Home Left

ମଧୁମେହ ଚିକିତ୍ସାରେ ସହାୟକ ହେବ ସୂର୍ଯ୍ୟାଲୋକ

ନୂଆଦିଲ୍ଲୀ,୩ା୧୦: ଟାଇପ୍‌-୨ ମଧୁମେହ ଚିକିତ୍ସା ଓ ପ୍ରତିକାରରେ ପ୍ରାକୃତିକ ସୂର୍ଯ୍ୟାଲୋକ ସହାୟକ ହୋଇପାରିବ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ଜର୍ମାନୀରେ ଅକ୍ଟୋବର ୨ରୁ ୬ ଅନୁଷ୍ଠିତ ହେଉଥିବା ୟୁରୋପିଆନ୍‌ ଆସୋସିଏଶନ ଫର୍‌ ଦି ଷ୍ଟଡି ଅଫ୍‌ ଡାଇବେଟିସ୍‌ (ଇଏଏସ୍‌ଡି)ର ବାର୍ଷିକ ବୈଠକରେ ଗବେଷକମାନେ…

ଭାରତୀୟ ହାଇ କମିଶନ ବାହାରେ ଖଲିସ୍ତାନୀଙ୍କ ବିକ୍ଷୋଭ

ଲଣ୍ଡନ,୩ା୧୦: ସ୍କଟ୍‌ଲାଣ୍ଡର ଗ୍ଲାସ୍‌ଗୋ ଗୁରୁଦ୍ୱାରାରେ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ପ୍ରବେଶ କରାଇ ଦିଆ ନ ଯିବାର ଦୁଇଦିନ ପରେ ଲଣ୍ଡନସ୍ଥିତ ଭାରତୀୟ ହାଇ କମିଶନଙ୍କ କାର୍ଯ୍ୟାଳୟ ବାହାରେ ଖଲିସ୍ତାନୀ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୋମବାର ଖଲିସ୍ତାନୀ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ସେଠାରେ…

ସ୍ବର୍ଣ୍ଣମନ୍ଦିରରେ ବାସନ ଧୋଇଲେ ରାହୁଲ

ଅମୃତସର,୩ା୧୦: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ସୋମବାର ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣ ମନ୍ଦିର ଯାଇ ସେଠାରେ ପ୍ରାର୍ଥନା କରିଛନ୍ତି। ସେଠାର ସଚଖଣ୍ଡ ଶ୍ରୀହରମନ୍ଦିର ସାହିବରେ ଥିବା ଲାଙ୍ଗର (ଗୋଷ୍ଠୀ ପାକଶାଳା)ରେ କଂଗ୍ରେସ ନେତା ସ୍ବେଚ୍ଛାକୃତ ସେବା କରିଥିଲେ। ରାହୁଲ ସେଠାରେ ବାସନ ଧୋଉଥିବାର…

ଧ୍ୱଂସ ହେଲା ମାଓବାଦୀ କ୍ୟାମ୍ପ

ମାଲକାନଗିର,୨ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ଯବାନମାନେ ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ ବିପୁଳ ପରିମାଣରେ ସାମଗ୍ରୀ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ମିତୁର ଥାନା କୁଡମେର ଓ ମଦପାଲ ଜଙ୍ଗଲରେ ବୈରମଗଡ ଏରିୟା…

ଟ୍ରକରେ ଲାଗିଲା ନିଆଁ

ବଡ଼ବିଲ,୨।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ଭଦ୍ରାସାହି ଛକ ନିକଟରେ ସୋମବାର ଏକ ଲୁହାପଥର ବୋଝେଇ ଟ୍ରକ(ନଂ.ଡବ୍ଲ୍ୟୁବି୨୯ସି-୩୬୭୩)ରେ ନିଆଁ ଲାଗି ଯାଇଥିଲା। ଫଳରେ ଟ୍ରକ୍‌ର ସମ୍ମୁଖ ଭାଗ ପୋଡି ନଷ୍ଟ ହୋଇଯାଇଛି। ଖବରପାଇ ବଡ଼ବିଲ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ଘରୋଇ ବସ୍‌ ଧର୍ମଘଟରେ ହନ୍ତସନ୍ତ ହେଲେ ଯାତ୍ରୀ 

ଉମରକୋଟ, ୨।୧୦ (ସନ୍ତୋଷ ଶତପଥୀ): ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍‌ ଚଳାଚଳକୁ ବିରୋଧ କରି ଓଡ଼ିଶା ଘରୋଇ ବସ୍‌ ମାଲିକ ସଂଘ ଓ ଅବିଭକ୍ତ କୋରାପୁଟ ଘରୋଇ ବସ୍‌ ମାଲିକ ସଂଘର ୨୪ ଘଣ୍ଟିଆ ବନ୍ଦ ଡାକରାକୁ ଉମରକୋଟ ବସ୍‌ ମାଲିକ…

ଉଦ୍ଧାର ହେଲେ ୧୮ ଦାଦନ ଶ୍ରମିକ

ଲାଠୋର,୨ା୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ପିପଲବାହାଲର ଜଣେ ଦାଦନ ସର୍ଦ୍ଦାରଙ୍କ ଫାର୍ମ ହାଉସରୁ ପୋଲିସ ବାହାର ରାଜ୍ୟକୁ ଚାଲାଣ ପାଇଁ ରଖାଯାଇଥିବା ୧୮ଜଣ ଦାଦନ ଶ୍ରମିକ ଓ ୬ ଶିଶୁଙ୍କୁ ଉଦ୍ଧାର କରିଛି। ସର୍ଦ୍ଦାର ମୁଜିବ ଖାନ…

ସାପ କାମୁଡ଼ାରେ ଚାଲିଗଲା ଚାଷୀଙ୍କ ଜୀବନ

ଅମରପାଲି,୨।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ପଞ୍ଚାୟତର ତେଲିପାଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ଯୁବ ଚାଷୀଙ୍କ ସୋମବାର ମୃତ୍ୟୁ ହୋଇଛି। ମୃତକ ହେଲେ ତେଲିପାଲି ଗ୍ରାମର ଅଶୋକ ସହୁ(୩୨)। ଶୁକ୍ରବାର ଅପରାହ୍ନରେ ଜମିରେ ଚାଷ କରୁଥିବା…

ଅଟୋରେ ଗୋଚାଲାଣ, ୧୬ ଗୋରୁ ଜବତ: ଡ୍ରାଇଭରଙ୍କ ସମେତ ୬ ଗିରଫ

ବାଲିଆପାଳ, ୨।୧୦(ଅମୂଲ୍ୟ କୁମାର ଦାସ): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜାମଶୁଳୀ ଛକରେ ଚଢାଉ କରି ୩ ମାଲବାହୀ ଅଟୋରେ ଗୋଚାଲାଣ ବେଳେ ୧୬ଟି ଗୋରୁ ଉଦ୍ଧାର କରାଯାଇଛି। ପୋଲିସ ୩ଟି ମାଲବାହୀ ଅଟୋ ଜବତ କରିଛି। ଗତ ବିଳମ୍ବିତ…

ନିଖୋଜ ଥିଲେ: ଘର ବାକ୍ସରୁ ମିଳିଲା ୩ ଭଉଣୀଙ୍କ ମୃତଦେହ

ଚଣ୍ଡିଗଡ଼,୨ା୧୦: ପଞ୍ଜାବର ଜଳନ୍ଧର ଜିଲା ଅନ୍ତର୍ଗତ କାନପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ବାକ୍ସରୁ ୩ ଭଉଣୀଙ୍କ ମୃତଦେହ ଜବତ ହୋଇଛି। ମୃତ ୩ ଭଉଣୀ ହେଲେ ଅମ୍ରିତା(୯), ଶକ୍ତି(୭) ଏବଂ କାଞ୍ଚନ(୪)। ମିଳିଥିବା ସୂଚନା ମୁତାବକ, ୩…

ଭାରତୀୟ ହାଇ କମିଶନ ବାହାରେ ଖଲିସ୍ତାନୀଙ୍କ ବିକ୍ଷୋଭ

ଲଣ୍ଡନ,୨ା୧୦: ସ୍କଟ୍‌ଲାଣ୍ଡର ଗ୍ଲାସ୍‌ଗୋ ଗୁରୁଦ୍ୱାରାରେ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ପ୍ରବେଶ କରାଇ ଦିଆ ନ ଯିବାର ଦୁଇଦିନ ପରେ ଲଣ୍ଡନସ୍ଥିତ ଭାରତୀୟ ହାଇ କମିଶନଙ୍କ କାର୍ଯ୍ୟାଳୟ ବାହାରେ ଖଲିସ୍ତାନୀ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୋମବାର ଖଲିସ୍ତାନୀ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ…

୭୮ ବର୍ଷ ପୁରୁଣା ପେଣ୍ଟିଂରେ ୪୩ ବର୍ଷୀୟାଙ୍କ ଫଟୋଚିତ୍ର

ବୋଗୋଟା: ଜଣଙ୍କ ଭଳି ଚେହେରା ଯଦି ଅନ୍ୟ ଜଣକ ଚେହେରା ସହ ଖାପ ଖାଏ, ତେବେ ତାହା ଅତ୍ୟନ୍ତ ରୋମାଞ୍ଚକର ହୋଇଥାଏ। କିନ୍ତୁ ଏପରି ଘଟଣା ଖୁବ୍‌ କମ୍‌ ଦେଖିବାକୁ ମିଳିଥାଏ। ଯଦି ଏକ ପୁରୁଣା ପେଣ୍ଟିଂ ସହିତ ନିଜ ଚେହେରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri