Home Left

ରେଫର ରୋଗୀଙ୍କୁ ମିଳିଲାନି ଆମ୍ବୁଲାନ୍ସ

ନୟାଗଡ଼,୫।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱର ରେଫର ହୋଇଥିବା ଜଣେ ଶିଶୁ କନ୍ୟାଙ୍କୁ ଆମ୍ବୁଲାନ୍ସ ମିଳି ନ ଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟା ଗୁରୁତର ଭାବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅଭିଯୋଗ ଅନୁସାରେ ଦଶପଲ୍ଲା ବ୍ଲକ…

ଚାରା ବିକ୍ରିରେ ଅନିୟମିତତା

ନୟାଗଡ଼,୫।୧୦(ଲୋକନାଥ ମିଶ୍ର)ନୟାଗଡ଼ ଜିଲାର ୮ଟି ବ୍ଲକରେ ଥିବା କନିଷ୍ଠ ଉଦ୍ୟାନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଷ୍ଟେଟ୍‌ ପ୍ଲାନରେ ବିକ୍ରି ହେଉଥିବା ଚାରାକୁ ମନଇଛା ଦରରେ ବିକ୍ରି କରାଯାଉଥିବା ଅଭିଯୋଗ ହେଉଛି। ଅନ୍ୟପକ୍ଷେ କେଉଁ ଚାରା କେତେ ରେଟ୍‌ ସେନେଇ ଚାରା ବିକ୍ରି ହେଉଥିବା…

ପିପିପି ମୋଡ୍‌ରେ ହେବ ୫ ମଲ୍ଟି ସ୍ପେସିଆଲିଟି, ସୁପର ସ୍ପେସିଆଲିଟି ହସ୍ପିଟାଲ

ଭୁବନେଶ୍ୱର,୫ା୧୦(ଅନିଲଦାସ)ରାଜ୍ୟରେ ଖୁବ୍‌ଶୀଘ୍ର ୫ଟି ନୂତନ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ନିର୍ମାଣ ହେବ। ପ୍ରଥମ ଥର ପାଇଁ ସରକାରୀ- ଘରୋଇ ଭାଗୀଦାରି(ପିପିପି) ମୋଡ୍‌ରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବିକାଶ କରାଯିବ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ସୂଚନାଫଳକ ପଡ଼ି ଛାତ୍ର ମୃତ

ଭଦ୍ରକ(ସନାତନ ରାଉତ)/ ଧାମନଗର(ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର), ୫ା୧୦ଭଦ୍ରକ ଜିଲା ଧାମନଗର ବ୍ଲକ ଗଢ଼ିଆଳି ପଞ୍ଚାୟତ ଅଧୀନ ଉଚ୍ଚପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ କାନ୍ଥକୁ ଲାଗି ରହିଥିବା ଏକ ଫଟା ସୂଚନା ଫଳକ…

ଆସୋସିଏଟ୍‌ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର

ସମ୍ବଲପୁର,୫ା୧୦(ଶୁଭାଶିଷ ପାଢ଼ୀ): ସମ୍ବଲପୁର ବୁର୍ଲା ଭିସୁଟ୍‌ର କମ୍ପ୍ୟୁଟର ଆପ୍ଲିକେସନ ବିଭାଗ ଆସୋସିଏଟ୍‌ ପ୍ରଫେସର ସସ୍ମିତା କୁମାରୀ ପାଢୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଭିସୁଟ୍‌ କର୍ତ୍ତୃପକ୍ଷ ଏ ନେଇ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ପ୍ରଫେସର ପାଢ଼ୀଙ୍କ ନାମରେ ଅଭ୍ୟାସଗତ…

ସୁବର୍ଣ୍ଣପୁର ଜିଲା: ଚର୍ଚ୍ଚାରେ ୨ ଗୃହରକ୍ଷୀ

ସୁବଳୟା,୫।୧୦(ଜୟାନନ୍ଦ ରଥ)ସୁବର୍ଣ୍ଣପୁର ଜିଲାର ୨ ଜଣ ଗୃହରକ୍ଷୀ ଏବେ ଚର୍ଚ୍ଚାରେ। ନିକଟରେ ତରଭା ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ବିଜୟ ସାହୁ ଗଞ୍ଜେଇ ଚୋରାଚାଲାଣ ବେଳେ ବଲାଙ୍ଗୀର ଜିଲା ପୋଲିସ ହାତରେ ଧରାପଡି ଏବେ ଜେଲରେ ଅଛନ୍ତି। ଉପରିସ୍ଥ ଅଧିକାରୀଙ୍କ ସହଯୋଗରେ ବିଜୟ…

ମହିଳା କନ୍‌ଷ୍ଟେବଲଙ୍କୁ ବଳାତ୍କାର

ବାଲେଶ୍ୱର, ୫ା୧୦(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ପୋଲିସ ଅଧୀନରେ କାର୍ଯ୍ୟରତ ୨ କନ୍‌ଷ୍ଟେବଲଙ୍କ ବିରୋଧରେ ଜଣେ ମହିଳା କନ୍‌ଷ୍ଟେବଲ ବଳାତ୍କାର ଅଭିଯୋଗ ଆଣିଛନ୍ତି। ବାଲେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶରେ ସହଦେବଖୁଣ୍ଟା ପୋଲିସ ତଦନ୍ତ କରି ଆଇପିସି ଦଫା. ୩୪୧, ୩୨୩, ୩୫୪(ଖ), ୩୭୬,…

ଏସ୍‌ଡିଜେଏମ୍‌ କୋର୍ଟରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ

କଟକ,୫ା୧୦ (କାର୍ତ୍ତିକ ସାହୁ) ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ତାଙ୍କ ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଦାଏର ଘରୋଇ ହିଂସା ମାମଲାର ବୁଧବାର ଶୁଣାଣି ହୋଇଛି। ଅଦାଲତରେ ବର୍ଷାଙ୍କ ପକ୍ଷରୁ ସାକ୍ଷ୍ୟଗ୍ରହଣ ଆରମ୍ଭ ହୋଇଛି।…

୬ରୁ ଦ୍ୱିତୀୟ ପର୍ଯ୍ୟାୟ ବିଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୫।୧୦(ଅନୁରାଧା ମହାରଣା)ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୨ବର୍ଷିଆ ବିଏଡ୍‌, ଏମ୍‌ଏଡ୍‌ ଏବଂ ବିଏଚ୍‌ଏଡ୍‌ ପାଠ୍ୟକ୍ରମ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ଆସନ୍ତା ୬ ତାରିଖ ଅପରାହ୍ନ ୫ଟାରେ ଓ୍ବେଟିଙ୍ଗ ଲିଷ୍ଟ ପ୍ରକାଶ ପାଇବ। ୭ରୁ ୯ ତାରିଖ ମଧ୍ୟରେ…

ଅଧିକାରୀଙ୍କୁ ବଡ଼ବିଲ ମୋହ ଛାଡୁନି

ବଡ଼ବିଲ,୫।୧୦(ଦେବପ୍ରିୟ ରଣା)ସରକାରୀ ଅଧିକାରୀଙ୍କ ୩ ବର୍ଷରେ ଅନ୍ୟତ୍ର ବଦଳି ନିୟମ ରହିଥିବା ବେଳେ କେନ୍ଦୁଝର ଜିଲା ବଡ଼ବିଲ ଓ ଯୋଡ଼ା ପୌରପାଳିକା ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜଣେ ଅଧିକାରୀ ୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ବଡ଼ବିଲରେ ଅତିରିକ୍ତ ତହସିଲଦାର…

ମାନସ ମଙ୍ଗରାଜ ରାଜ୍ୟ ସଭା ମୁଖ୍ୟ ସଚେତକ

ଭୁବନେଶ୍ୱର,୫ା୧୦(ଅନିଲ ଦାସ)ଏମ୍‌ପି ମାନସ ମଙ୍ଗରାଜଙ୍କୁ ରାଜ୍ୟ ସଭାରେ ବିଜେଡିର ନୂଆ ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏ ନେଇ ବୁଧବାର ବିଜେଡି ପକ୍ଷରୁ ଏକ…

ଗୋରୁବୋଝେଇ ଗାଡ଼ି ଜବତ, ଚାଳକ ଫେରାର

ନିରାକାରପୁର,୪ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ବୁଧବାର ସିକୋ ନିକଟରୁ ଏକ ଗୋରୁ ବୋଝେଇ ଓଆର-୦୨-ବିଏକ୍ସ -୩୯୦୧ ନମ୍ବର ବିଶିଷ୍ଟ ଗାଡ଼ି ଜବତ କରିଥିବା ସହ ସେଥିରେ ଥିବା ୪ଟି ଗୋରୁକୁ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri