ଅସ୍ତିତ୍ୱ ଖୋଜୁଛି ଅଟୋନଗର
ବ୍ରହ୍ମପୁର,୭।୨(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ଶିଳ୍ପାଞ୍ଚଳ ଭିତ୍ତିଭୂମିରେ ସାମିଲ ହୋଇଥିବା ରଙ୍ଗେଇଲୁଣ୍ଡା ବ୍ଲକ ହଳଦିଆପଦରସ୍ଥିତ ଅଟୋନଗର ସ୍ଥିତି ଦୟନୀୟ ହୋଇପଡ଼ିଛି। ଦୀର୍ଘ ୩୩ ବର୍ଷ ହେଲା ଏକ ଦୂଷିତ ପରିବେଶରେ ଥିବା ଏହି ଶିଳ୍ପାଞ୍ଚଳ ନିଜ ଅସ୍ତିତ୍ୱ ଖୋଜିବାରେ ଲାଗିଛି। ବହୁ…
ଆମେରିକାରେ ଭାରତୀୟ ଉପରେ ଆକ୍ରମଣ: ଭିଡିଓ ଜାରି କରି ନିବେଦନ କଲେ ଛାତ୍ର, ଜୟଶଙ୍କରଙ୍କୁ ଚିଠି ଲେଖିଲେ ପୀଡିତଙ୍କ ପତ୍ନୀ
ନୂଆଦିଲ୍ଲୀ,୭।୨: ଆମେରିକାର ଚିକାଗୋରେ ଜଣେ ଭାରତୀୟ ଛାତ୍ରଙ୍କ ଉପରେ ଆକ୍ରମଣ ମାମଲା ବର୍ତ୍ତମାନ ବୃଦ୍ଧି ପାଇବାରେ ଲାଗିଛି। ଏହି ଆକ୍ରମଣରେ ଭାରତୀୟ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଘଟଣା ପରେ ଏହି ପୀଡିତ ଛାତ୍ର ବର୍ତ୍ତମାନ ଏକ ଭିଡିଓ ଜାରି କରି…
କାନ୍ଥ ସୂଚନାରେ ସ୍ବଚ୍ଛତା ସୀମିତ, ଟୋଲ୍ ଫ୍ରି’ରୁ ଉତ୍ତର ମିଳୁନି
ବ୍ରହ୍ମପୁର,୭।୨ (ସ୍ମୃତି ରଞ୍ଜନ ମହାଲିକ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ସମସ୍ତଙ୍କ କର୍ତ୍ତବ୍ୟ। ‘ଆମ ସହର, ଆମ ଗର୍ବ’ ଏଭଳି ବାର୍ତ୍ତା ନେଇ ବ୍ରହ୍ମପୁର ମହାନଗର ପକ୍ଷରୁ ସହରର ପ୍ରତି ୱାର୍ଡର କାନ୍ଥରେ ସୂଚନା ରହିଛି। ଉକ୍ତ ୱାର୍ଡର ସ୍ବଚ୍ଛସାଥୀ,…
ଶିବଗଙ୍ଗା ପୋଖରୀର ସୁରକ୍ଷା ପାଚେରି ଧସିଲା
ଚାନ୍ଦବାଲି,୭।୨(କିଷାନ ପାତ୍ର): ଭଦ୍ରକ ଜିଲାର ପ୍ରମୁଖ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ପୀଠରେ ଥିବା ଶିବଗଙ୍ଗା ପୋଖରୀ ପାଚେରି ସୋମବାର ବିଳମ୍ବିତ ରାତିରେ ଧସିଛି। ଏହି ପୋଖରୀକୁ ଲାଗିଥିବା ୪୦ ଫୁଟ୍ ଲମ୍ବର ଡ୍ରେନ୍ ଓ ସୁରକ୍ଷା ପାଚେରି ୨୦ ଫୁଟ୍ ତଳକୁ…
ଆଦିବାସୀଙ୍କ ସାମ୍ବିଧାନିକ ଅଧିକାର, ସୁରକ୍ଷା ସହ ସାଲିସ କରାଯିବନାହିଁ: ଧର୍ମେନ୍ଦ୍ର
ଭୁବନେଶ୍ୱର,୭।୨(ସୁନିତ୍ ମିଶ୍ର): କୌଣସି ସ୍ଥିତିରେ ଆଦିବାସୀଙ୍କ ସାମ୍ବିଧାନିକ ଅଧିକାର ଏବଂ ସୁରକ୍ଷା ସହ ସାଲିସ କରାଯିବ ନାହିଁ ବୋଲି ମଙ୍ଗଳବାର ରାଜ୍ୟ ସଭାରେ ସମ୍ବିଧାନ (ଅନୁସୂଚିତ ଜାତି ଓ ଜନଜାତି) ଆଦେଶ (ସଂଶୋଧନ) ବିଲ୍ – ୨୦୨୪ ଉପରେ ବିବୃତିି ଦେଇ…
ଜଳପ୍ରପାତ ପାଖରେ କରୁଥିଲେ ରିଲ୍ସ, ହଠାତ୍ ୨ ଯବତୀ…
ମାଲକାନଗିରି, ୭ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗୋବିନ୍ଦପାଲ୍ଲି ନିଟକରେ ଥିବା ଗୁମ୍ମାଝରଣ ଜଳପ୍ରପାତ ଏକ ମନୋରମ ସ୍ଥାନ। ଏଠାକୁ ଅନେକେ ଭ୍ରମଣ ନିମନ୍ତେ ଯାଇଥାନ୍ତି। କୁଡୁମୁଲୁଗୁମ୍ମା ଅଞ୍ଚଳର ୨ ଯୁବତୀ ମଧ୍ୟ ନିଜ ପରିବାର ସହ ପିକନିକ ପାଇଁ ମଙ୍ଗଳବାର ଏଠାକୁ…
ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ଦାବି କଲେ ମାନସ
ଭୁବନେଶ୍ୱର,୭।୨ (ଅନିଲ ଦାସ): ବଜ୍ରପାତକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିବାକୁ ପାର୍ଲାମେଣ୍ଟରେ ବିଜେଡି ଦାବି କରିଛି। ବିଜୁ ଜନତା ଦଳର ରାଜ୍ୟ ସଭା ସଦସ୍ୟ ମାନସ ମଙ୍ଗରାଜ ମଙ୍ଗଳବାର ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି। ବଜ୍ରପାତ ଯୋଗୁ ଲୋକଙ୍କ ଜୀବନ…
ପୂର୍ବତନ ରଣଜୀ ଖେଳାଳି ଶୁଭାଶିଷ ଭୂୟାଁଙ୍କ ପରଲୋକ
ଭୁବନେଶ୍ୱର, ୭।୨ (ତପନ ସ୍ବାଇଁ): ପୂର୍ବତନ ରଣଜୀ ଟ୍ରଫି ଖେଳାଳି ତଥା ଓଡ଼ିଶା ସିନିୟର କ୍ରିକେଟ ଦଳର ଚୟନକର୍ତ୍ତା ଶୁଭାଶିଷ ଭୂୟାଁଙ୍କର ସୋମବାର ରାତିରେ ପରଲୋକ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଡାକ୍ତରଖାନା ନେବା ବାଟରେ ସେ ମୃତ୍ୟୁବରଣ କରିଥିଲେ।…
ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ବଳାତ୍କାର ମାମଲା
ବେଙ୍ଗାଲୁରୁ/ନୂଆଦିଲ୍ଲୀ, ୭ା୨(ପି.ଟି.): ଜଣେ ମହିଳାଙ୍କ ଅଭିଯୋଗ କ୍ରମେ ବେଙ୍ଗାଲୁରୁ ପୋଲିସ ପୋକ୍ସୋ ଆଇନ ଅଧୀନରେ ଅର୍ଜୁନ ପୁରସ୍କାର ବିଜୟୀ ଭାରତୀୟ ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ଏକ ବଳାତ୍କାର ମାମଲା ରୁଜୁ କରିଛି। ୨୨ ବର୍ଷୀୟା ମହିଳା ଜଣକ କହିଛନ୍ତି…
ନେପାଳକୁ ହରାଇ ଫାଇନାଲରେ ଭାରତ
ଢାକା, ୭ା୨(ପି.ଟି.): ନେହାଙ୍କ ଡବଲ୍ ଗୋଲ୍ ବଳରେ ଭାରତ ଏହାର ଶେଷ ଲିଗ୍ ମ୍ୟାଚରେ ନେପାଳକୁ ୪-୦ ଗୋଲ୍ରେ ପରାସ୍ତ କରି ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍ ସାଫ୍ ମହିଳା ଫୁଟ୍ବଲ ଚାମ୍ପିୟନଶିପ୍ର ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯିବାକୁ…
ବିଜୟରେ ନେଦରଲାଣ୍ଡ୍ସର ହ୍ୟାଟ୍ରିକ୍
ଭୁବନେଶ୍ୱର, ୭।୨(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ମହିଳା ହକି ପ୍ରୋ ଲିଗ୍ରେ ନେଦରଲାଣ୍ଡ୍ସ ଦଳ ବିଜୟରେ ହ୍ୟାଟ୍ରିକ ଅର୍ଜନ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ଚାଇନାକୁ ୩-୧ ଗୋଲରେ ପରାସ୍ତ କରିଛି। ଆମେରିକାକୁ ୭-୦ ଗୋଲରେ…
ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଉଦ୍ଘାଟିତ
ପୁରୀ, ୭।୨(ଅଜିତ୍ ମହାନ୍ତି): ରାଜ୍ୟସ୍ତରୀୟ ପୁରୁଷ ଓ ମହିଳା କ୍ରିକେଟ୍ ପ୍ରତିଯୋଗିତା ମଙ୍ଗଳବାରଠାରୁ ଜଗନ୍ନାଥ ଷ୍ଟାଡିୟମ୍ରେ ଆରମ୍ଭ ହୋଇଯାଇଛି। ନୂଆ-ଓ ମାଧ୍ୟମରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଜିଲାପାଳ ବିଜୟ କୁମାର ଦାଶ ଉଦ୍ଘାଟନ କରିବା ସହ କ୍ରୀଡ଼ା ଶୃଙ୍ଖଳା, ଭାଇଚାରା ଓ…

