Home Left

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ୍‌ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତ ଗୁଟଖାପଦର ଗାଁରେ ଏପରି…

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ କି? ରୁଷ ନିଜେ କହିଛି ଯେ ଭାରତଠାରୁ ଏପରି କୌଣସି ବାର୍ତ୍ତା ପାଇନାହିଁ,…

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ ଡକାୟତଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ଏକ ୟୁଏସଏ ତିଆରି ମାଉଜର, ଜୀବନ୍ତ…

ଫେବୃଆରୀରେ ୧୫ଦିନ ଭିତରେ ଲାଗିବ ୨ଟା ଗ୍ରହଣ, ପଡିବ ଖରାପ ପ୍ରଭାବ?

ହିନ୍ଦୁ ଧର୍ମରେ, ସୂର୍ଯ୍ୟ ଏବଂ ଚନ୍ଦ୍ରଗ୍ରହଣ ଉଭୟକୁ ଅଶୁଭ ବୋଲି ବିବେଚନା କରାଯାଏ। ଫେବୃଆରୀ 2026ରେ ଚନ୍ଦ୍ରଗ୍ରହଣ ଏବଂ ସୂର୍ଯ୍ୟଗ୍ରହଣ ଦେଖାଯିବ। ଫେବୃଆରୀ 17, 2026ରେ ସୂର୍ଯ୍ୟପରାଗ ଏବଂ ମାର୍ଚ୍ଚ 3, 2026 ରେ ହୋଲିକା ଦହନରେ ଚନ୍ଦ୍ରଗ୍ରହଣ ହେଉଛି। ବିଶେଷ…

ମୃତ୍ୟୁ ପୂର୍ବରୁ ଏହି ବ୍ୟକ୍ତିଙ୍କୁ କଲ୍‌ କରିଥିଲେ ଅଜିତ ପାୱାର: ଜାଣନ୍ତୁ କ’ଣ ହୋଇଥିଲେ କଥା

ପୁଣେ,୪।୨: ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଜୀବନ ଯାଇଥିଲା। ସେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ମୁଖ୍ୟ ଥିଲେ। ଅଜିତ ପାୱାରଙ୍କ ଉପରେ ଅନେକ ଦାୟିତ୍ୱ ଥିଲା, ଯେଉଁଥିରୁ ଗୋଟିଏ ହେଉଛି ଆଗାମୀ…

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ ହୋଇଛି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଏପରି ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଆକ୍ରମଣର…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି। ନବୋଦୟ ବିଦ୍ୟାଳୟ…

ଅଧରାତିରେ ୯ ମହଲାରୁ ଡେଇଁଲେ ୩ ଭଉଣୀ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତିନି ଜଣ ନାବାଳିକା ଭଉଣୀ ଏକ କୋଠାର ୯ମ ମହଲାରୁ ଡେଇଁ ପଡ଼ି ମୃତ୍ୟୁବରଣ କରିଛନ୍ତି। କୁହାଯାଉଛି ଯେ, ସେମାନେ ଅନଲାଇନ ମୋବାଇଲ ଗେମ ଖେଳିବା ନିଶାରେ ଥିଲେ।…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ ଏକ ମାମଲା(ନଂ.୪୪/୨୬) ରୁଜୁ ହୋଇଛି। ଅଟକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଖୁଣ୍ଟା…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା ଦେଉଥିଲା ଏକ ସ୍କର୍ପିଓ। ରାତି ତମାମ ଗାଡିକୁ ଫଲୋ କରିବା ପରେ ଶେଷରେ…

ବସୁଛି ବୈଠକ, ଫଳପ୍ରଦ ହେଉନାହିଁ: ଅଟଳ ବସଷ୍ଟାଣ୍ଡ….

ଲୋଇସିଂହା,୪।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ଲୋଇସିଂହା ଅଟଳ ବସଷ୍ଟାଣ୍ଡର ଶୃଙ୍ଖଳିତ ପରିଚାଳନା ପାଇଁ ଏକ ସମୀକ୍ଷା ବୈଠକ ବିଡିଓ ଅକ୍ଷୟପାଣି ଉଦ୍ଦୁଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ସ୍ଥାନୀୟ ସରପଞ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri