Home Left

ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର, ୭।୧୦: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି ଶୁକ୍ରବାର…

ସିକିମ୍‌ରେ ଫସି ରହିଛନ୍ତି ନୀଳଗିରିର ସତ୍ୟସୁନ୍ଦର

ନୀଳଗିରି,୭ା୧୦(ପ୍ରଶାନ୍ତ ବିଶ୍ୱାଳ): ସିକିମରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟାରେ ଫସି ରହିଛନ୍ତି ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଯୁବ ଇଞ୍ଜିନିୟର ସତ୍ୟସୁନ୍ଦର ବାରିକ। ତାଙ୍କ ସହ ବିଭିନ୍ନ ରାଜ୍ୟର ଆଉ ୭ଜଣ ଯୁବକ ଷ୍ଟାଫ୍‌ କ୍ୱାର୍ଟର୍ସରେ ଫସି ରହିଛନ୍ତି। ଚାରିଆଡେ ଖାଲି ପାଣି…

ରାଜ୍‌ ଇଲେକ୍ଟ୍ରୋନିକ୍ସର ପାର୍ବଣ ଅଫର

ଭୁବନେଶ୍ୱର, ୭।୧୦: ରାଜ୍ୟର ୧ ନମ୍ବର ରିଟେଲ ଚେନ୍‌ ଷ୍ଟୋର ରାଜ୍‌ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ପାର୍ବଣ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ପାର୍ବଣ ସେଲିଂରେ ଆକର୍ଷଣୀୟ ୪୦% ପର୍ଯ୍ୟନ୍ତର ରିହାତି ଏବଂ ୨୦,୦୦୦ ଟଙ୍କା ପର୍ଯ୍ୟନ୍ତର…

‘ରାଜ୍ୟକୁ ଉତ୍ସର୍ଗୀକୃତ ହେଲିକପ୍ଟର ଦିଆଯାଉ’

ଭୁବନେଶ୍ୱର,୭ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ମାଓବାଦୀ ସମସ୍ୟାର ମୁକାବିଲା ନିମନ୍ତେ ଭାରତ ସରକାରଙ୍କ ସହାୟତା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ କିଛି ସମସ୍ୟା ଉପରେ ଭାରତ ସରକାରଙ୍କ…

ଓଡ଼ିଶାରେ ଆରମ୍ଭ ହେବ ‘ୱାନ୍‌ ହେଲ୍‌ଥ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୭ା୧୦(ଅସମାପିକା ସାହୁ): ଓଡ଼ିଶାରେ ୱାନ୍‌ ହେଲ୍‌ଥ କାର୍ଯ୍ୟକ୍ରମ ଆରମ୍ଭ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ଦ୍ୱାରା ପ୍ରସ୍ତାବିତ ଏହି କାର୍ଯ୍ୟକ୍ରମକୁ ପାଇଲଟ ପ୍ରକଳ୍ପ ଆଧାରରେ ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି।…

ସ୍ତନ କର୍କଟ ଭଲ କରିବ ନିମ୍ବପତ୍ର

ଭୁବନେଶ୍ୱର, ୭।୧୦(ଅସମାପିକା ସାହୁ): ନିମ୍ବପତ୍ର ସ୍ତନ କର୍କଟ ବା ବ୍ରେଷ୍ଟ୍‌ କ୍ୟାନ୍‌ସରକୁ ମୂଳପୋଛ କରିପାରିବ। କ୍ୟାନ୍‌ସର ଷ୍ଟେମ୍‌ ସେଲ୍‌କୁ ନିମ୍ବପତ୍ରରୁ ପ୍ରସ୍ତୁତ ଔଷଧ ମାରିଦେବ। ନିମ୍ବପତ୍ରରେ ଥିବା ନିମ୍ବୋଲାଇଡ୍‌ର ଏଭଳି ଗୁଣ ଥିବା ନେଇ ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ଭୁବନେଶ୍ୱର ଦାବି…

ପ୍ରତ୍ୟେକ ହକି ଖେଳାଳିଙ୍କୁ ମିଳିବ ୫ ଲକ୍ଷ

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଟିମ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ପ୍ରତ୍ୟେକ ଖେଳାଳି ଏବଂ ଦଳର ଅନ୍ୟ ସହଯୋଗୀଙ୍କ ପାଇଁ…

ନିର୍ବାଚନକୁ ହିଂସାମୁକ୍ତ କରିବାକୁ ସିଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୦: ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ପୂର୍ବରୁ ମୁଖ୍ୟ ନିର୍ବାଚନ କମିଶନ (ସିଇସି) ରାଜୀବ କୁମାର ଶୁକ୍ରବାର ପର୍ଯ୍ୟବେକ୍ଷକମାନଙ୍କ ସହ ବୈଠକ କରିଥିଲେ। ଅର୍ଥବଳକୁ ଠିକ୍‌ ଭାବେ ନିୟନ୍ତ୍ରଣ କରିବା ସହ ନିର୍ବାଚନ ଯେପରି ହିଂସାମୁକ୍ତ…

ବିହାର ଭଳି ରାଜସ୍ଥାନରେ ହେବ ଜାତିଗତ ଜନଗଣନା, କୋର କମିଟି ବୈଠକରେ ପ୍ରସ୍ତାବ ପାସ୍‌

ଜୟପୁର,୭।୧୦: ବିହାର ଭଳି ରାଜସ୍ଥାନ ସରକାର ମଧ୍ୟ ଜାତିଗତ ଜନଗଣନା କରିବେ। କୋର୍‌ କମିଟି ବୈଠକରେ ପ୍ରସ୍ତାବ ପାରିତ ହୋଇଛି। କୋର୍‌ କମିଟି ବୈଠକରେ ସଚିନ ପାଇଲଟ ମଧ୍ୟ ଉପସ୍ଥିତ ଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ ଗେହଲଟ କହିଛନ୍ତି, ବୈଠକ ବହୁତ…

ମଧ୍ୟପ୍ରଦେଶ, ରାଜସ୍ଥାନ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୭ା୧୦: ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ଭୋଟରମାନଙ୍କୁ ମାଗଣା ଉପହାର ବଣ୍ଟାଯାଉଥିବା ଅଭିଯୋଗରେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏହାର ଶୁଣାଣି ଅବସରରେ ଉପରୋକ୍ତ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ପ୍ରଧାନ…

ଲୋକ ସଭା ନିର୍ବାଚନ ଲଢ଼ିବି

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରୁ ଲୋକ ସଭା ନିର୍ବାଚନ ଲଢ଼ିବି। ଏଥିଲାଗି ଅନୁମତି ଦେବା ପାଇଁ ଦଳ ପାଖରେ ଅନୁରୋଧ କରିଥିବା ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେବା ଅବସରରେ କହିଛନ୍ତି। ଧର୍ମେନ୍ଦ୍ର…

ଶିକ୍ଷକଙ୍କୁ ଗୁଳିକଲେ ଛାତ୍ର

ଲକ୍ଷ୍ନୌ,୭ା୧୦: ଉତ୍ତରପ୍ରଦେଶର ଆଗ୍ରାରେ ଦୁଇ ଛାତ୍ର ସେମାନଙ୍କ ଶିକ୍ଷକଙ୍କ ଗୋଡ଼କୁ ଗୁଳି ଚଳାଇବା ସହ ଏହାର ଭିଡିଓ ରେକର୍ଡିଂ କରିଛନ୍ତି, ଯେଉଁଥିରେ ସେମାନେ ନିଜକୁ ‘ଗ୍ୟାଙ୍ଗ୍‌ଷ୍ଟର’ର ପରିଚୟ ଦେଇଛନ୍ତି। ଭାଇରାଲ ଭିଡିଓରେ ସମ୍ପୃକ୍ତ ଛାତ୍ର ଶିକ୍ଷକଙ୍କୁ ଆଉ ୩୯ ଥର ଗୁଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri