କଟକ ସବ୍ରେଜିଷ୍ଟ୍ରାରଙ୍କ ନିକଟରେ ଅଭିଯୋଗ କଲେ ସୋମାଲିକା
କଟକ/ଜଗତ୍ସିଂହପୁର,୮ା୧୦(କାର୍ତ୍ତିକ ସାହୁ/ପ୍ରମୋଦ କୁମାର ନାୟକ)ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନକୁ ବିରୋଧ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା ଦାସ। ସୋମାଲିକା ଶନିବାର କଟକସ୍ଥିତ ସବ୍ରେଜିଷ୍ଟ୍ରାର ଅଫିସରେ ବିଜୟ ଶଙ୍କରଙ୍କ ବିବାହ ଆବେଦନ ବିରୋଧରେ ଅଭିଯୋଗ କରିଛନ୍ତି। ସୋମାଲିକାଙ୍କ…
ନିର୍ଯାତନାର ଶିକାର ହୋଇଥିଲେ ୨ ବିବସ୍ତ୍ର ମହିଳା
ସୁନ୍ଦରଗଡ,୮ା୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସହର ଉପକଣ୍ଠ ଇବ୍ ନଦୀ ପୋଲ ଉପରେ ଶୁକ୍ରବାର ଉଲଗ୍ନ ହୋଇ ଚାଲି ଚାଲି ଯାଉଥିବା ୨ ଆଦିବାସୀ ମହିଳା ଉଦ୍ଧାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସ୍ଥାନୀୟ ବିଧାୟିକା କୁସୁମ ଟେଟେ ୨ ମହିଳାଙ୍କୁ…
ସ୍କୁଲରେ ହେବ ସୋସିଆଲ ଅଡିଟ୍
ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସମଗ୍ର ଶିକ୍ଷା ଯୋଜନା ଅଧୀନରେ ବିଦ୍ୟାଳୟସ୍ତରୀୟ ସୋସିଆଲ ଅଡିଟ୍ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସୋସିଆଲ ଅଡିଟ୍ ୟୁନିଟ୍ (ଓସାଟ୍) ସହ ଓସେପାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ସମନ୍ବିତ…
ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ
ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍ ପ୍ରଜାତିର ୩୦ ଏବଂ ଗଡଓ୍ବାଲ ୨୦) ବିଦେଶୀ ପକ୍ଷୀ ଆସିଥିବା ଡିଏଫ୍ଓ ଅମ୍ଳାନ ନାୟକ ସୂଚନା…
୧୪ରେ ଖୋଲିବ ଶିମିଳିପାଳ
ବାରିପଦା, ୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ପରିବର୍ତ୍ତେ ଚଳିତ ମାସ ୧୪ ତାରିଖରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ଭିତରକୁ ପ୍ରବେଶ ନିମନ୍ତେ ଅନ୍ଲାଇନ ଯୋଗେ ଯାନବାହନ ଓ…
ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ଶିଳାନ୍ୟାସ
ଭୁବନେଶ୍ୱର,୮ା୧୦(ଅନିଲ ଦାସ)୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଶୁଭ ଦେବେ। ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତ ୫୯୨୯ କୋଟି ଟଙ୍କାର ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ ମିଳିସାରିଛି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ବହନ…
ଟାଇଗର-୩: ଲିକ ହେଲା କ୍ୟାଟ୍ରିନାଙ୍କ ସିନ…
ମୁମ୍ବାଇ : ଟାଇଗର-୩ ରିଲିଜ ଦିନ ଯେତେ ପାଖେ ଆସୁଛି ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ସେତେ ବଢ଼ିବାରେ ଲାଗିଛି। ଫିଲ୍ମରେ ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫ ମଧ୍ୟରେ ପୁଣି ରୋମାନ୍ସ ଦର୍ଶକ ଦେଖିବାର ସୁଯୋଗ ପାଇବେ। ତେବେ…
କୋରାପୁଟରେ ୧୬୭ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ: ସିଡିଏମ୍ଓ
କୋରାପୁଟ,୭ା୧୦(ଅମିତାଭ ବେହେରା): କୋରାପୁଟ ଜିଲାରେ ବର୍ତ୍ତମାନସୁଧା ୧୬୭ ଜଣ ସ୍କ୍ରବ୍ ଟାଇଫସ୍ରେ ଆକ୍ରାନ୍ତ ହୋଇଥିବା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ଶନିବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୬୫୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା…
୪ ଛେଳି ଖାଇଲା ବାଘ, ଲୋକେ ଆତଙ୍କିତ
କେନ୍ଦୁଝର,୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଢେଙ୍କିକୋଟ ସେକ୍ସନ କାଳିମାଟି ଡ୍ୟାମ୍ ନିକଟ ବାରବାଙ୍କ ଜଙ୍ଗଲରେ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ଜୀବନ ଯାଇଛି। ପ୍ରକାଶ ଯେ, ଢେଙ୍କିକୋଟ ଅଞ୍ଚଳର ବାସନ୍ତୀ ଓ ଲମ୍ବୋଧର ମୁଣ୍ଡାଙ୍କ ଛେଳି ଧରି ଶୁକ୍ରବାର ଦୁଇ…
ନିର୍ମାଣାଧୀନ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ
ହିଞ୍ଜିଳିକାଟୁ,୭ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶନିବାର ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ନିର୍ମାଣାଧୀନ କାର୍ଯ୍ୟଗୁଡିକୁ ଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଜିଲାପାଳ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ…
ଏସବୁ ସ୍ଥାନରେ ମନଖୋଲି ଖର୍ଚ୍ଚ କରନ୍ତୁ ଟଙ୍କା; ସୌଭାଗ୍ୟ ବଢ଼ିବ
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ର ଆଜି ବି ପ୍ରାସଙ୍ଗିକ। ଏଥିରେ ଜୀବନକୁ ସରଳ କରିବା ଲାଗି ଅନେକ ନୀତି ବିଷୟରେ ବର୍ଣ୍ଣନା କରାଯାଇଛି। ସେଥିରୁ ଗୋଟିଏ ହେଲା ଧନ ଖର୍ଚ୍ଚ କରିବା। ଚାଣକ୍ୟ କୁହନ୍ତି, କେଉଁଠି ଖର୍ଚ୍ଚ କରିବେ, ନ କରିବେ ତାହା…
ଆଫଗାନିସ୍ତାନରେ ଗୋଟିଏ ପରେ ଗୋଟିଏ ଭୂକମ୍ପର ୭ ଝଟ୍କା, ୧୫ ମୃତ
କାବୁଲ,୭।୧୦: ଉତ୍ତର-ପଶ୍ଚିମ ଆଫଗାନିସ୍ତାନରେ ଶନିବାର ଗୋଟିଏ ପରେ ଗୋଟିଏ ହୋଇ ୭ଥର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ୬.୩ ତିବ୍ରତା ବିଶିଷ୍ଟ ଭୂକମ୍ପରେ ବହୁତ କ୍ଷୟକ୍ଷତି ହୋଇଥିବା ବେଳେ ୧୫ ଲୋକଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନେକ ଲୋକ ଆହତ ହୋଇଥିବା…
Archives


