ରାହୁଲଙ୍କୁ ‘ରାବଣ’ ଦର୍ଶାଇ ଫସିଲା ଭାଜପା! ଜୟପୁରରେ ଜେପି ନଡ୍ଡାଙ୍କ ବିରୋଧରେ ମାମଲା ରୁଜୁ
ଜୟପୁର,୬।୧୦: ଭାଜପାର ଆଧିକାରୀକ ଟୁଇଟର ହ୍ୟାଣ୍ଡେଲରୁ ରାହୁଲ ଗାନ୍ଧୀଙ୍କୁ ‘ରାବଣ’ ଦର୍ଶାଇ ଏକ ପୋଷ୍ଟର ଶେୟାର କରାଯାଇଥିଲା। ଏହାକୁ ନେଇ ବିରୋଧୀ ଦଳ ଭାଜପାକୁ ଟାର୍ଗେଟ କରୁଥିବା ବେଳେ ରାଜସ୍ଥାନର ରାଜଧାନୀ ଜୟପୁରରେ ଦଳ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ବିରୋଧରେ…
ସାମାନ୍ୟ ବଚସାରୁ କୁରାଢ଼ିରେ ଆକ୍ରମଣ
ଠାକୁରମୁଣ୍ଡା,୬ା୧୦(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଧୀନ କରଡ଼ାପାଳ ଗ୍ରାମରେ କୁରାଢ଼ି ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତି ଜଣକ ହେଲେ ବିରଞ୍ଚି ମହାନ୍ତ। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ, ୫୦୦ କୋଟି ଟଙ୍କା ଦାବି କରିଛନ୍ତି ଇମେଲ୍ ପ୍ରେରକ
ନୂଆଦିଲ୍ଲୀ,୬।୧୦: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ଏକ ଧମକପୂର୍ଣ୍ଣ ଇମେଲ୍ ପାଇଛି। ଏହି ଇମେଲ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହା ବ୍ୟତୀତ ଅହମ୍ମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମକୁ ମଧ୍ୟ ବିସ୍ଫୋରଣରେ ଉଡାଇ ଦେବାକୁ ଧମକ ମିଳିଛି।…
ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ୍ ଲିକ୍ ହୋଇ ନିଆଁ
ଚାନ୍ଦବାଲି, ୬।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋସିଙ୍ଗା ପଞ୍ଚାୟତ ସାବିତ୍ରୀସରାଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ରୋଷେଇ ଚାଲିଥିବା ବେଳେ ଗ୍ୟାସ୍ ଲିକ୍ ହୋଇଥିଲା। ଫଳରେ ଆଂଶିକ ଆସବାବପତ୍ରରେ ନିଆଁ ଲାଗିଯାଇଥିଲା। ଛାତ୍ରୀଛାତ୍ର ଅଳ୍ପକେ…
ଏକ୍ସ, ୟୁଟ୍ୟୁବ୍ ଏବଂ ଟେଲିଗ୍ରାମକୁ ନୋଟିସ୍ ପଠାଇଲା ଆଇଟି ମନ୍ତ୍ରଣାଳୟ, ଜାଣନ୍ତୁ ପୁରା ମାମଲା…
ନୂଆଦିଲ୍ଲୀ,୬।୧୦: ଇଣ୍ଟରନେଟ୍ରେ ଶିଶୁ ଯୌନ ଶୋଷଣ ସହ ଜଡିତ ବିଷୟବସ୍ତୁ ପ୍ରତି ଭାରତ ସରକାର ବର୍ତ୍ତମାନ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବୈଦ୍ୟୁତିକ ଏବଂ ଆଇଟି ମନ୍ତ୍ରଣାଳୟର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ସ୍ପଷ୍ଟ ଶବ୍ଦରେ କହିଛନ୍ତି ଯେ ଯଦି କୌଣସି ପ୍ରକାର…
ସ୍ବର୍ଣ୍ଣ ଜିତିଲା ଭାରତୀୟ ପୁରୁଷ ହକି ଟିମ୍
ହାଙ୍ଗଝୋ,୬।୧୦: ଭାରତୀୟ ପୁରୁଷ ହକି ଟିମ୍ ଏସିଆନ୍ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲରେ ଜାପାନକୁ ୫-୧ ଗୋଲରେ ପରାସ୍ତ କରି ଚତୁର୍ଥ ଥର ଲାଗି ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛି। ଏଥିସହ କୋଚ୍ କ୍ରେଗ୍ ଫୁଲ୍ଟନଙ୍କ ଦଳ ପ୍ୟାରିସ…
ନବଜାତଙ୍କ ଗୋଡରେ ଲାଗିବ ଟ୍ୟାଗ୍
ଭୁବନେଶ୍ୱର,୬।୧୦: କ୍ୟାପିଟାଲ ହସ୍ପିଟାଲ ଛୁଆ ଅଦଳବଦଳ ଅଭିଯୋଗ ଘଟଣା ପରେ ଏବେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏଣିକି ନବଜାତକଙ୍କ ଗୋଡରେ ଟ୍ୟାଗ ଲଗାଯିବ। ଅନ୍ୟପକ୍ଷେ ଡିଏନଏ ରିପୋର୍ଟ ଆସିବା ପରେ ହସ୍ପିଟାଲ ନିର୍ଦ୍ଦେଶକ କହିଲେ ଶିଶୁଙ୍କ ବାପାଙ୍କ ବିରୋଧରେ ମାନହାନୀ…
ନେଦରଲାଣ୍ଡସ୍ ଆଗରେ ୨୮୭ ରନ୍ର ବିଜୟ ଟାର୍ଗେଟ୍
ହାଇଦ୍ରାବାଦ,୬।୧୦: ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପର ଦ୍ୱିତୀୟ ମ୍ୟାଚ୍ରେ ନେଦରଲାଣ୍ଡସ୍ ଅଧିନାୟକ ସ୍କଟ ଏଡୱାର୍ଡସ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପାକିସ୍ତାନ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ୪୯…
ଅକ୍ଟୋବର ୨୧ରେ ପାକିସ୍ତାନ ଫେରିବେ ନଓ୍ବାଜ
ଇସଲାମାବାଦ,୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫଙ୍କ ଦଳ ଅନୁମାନକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଯେ ସେ ଅକ୍ଟୋବର ୨୧ରେ ଲଣ୍ଡନରେ ଆତ୍ମନିର୍ବାସନରୁ ତାଙ୍କ ଯୋଜନାବଦ୍ଧ ପ୍ରତ୍ୟାବର୍ତ୍ତନକୁ ବିଳମ୍ବ କରିପାରନ୍ତି। ଜାନୁୟାରୀରେ ହେବାକୁ ଥିବା ଆସନ୍ତା ସାଧାରଣ ନିର୍ବାଚନରେ ପାକିସ୍ତାନୀ ମୁସଲିମ ଲିଗ-ନୱାଜ…
୨୨ରେ ମା’ ମାଣିକେଶରୀଙ୍କ ଛତରଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମା’ ମାଣିକେଶରୀ ପବିତ୍ର ଛତର ଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ଥିଲେ।…
ଏମିତି ଜୀବନସାଥି ଚାହୁଁଛନ୍ତି କ୍ରିତି
ମୁମ୍ବାଇ: ନିଜର ଆକ୍ଟିଂ ଟ୍ୟାଲେଣ୍ଟକୁ ନେଇ ଧିରେ ଧିରେ ବଲିଉଡ ଦୁନିଆରେ ନିଜର ଏକ ଭିନ୍ନ ପରିଚୟ ତିଆରି କଲେଣି ନାୟିକା କ୍ରିତି ସାନନ। ୨୦୧୪ରେ ଫିଲ୍ମ ‘ହିରୋପନ୍ଥୀ’ ଜରିଆରେ ବଲିଉଡରେ ଡେବ୍ୟୁ କରିବା ପରେ ସେ ସିନେପ୍ରେମୀଙ୍କୁ ପୈସା ଓ୍ବସୁଲ…
ଚର୍ଚ୍ଚାରେ ଅନମୋଲ ଅଙ୍କିତା
ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଭବାନୀପାଟଣା ସହରର ଝିଅ ଅନମୋଲ ଅଙ୍କିତା ନୂଆଦିଲ୍ଲୀସ୍ଥିତ ନୂଆ ସଂସଦ ଭବନରେ ଲାଲବାହାଦୁର ଶାସ୍ତ୍ରୀଙ୍କ ଉପରେ ଇଂଲିଶରେ ବକ୍ତୃତା ଉପସ୍ଥାପନା କରି ଏବେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ…
Archives


