Home Left

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ ଇଣ୍ଡିଆନ ପଟାସ ଲିମିଟେଡ ( ଆଇପିଏଲ)କୁ ଦାୟିତ୍ୱ ଦିଆଯାଇଛି ବୋଲି ସ୍ପଷ୍ଟ କରିଥିଲେ।…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ ଅବକାରୀ ବିଭାଗ ନିକଟରେ ଥିବା ବ୍ରିଜ ପାଖରେ ଏକ ବୋଲେରୋ ଗାଡି ଧକ୍କା…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି ବ୍ୟବହାର କରିବାକୁ ଅନୁମତି ଦେଇଛନ୍ତି। ଡାଉନିଂ ଷ୍ଟ୍ରିଟର ଏକ ବିବୃତ୍ତି ଅନୁଯାୟୀ, ଇରାନ…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳରୁ ପବିତ୍ର ରଥ କାଠ ପୁରୀ ପଠାଯାଇଛି। ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ ତ୍ରିନାଥ ଦେବଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଳନ ହେବ । ଏଥିପାଇଁ…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ ନୁହେଁ। ବିଧାୟକଙ୍କ ଉତ୍ତରକୁ ତର୍ଜମା କରି ସାରାଂଶ ମୁଖ୍ୟଙ୍କ ପାଖକୁ ପଠାଯାଇଛି। ନୀତି…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ ପରିବର୍ତ୍ତନ କରି ଆମେରିକା ପ୍ରଶାସନ ଇରାନ ତେଲ ଆମଦାନୀ ଉପରେ ଏକ ଅସ୍ଥାୟୀ…

ଗ୍ୟାସ ଅଭାବ ଯୋଗୁ ଅଙ୍ଗନାଓ୍ବାଡି କର୍ମୀଙ୍କ ମଧ୍ୟରେ ଭାଳେଣି, ଅଙ୍ଗନାଓ୍ବାଡି କେନ୍ଦ୍ରରେ ବନ୍ଦ ହୋଇଯିବ ରୋଷେଇ!

ବୁଗୁଡ଼ା,୨୦।୩(କାଳିଚରଣ ଦାଶ): ମିଳୁନି ଜାଳେଣି ଗ୍ୟାସ, ଗ୍ୟାସ ଅଭାବରୁ ଅଧିକାଂଶ ହୋଟେଲ, ଫାଷ୍ଟଫୁଡ୍‌ ସେଣ୍ଟର ଓ ଚା’ ଦୋକାନ ବନ୍ଦ ହୋଇ ସାରିଥିବାବେଳେ ଏବେ ଘରମାନଙ୍କରେ ମଧ୍ୟ ଏହି ଆଶଙ୍କା ପରିଲକ୍ଷିତ ହେବାକୁ ବସିଲାଣି। ଗ୍ୟାସ ଅଭାବ ଜନିତ ସମସ୍ୟା ଯୋଗୁ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ ଧକ୍କାଦେଇ ଓଲଟି ପଡ଼ିବାରୁ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗୋଲୁର…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ କାର୍ଡଧାରୀଙ୍କ ପାଇଁ ଯଥେଷ୍ଟ ଆଶ୍ୱସ୍ତି ଆଣିଥାଏ। ମୁଦ୍ରାସ୍ଫୀତିର ଏହି ଯୁଗରେ, ଯେତେବେଳେ ପରିବାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri