ଜମି ବଦଳରେ ଚାକିରି ମାମଲା: ଆଜି କୋର୍ଟରେ ହାଜର ହେବେ ଲାଲୁ
ନୂଆଦିଲ୍ଲୀ,୪।୧୦: ଜମି ବଦଳରେ ଚାକିରି ଦେବା ମାମଲାର ଶୁଣାଣି ବୁଧବାର ଦିଲ୍ଲୀର ରୌଜ୍ ଏଭେନ୍ୟୁ କୋର୍ଟରେ ହେବ। ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ରାବ୍ରି ଦେବୀ ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଙ୍ଗଳବାର ସନ୍ଧ୍ୟାରେ ପାଟନାରୁ ଦିଲ୍ଲୀରେ ପହଞ୍ଚିଛନ୍ତି। ମାମଲାରେ…
ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ
କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ, ସଙ୍ଗୀତ, ଧ୍ୟାନ ଏବଂ ସଂସ୍କୃତି ମାଧ୍ୟମରେ ମାନବ ବିବିଧତାକୁ ପାଳନ କରି ଭାଇଚାରା…
ରାମଗଡ଼କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି
ଜେନାପୁର,୪ା୧୦(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ନିକଟସ୍ଥ ପାହାଡ଼ରେ ଥିବା ରାମଗଡ଼ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ତେଣୁ ଏହାର ପୁନରୁଦ୍ଧାର କରିବା ସହ ଏହାକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଜେନାପୁର ଗୋପବନ୍ଧୁ ପ୍ରେସ୍ କ୍ଲବର ସଦସ୍ୟ…
କାନାରା ବ୍ୟାଙ୍କ ପକ୍ଷରୁ ସ୍ବଚ୍ଛତା ହିଁ ସେବା
ଭୁବନେଶ୍ୱର,୪।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ଅନ୍ତର୍ଗତ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ଶାଖାଗୁଡ଼ିକରେ ସ୍ବଚ୍ଛତା…
ୟୁବିଆଇର ସ୍ବଚ୍ଛତା ଅଭିଯାନ
ଭୁବନେଶ୍ୱର,୪।୧୦: ୟୁନିୟନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସ୍ବଚ୍ଛତା ଅଭିଯାନ (ସ୍ବଚ୍ଛତା ହିଁ ସେବା) କାର୍ଯ୍ୟକ୍ରମ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ମଧୁସୂଦନ ପାର୍କ ଏବଂ ମୋ ବସ୍ ଷ୍ଟାଣ୍ଡ୍ଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍ପି…
ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ
କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ ଆସନ୍ତା…
ସ୍ଲୋଗାନ୍ରେ ସୀମିତ ସ୍ବଚ୍ଛତା ଅଭିଯାନ
ପଟ୍ଟାମୁଣ୍ଡାଇ,୪ା୧୦ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ପକ୍ଷରୁ ସହରରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ସୋମବାର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ବ୍ୟାପକ ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ହେଲେ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗଦା…
ସ୍କ୍ବାଶ୍ରୁ ୩ ପଦକ ପକ୍କା
ହାଙ୍ଗଝୋ,୪ା୧୦(ପି.ଟି.): ଏସିଆନ୍ ଗେମ୍ସ ୨୦୨୩ରେ ଆହୁରି ୩ ପଦକ ପକ୍କା କରିଛନ୍ତି ଭାରତୀୟ ସ୍କ୍ବାଶ୍ ଖେଳାଳି। ପୁରୁଷ ଟିମ୍ ଦଳଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ପାଇଥିବା ବେଳେ ବ୍ୟକ୍ତିଗତ ରାଉଣ୍ଡରେ ସୌରଭ ଘୋଷାଲ, ଦୀପିକା ପଲିକଲ-ହରିନ୍ଦର ପାଲ ଓ ଅନହତ ସିଂ-ଅଭୟ…
ମୂଳ ଖାତାକୁ ଫେରିଲା ୫. ୭୮ ଡିସିମିଲ ବିକ୍ରି ଜମି
ରାଜନଗର, ୪ା୧୦(ଭାସ୍କର ରାଉତରାୟ)ମୃତ ବ୍ୟକ୍ତିଙ୍କୁ ଜୀବତ ଦର୍ଶାଇ ଭୂତ ବିକିଥିବା ଜମି ଘଟଣାର ରହସ୍ୟ ଉପରୁ ପରଦା ହଟିଛି। କେନ୍ଦ୍ରାପଡ଼ା ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, କେନ୍ଦ୍ରାପଡ଼ା ଏସ୍ପିଙ୍କ ଜମି ମାଲିକ ମୃତ ଉପେନ୍ଦ୍ର ଖିଲାରଙ୍କ ଝିଅ ମଞ୍ଜୁଲତା ଖିଲାର ଦ୍ୱାରସ୍ଥ…
ବନ୍ଦନା, ଦୀପ୍ଗ୍ରେସ୍, ଦୀପିକାଙ୍କ ହ୍ୟାଟ୍ରିକ୍
ହାଙ୍ଗଝୋ,୪ା୧୦(ପି.ଟି.): ଏସିଆନ୍ ଗେମ୍ସ ୨୦୨୩ରେ ଭାରତୀୟ ମହିଳା ହକି ଦଳ ଏହାର ଅନ୍ତିମ ଗ୍ରୁପ୍ ମ୍ୟାଚରେ ହଂକଂକୁ ୧୩-୦ରେ ପରାସ୍ତ କରିଛି। ଏହା ସହିତ ଗ୍ରୁପ୍ ଟପ୍ପର ଭାବରେ ଭାରତ ସେମିରେ ପ୍ରବେଶ କରିଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ଦୀପଗ୍ରେସ୍…
ଭଙ୍ଗା ଗୃହ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ
ବାଲିଗୁଡା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ)ସରକାର ସଭିଏ ପଢନ୍ତୁ ଓ ସଭିଏ ବଢନ୍ତୁ ନାରା ଦେଇ ଶିକ୍ଷାକୁ ସାର୍ବଜନୀନ କରି ରାଜକୋଷରୁ କୋଟି କୋଟି ଅର୍ଥ ବ୍ୟୟ ବରାଦ କରୁଥିବା ବେଳେ ଭଙ୍ଗା ଶ୍ରେଣୀ ଗୃହରେ ଚାଲିଛି ଭବିଷ୍ୟତ ଗଢା। ଏହା ଦେଖିବାକୁ ମିଳିଛି…
ପାରୁଲ, ଅନୁଙ୍କୁ ସ୍ବର୍ଣ୍ଣ
ହାଙ୍ଗଝୋ, ୪।୧୦ (ପି.ଟି.): ଏସିଆନ ଗେମ୍ସର ଆଥ୍ଲେଟିକ୍ସ ଇଭେଣ୍ଟରୁ ଭାରତୀୟ ପ୍ରତିଯୋଗୀମାନେ ମଙ୍ଗଳବାର ୨ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପାରୁଲ ଚୌଧାରୀ ୫୦୦୦ ମିଟର ରେସ୍ ଏବଂ ଅନୁ ରାଣୀ ମହିଳା ଜାଭେଲିନ୍ ଥ୍ରୋରେ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହାକୁ…
Archives


