(ବେବର୍ତା ଅଜୟ ଦାସ)ଗ୍ରାମାଞ୍ଚଳରେ ଛପର ଘରେ ରହୁଥିବା ସମସ୍ତ ଗରିବ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ କରିବାର ବ୍ୟବସ୍ଥା ହୋଇଛି।ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଗୃହ ମିଳିବ ବୋଲି ସରକାର ଘୋଷଣା କରିଛନ୍ତି। ହେଲେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଅଞ୍ଚଳରେ ଏହି ଯୋଜନା…

ପ୍ରଚାରରେ ସୀମିତ ପ୍ଲାଷ୍ଟିକ, ପଲିଥିନ ବର୍ଜନ

କେନ୍ଦ୍ରାପଡ଼ା, ୮ା୧୦(ଜଗନ୍ନାଥ ଧଳ)ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୨୦୧୬ ଗାନ୍ଧୀ ଜୟନ୍ତୀରେ ଆହ୍ବାନ ଦେଇଥିଲେ। ଏହାକୁ ଇତିମଧ୍ୟରେ ୭ ବର୍ଷ ବିତିଛି। ସେହିପରି ବର୍ଜ୍ୟ ବସ୍ତୁ ପରିଚାଳନା ଆଇନକୁ…

ମିଳେଇଯାଉଛି ଇଟା, ପିଲରରେ ଦିଶୁଛି ଛଡ଼

ଫୁଲବାଣୀ,୮ା୧୦(ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀ ଷ୍ଟାଡିୟମ ସମ୍ମୁଖରେ ରହିଛି ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍‌ଡବ୍ଲୁୃସି)ର କାର୍ଯ୍ୟାଳୟ। କିଛିଦିନ ହେବ ଏହାର ପାଚେରି ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ କାମ ଏତେ ନିମ୍ନମାନର ହେଉଛି ଯେ ସରକାରଙ୍କର ଲକ୍ଷ ଲକ୍ଷ ଟଙ୍କା…

ପୁରୁଣା କାମ ଦେଖାଇ ଏମ୍‌ଜିଏନ୍‌ଆରଇଜିଏସ୍‌ ଅର୍ଥ ହଡ଼ପ

ନୂଆଗାଁ, ୮।୧୦ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନାନା ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଏବେ ପୁରୁଣା କାମକୁ ଦେଖାଇ ଅର୍ଥ ହଡପ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌…

ଶହୀଦ ଦିବସରେ କେବଳ ତୋପ ସଲାମି

ନୟାଗଡ଼/ନୂଆଗାଁ, ୮ା୧୦(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ) ଭାରତ ସ୍ବାଧୀନତା ସଂଗ୍ରାମର ମହାନ ତୀର୍ଥକ୍ଷେତ୍ର ନୂଆଗାଁ ବ୍ଲକର ଥୁଆବାରୀ ଓ କୁଶବିଡା ମାଟି ହୋଇଯାଇଛି ଅଖୋଜା ଅଲୋଡା। ଦେଶ ସ୍ବାଧୀନତା ହେବାର ୭୬ ବର୍ଷ ପରେ ବି ଏହି ଗାଁ ପାଇ ପାରି ନାହିଁ…

ଥାନାରେ ଏତଲା ଦେଲା ବୋର୍ଡ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକ,୮ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ)ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏପରି କି ଏହା ଅତି ଦୁର୍ଭାଗ୍ୟର ବିଷୟ ଓ ୟୁଟ୍ୟୁବ ଚ୍ୟାନେଲରେ ଅପଲୋଡ୍‌ କରୁଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼…

ଲୁହରେ ଭିଜିଲା କେନ୍ଦୁଢ଼ିପ

କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍‌ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ ଶନିବାର ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳ ଜିଲା ଭୁବନ ବ୍ଲକ ତଥା କାମାକ୍ଷାନଗର…

ରୌପ୍ୟ ପଦକ ବିଜୟୀ କିଶୋର ଜେନାଙ୍କୁ ଭେଟିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୮ା୧୦ଏସୀୟ କ୍ରୀଡ଼ାର ଜାଭେଲିନ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ଆଥଲେଟ୍‌ କିଶୋର କୁମାର ଜେନାଙ୍କୁ ଶନିବାର ନୂଆଦିଲ୍ଲୀଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri