ଔଷଧ କାରଖାନାରେ ଅଗ୍ନିକାଣ୍ଡ: ୪ ମୃତ
ଅମୃତସର,୬।୧୦: ପଞ୍ଜାବର ଅମୃତସର ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଅମୃତସରର ମଜିଠା ରୋଡରେ ଥିବା ଗାଁ ନାଗକାଲାନର ଏକ ଔଷଧ କାରଖାନାରେ ଅଗ୍ନିକାଣ୍ଡ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଗୁରୁବାର ସାରେ…
ସଞ୍ଜୟ ସିଂ, ଦୀନେଶ ଆରୋରାଙ୍କୁ ସାମ୍ନାସାମ୍ନି ବସାଇ ପଚରାଉଚରା କରିପାରେ ଇଡି
ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି)ର ରାଜ୍ୟ ସଭା ଏମ୍ପି ସଞ୍ଜୟ ସିଂଙ୍କୁ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ୮ ଦିନ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେପାଜତକୁ ପଠାଯାଇଛି। ତାଙ୍କୁ ବୁଧବାର ଗିରଫ କରାଯାଇଥିଲା ଏବଂ ପରେ ଗୁରୁବାର କୋର୍ଟରେ…
ଆଣ୍ଟାର୍କଟିକାର ବରଫାବୃତ ଅଞ୍ଚଳକୁ ଏକା ପାର କରିବେ
ଲଣ୍ଡନ: ଲୋକେ ନଁା କରିବାକୁ ବିଭିନ୍ନ ସ୍ତରକୁ ଯାଇପାରନ୍ତି। ତେବେ ବ୍ରିଟେନର ଜଣେ ବ୍ୟକ୍ତି ନିଜକୁ ଲୌହମାନବ ପ୍ରମାଣିତ କରିବାକୁ ଉଦ୍ୟମ ଚଳାଇଛନ୍ତି। ସେ ପ୍ରାୟତଃ ଏକ ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିବାକୁ ପଣ କରିଛନ୍ତି। ସେ ଦୁନିଆର ସବୁଠୁ ଥଣ୍ଡା…
ସଫେଇ ଦେଲେ ପଓ୍ବନ କଲ୍ୟାଣ
ହାଇଦ୍ରାବାଦ୍,୬।୧୦: ଜନସେନା ପାର୍ଟି ସଭାପତି ପୱନ କଲ୍ୟାଣ ଏନଡିଏ ଛାଡୁଥିବା ଚର୍ଚ୍ଚାକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି। ଭବିଷ୍ୟତରେ ଯଦି ସେ ଏପରି ନିଷ୍ପତ୍ତି ନିଅନ୍ତି ତେବେ ସେ ଏହାକୁ ସଠିକ ଭାବରେ ଘୋଷଣା କରିବେ ବୋଲି ସେ କହିଛନ୍ତି। କଲ୍ୟାଣ ଟିଡିପିକୁ…
ରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ହତ୍ୟା ଧମକ ଦେଇଥିବା ଯୁବକଙ୍କୁ ୯ ବର୍ଷ ଜେଲ୍
ଲଣ୍ଡନ,୬।୧୦: ବ୍ରିଟେନର ସ୍ବର୍ଗତ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କୁ ହତ୍ୟା କରିବାର ଷଡଯନ୍ତ୍ର କରି ଜସୱନ୍ତ ସିଂ ଚେଲ ନାମକ ଜଣେ ଶିଖ ଯୁବକଙ୍କୁ ୯ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜସୱନ୍ତ ସିଂଙ୍କ ବୟସ ୨୧ ବର୍ଷ ବୋଲି ଦର୍ଶାଯାଇଛି। ଜସୱନ୍ତ…
ସିକ୍କିମ୍ ବନ୍ୟା: ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି, ଏବେ ବି ଅନେକ ନିଖୋଜ
ଗ୍ୟାଙ୍ଗ୍ଟକ୍,୬।୧୦: ସିକ୍କିମରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି। ଏପର୍ଯ୍ୟନ୍ତ ବନ୍ୟାରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୯୮ ଜଣ ନିଖୋଜ ଅଛନ୍ତି। ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଏନେଇ ସୂଚନା ଦେଇଛନ୍ତି। ଆଜି ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନ୍ଡିଆର୍ଏଫ୍)…
କଂସାରିଗୁଡ଼ାରେ ହେବ ଆଲୁମିନା ରିଫାଇନେରି
ଭୁବନେଶ୍ୱର,(ଅନିଲ ଦାସ)/ରାୟଗଡ଼ା,(ଆଶିଷ ରଞ୍ଜନ ପଣ୍ଡା), ୬।୧୦:ରାୟଗଡ଼ା ଜିଲା କାଶୀପୁର ବ୍ଲକ କଂସାରିଗୁଡ଼ାଠାରେ ଏକ ଆଲୁମିନା ରିଫାଇନେରି ସ୍ଥାପନ ପାଇଁ ଓଡ଼ିଶା ଖଣି ନିଗମ(ଓଏମ୍ସି) ଏବଂ ହିଣ୍ଡାଲ୍କୋ ମଧ୍ୟରେ ଗୁରୁବାର ଏକ ବୁଝାମଣାପତ୍ର(ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି…
ସହପାଠିନୀ ପ୍ରତ୍ୟୁଷାଙ୍କୁ ବିବାହ କରିବେ ବିଜୟ ଶଙ୍କର
କଟକ,୬ା୧୦ (କାର୍ତ୍ତିକ ସାହୁ):ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। କଟକ ଅରୁଣୋଦୟ ମାର୍କେଟ ଅଞ୍ଚଳର ପ୍ରତ୍ୟୁଷା ନନ୍ଦ ନାମ୍ନୀ ମହିଳାଙ୍କୁ ବିବାହ ପାଇଁ ସେ କଟକସ୍ଥିତ ରେଜିଷ୍ଟ୍ରାର ଅଫ୍ ମ୍ୟାରେଜଙ୍କ କାର୍ଯ୍ୟାଳୟରେ ଗତ ସେପ୍ଟେମ୍ବର ୨୧ରେ ଆବେଦନ…
ଶକ୍ତି, ଶୌର୍ଯ୍ୟର ପ୍ରତୀକ ଖଣ୍ଡାବସା
ଆସୁଛି ପାର୍ବଣ। ଚାଲିଛି ପ୍ରସ୍ତୁତି। ଶରତକାଳୀନ କାଶତଣ୍ଡୀ ଫୁଲର ସମ୍ଭାର ପାର୍ବଣ ଋତୁ ଆଗମନର ସୂଚନା ଦେଲାଣି। ମା’ ଦୁର୍ଗାଙ୍କ ଆବାହନ ପାଇଁ ସଜେଇ ହେଉଛି ପୂଜା ମଣ୍ଡପ। ଶକ୍ତିପୀଠରେ ବି ଜମି ଆସୁଛି ଶ୍ରଦ୍ଧାଳୁଙ୍କ ଭିଡ। ମହିଷମର୍ଦ୍ଦିନୀ ମା’ ଦୁର୍ଗାଙ୍କ…
ଆଇସିୟୁରେ ରୋଗୀଙ୍କୁ ମିଳିବ ମ୍ୟୁଜିକ୍ଥେରାପି
କଟକ,୬ା୧୦ (କାର୍ତ୍ତିକ ସାହୁ):ସଙ୍ଗୀତର ମଧୁର ମୂର୍ଚ୍ଛନା ପ୍ରାଣକୁ ଉଲ୍ଲସିତ କରେ। ମାନସିକ ଅବସାଦ ଦୂର କରି ସୁସ୍ଥତା ଆଣିଦିଏ। ମ୍ୟୁଜିକ୍ଥେରାପିର କଥା କିଛି ନୂଆ ନୁହେଁ। ତେବେ କଟକ ଏସ୍ସିବି ମେଡିକାଲ ପାଇଁ ଏହା ଏକ ନୂଆ ନିଷ୍ପତ୍ତି। ଏଣିକି ଆଇସିୟୁରେ…
ଚିତ୍ତରଞ୍ଜନ ତ୍ରିପାଠୀ ଏନ୍ଏସ୍ଡି ନିର୍ଦ୍ଦେଶକ
ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ନ୍ୟାଶନାଲ ସ୍କୁଲ୍ ଅଫ୍ ଡ୍ରାମା (ଏନ୍ଏସ୍ଡି)ର ନିର୍ଦ୍ଦେଶକ ଭାବେ ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନାମ ଘୋଷଣା କରାଯାଇଛି। ତାଙ୍କ ଘର ଭଦ୍ରକ ଜିଲା ଅନ୍ତର୍ଗତ ଚାନ୍ଦବାଲିରେ। ସେ କେବଳ ଜଣେ ଅଭିନେତା ନୁହନ୍ତି, ସିନେ ନିର୍ଦ୍ଦେଶକ, ଲେଖକ ଓ ସଙ୍ଗୀତ…
ଡିଏନ୍ଏ ରିପୋର୍ଟ: ପୁଅ ନୁହେଁ, ଝିଅ ହୋଇଥିଲା
ଭୁବନେଶ୍ୱର,୬ା୧୦(ସତ୍ୟଜିତ୍ ରାଉତ):ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାର ୯ଦିନ ପରେ ଗୁରୁବାର ସତ ପଦାକୁ ଆସିଛି। ଅଭିଯୋଗକାରୀ ପିତା ତଥା କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ବାସିନ୍ଦା ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହିଁ ଜନ୍ମ…
Archives


