ଅଣଛାତ୍ରଙ୍କ ପ୍ରବେଶ ଉପରେ ରୋକ୍
ଯାଜପୁରରୋଡ୍,୭ା୧୦(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଅଣଛାତ୍ରମାନଙ୍କ ଅବାଧ ପ୍ରବେଶ ଉପରେ ରୋକ୍ ଲଗାଯାଇଛି। ଯେଉଁ ଅଣଛାତ୍ର ବିନା କୌଣସି କାର୍ଯ୍ୟରେ କଲେଜକୁ ପ୍ରତିଦିନ ଆସୁଛନ୍ତି ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଉପେନ୍ଦ୍ର…
କାର୍ଯ୍ୟାଦେଶ ଅଛି, ସହାୟତା ନାହିଁ
ଯାଜପୁର,୭ା୧୦(ହର୍ଷବର୍ଦ୍ଧନ ବେହେରା): ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ସର୍ବହରାଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନା ପ୍ରଣୀତ ହୋଇଛି। ହେଲେ ୧୭ ବର୍ଷ ହେଲା କାର୍ଯ୍ୟାଦେଶ ପାଇ ଜଣେ…
ଅଷ୍ଟ୍ରେଲିଆର ଗ୍ରାମାଞ୍ଚଳରେ ବିମାନ ଦୁର୍ଘଟଣା, ୩ ଶିଶୁ ସମେତ ପାଇଲଟ ମୃତ
ସିଡନୀ,୭।୧୦: ଅଷ୍ଟ୍ରେଲିଆର ନ୍ୟୁ ସାଉଥ ୱେଲ୍ସ ରାଜ୍ୟର ଏକ ଗ୍ରାମାଞ୍ଚଳରେ ଶୁକ୍ରବାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ପୁରୁଷ ପାଇଲଟ ଏବଂ ତିନି ଜଣ ଶିଶୁଙ୍କ ମତ୍ୟୁ ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ ଏହି ସୂଚନା ଦେଇଛି। ସାଇରସ ଏସଆର…
ବିଶ୍ୱକପ୍ରେ ପିତା-ପୁତ୍ର
ରୋଜର ବିନ୍ନି-ଷ୍ଟୁଆର୍ଟ ବିନ୍ନି ଭାରତର ପ୍ରଥମ ବିଶ୍ୱକପ୍ ବିଜେତା ଦଳରେ ହାଇଏଷ୍ଟ ଉଇକେଟ ଟେକର ତଥା ବର୍ତ୍ତମାନ ଭାରତୀୟ କ୍ରିକେଟ ବୋର୍ଡର ସଭାପତି ରୋଜର ବିନ୍ନି ଓ ତାଙ୍କ ପୁଅ ଷ୍ଟୁଆର୍ଟ ବିନ୍ନି ଭାରତ ପାଇଁ ବିଶ୍ୱକପ୍ ଖେଳିଛନ୍ତି। ରୋଜର ୧୯୮୩…
ଏସିଆଡ୍ ସ୍ବର୍ଣ୍ଣ ଜିତିବାରେ ଅମିତ୍ ୫ମ ଓଡ଼ିଆ
ଭୁବନେଶ୍ୱର, ୭।୧୦ (ତପନ ସ୍ବାଇଁ): ଚାଇନାର ହାଙ୍ଗଝୋରେ ଚାଲିଥିବା ଏସିଆନ ଗେମ୍ସର ପୁରୁଷ ହକିରେ ଭାରତ ସ୍ବର୍ଣ୍ଣ ପଦକ ହାସଲ କରିଛି। ଫଳରେ ଭାରତୀୟ ଦଳକୁ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ମିଳିଯାଇଛି। ଭାରତୀୟ ଦଳର ସଦସ୍ୟଭାବେ ଅମିତ ରୋହିଦାସ…
ଯାତାୟାତର ମାଧ୍ୟମ କୁକୁର
ଆପଣ ଏପରି ଏକ ଦେଶ ବିଷୟରେ କେବେ କଳ୍ପନା କରିଛନ୍ତି କି? ଯେଉଁଠି ଗାଡ଼ି ରାସ୍ତା ନାହିଁ କି ରେଳରାସ୍ତା ମଧ୍ୟ ନାହିଁ। ଲୋକମାନେ କୁକୁର ଉପରେ ବସି ଯାତ୍ରା କରିଥାନ୍ତି। ଏପରି ଏକ ଦେଶ ହେଉଛି ଗ୍ରୀନ୍ଲାଣ୍ଡ। ଆର୍କଟିକ୍ର ଏକ…
ଭାରତ-ଆଫଗାନିସ୍ତାନ ଫାଇନାଲ
ହାଙ୍ଗ୍ଝୋ, ୭ା୧୦ (ପି.ଟି.): ବାଂଲାଦେଶକୁ ୯ ଉଇକେଟରେ ହରାଇ ଭାରତ ଏସିଆନ ଗେମ୍ସ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛି। ଶନିବାର ଖେଳାଯିବାକୁଥିବା ସ୍ବର୍ଣ୍ଣ ପଦକ ମୁକାବିଲାରେ ଦଳ ଆଫଗାନିସ୍ତାନକୁ ଭେଟିବ। ଆଫଗାନିସ୍ତାନ ଅନ୍ୟ ସେମିଫାଇନାଲରେ ୪ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି।…
ବଜରଙ୍ଗ ପଦକ ଶୂନ୍ୟ
ହାଙ୍ଗ୍ଝୋ, ୭ା୧୦ (ପି.ଟି.): ସିଲେକ୍ସନ ଟ୍ରାଏଲ୍ ବିନା ଏସିଆନ ଗେମ୍ସରେ ଭାଗ ନେଇଥିବା କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଏସିଆନ ଗେମ୍ସରୁ ବିନା ପଦକରେ ଲଜ୍ଜାଜନକ ବିଦାୟ ନେବାକୁ ପଡ଼ିଛି। ଅନ୍ୟପକ୍ଷରେ ପ୍ରତିଭାସମ୍ପନ୍ନ ଅମନ ଶେରାଓ୍ବତଙ୍କ ସମେତ ଅନ୍ୟ ୩ ଭାରତୀୟ ବ୍ରୋଞ୍ଜ…
ପ୍ରଥମ ଥର ୧୦୦ ପଦକ ଛୁଇଁବ ଭାରତ
ହାଙ୍ଗଝୋ, ୭।୧୦ (ପି.ଟି.): ଚଳିତ ଏସିଆନ ଗେମ୍ସରେ ଭାରତ ଐତିହାସିକ ସଫଳତା ହାସଲ କରିବାକୁ ଯାଉଛି। ପ୍ରଥମଥର ପାଇଁ ଭାରତ ପଦକ ସଂଖ୍ୟାରେ ଶତକ ସ୍ପର୍ଶ କରିବା ନିଶ୍ଚିତ ହୋଇଯାଇଛି। ଶୁକ୍ରବାର ଭାରତୀୟ ରେସଲରମାନେ ୩ ପଦକ ଜିତିଥିବାବେଳେ ସିପକ୍ଟାକ୍ରରୁ ପ୍ରଥମଥର…
ବାର୍ଷିକ ଉତ୍ସବରେ କର୍ମଚାରୀଙ୍କୁ ବାସଗୃହ ଜମି ଉପହାର
ଭୁବନେଶ୍ୱର, ୭।୧୦: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ୨୩ ତମ ବାର୍ଷିକ ଉତ୍ସବ ‘ବିଶ୍ୱାସ’ ଶୁକ୍ରବାର ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ୍ ଅଭିନେତ୍ରୀ ତଥା ଅରୁନ୍ଧତୀ ଜୁଏଲର୍ସର ବ୍ରାଣ୍ଡ୍ ଆମ୍ବାସାଡର ଅର୍ଚ୍ଚିତା ସାହୁଙ୍କ ସମେତ ଅରୁନ୍ଧତୀର ପରିଚାଳନା…
ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୨୨ଗବେଷକ
ଭୁବନେଶ୍ୱର,୭।୧୦: ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ୨୨ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ୨୦୨୩ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ ପ୍ରକାଶିତ ୨%…
ଓଡ଼ିଶା ଦଳର ନେତୃତ୍ୱ ନେବେ ଆଶୀର୍ବାଦ
କଟକ,୭ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ୧୯ବର୍ଷରୁ କମ୍ ବାଳକ ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଭିନୁ ମଙ୍କଡ ଟ୍ରଫି ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ଏଥି ପାଇଁ ଓଡିଶା କ୍ରିକେଟ ଆଶୋସିଏଶନ ପକ୍ଷରୁ ରାଜ୍ୟ ଦଳ ଘୋଷଣା କରାଯାଇଛି। ଶୁକ୍ରବାର ଓସିଏ ସମ୍ମିଳନୀ କକ୍ଷରେ…
Archives


