Home Left

ମୋବାଇଲର ଅନ୍ୟାନ୍ୟ ସାମଗ୍ରୀ ଉପରେ କଷ୍ଟମ୍‌ ଡ୍ୟୁଟି ହ୍ରାସ

ଭୁବନେଶ୍ୱର,୧।୨(ଅନୁରାଧା ମହାରଣା): ମୋବାଇଲ ଫୋନ୍‌ ଉତ୍ପାଦନରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଉପରେ ଲାଗୁ କରାଯାଇଥିବା ୧୫ ପ୍ରତିଶତ କଷ୍ଟମ ଡ୍ୟୁଟି ୧୦ ପ୍ରତିଶତକୁ ହ୍ରାସ ପାଇଛି। କଷ୍ଟମ ଡ୍ୟୁଟିରେ କେନ୍ଦ୍ର ସରକାର ୩ଟି ବର୍ଗରେ ବିଜ୍ଞପ୍ତି ମାଧ୍ୟମରେ ପରିବର୍ତ୍ତନ ଆଣିଛନ୍ତି। ଏହି…

ହୋଣ୍ଡା କାର୍‌ସର ନୂତନ ସମାଧାନ ଉନ୍ମୋଚିତ

ନୂଆଦିଲ୍ଲୀ,୧।୨: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ଗୁଣାତ୍ମକ ଉତ୍ପାଦ ତଥା ନୂତନ ସମାଧାନ ‘ଅଲ୍‌ଟ୍ରା ବଡି କୋଟିଂ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ଏହି ଉତ୍ପାଦ ନୂତନ ଗାଡ଼ିର ସୁରକ୍ଷା ସହ ଚମକକୁ ସତେଜ…

ରୋବୋଟିକ୍ସ ଆଣ୍ଡ ଡ୍ରୋନ୍‌ ଟେକ୍ନୋଲୋଜି ସେମିନାର

ଭୁବନେଶ୍ୱର,୧।୨: ଦେଶର ଅଗ୍ରଣୀ ସାମାଜିକ ସଂସ୍ଥା ତଥା ଚାଇଲ୍ଡ ହେଲ୍‌ପ ଫାଉଣ୍ଡେଶନ(ସିଏଚ୍‌ଏଫ୍‌) ପକ୍ଷରୁ ନୟାଗଡ଼ ଜିଲାର ଦଶପଲ୍ଲା ବାଳିକା ଉଚ୍ଚବିଦ୍ୟାଳୟଠାରେ ଏକ ରୋବୋଟିକ୍ସ ଆଣ୍ଡ ଡ୍ରୋନ୍‌ ଟେକ୍ନୋଲୋଜି ଉପରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ଦଶପଲ୍ଲାଠାରେ ଆୟୋଜିତ ଉକ୍ତ…

ରେକର୍ଡ ପରିମାଣର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୧।୨: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୧୦ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ବୁଧବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା…

ମହିଳାଙ୍କୁ ପରିଚୟ ଦେଇଛି କନ୍ଧମାଳ ଷ୍ଟ୍ରବେରି

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଆଦିବାସୀ ମେଳାରେ କନ୍ଧମାଳ ଷ୍ଟ୍ରବେରି ଷ୍ଟଲ୍‌ରେ ବେଶ୍‌ ଭିଡ଼ ଜମୁଛି। ଗୋଟିଏ ପ୍ୟାକେଟର ମୂଲ୍ୟ ୧୦୦ଟଙ୍କା ରହିଛି। ଯିଏ ଯାଉଛି, ସିଏ କିଣୁଛି। ଜଣେ ଗ୍ରାହକ କହିଥିଲେ, ଆମ ମାଟିରେ ଷ୍ଟ୍ରବେରି ଫଳୁଛି। ଆମେ ଯଦି ଏହାକୁ କିଣି ସେମାନଙ୍କୁ…

ବ୍ୟବସାୟିକ ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧।୨: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଓଆଇର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରଜନୀଶ କର୍ନାଟକ ସମ୍ମାନିତ ଅତିଥି ଭାବେ ଯୋଗଦେବା ସହ ୟୁନିଟ୍‌ର…

ପ୍ରତି ଷ୍ଟଲ୍‌ରେ ଆଦିବାସୀ ସଶକ୍ତର କାହାଣୀ

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଏବେ ରାଜଧାନୀର ମୁଖ୍ୟ ଆକର୍ଷଣ ପାଲଟିଛି ଆଦିବାସୀ ମେଳା। ଅପରାହ୍ନଠୁ ନେଇ ରାତି ୯ଟା ଯାଏ ମେଳାରେ ଲୋକଙ୍କ ସମାଗମ ଲାଗି ରହୁଛି। ଆଦିବାସୀ ସଂସ୍କୃତି, ପରମ୍ପରା ସହ ବିଶୁଦ୍ଧ ମସଲା, ଘରକରଣା ସାମଗ୍ରୀ ଏବଂ ସାରେ ସାଂସ୍କୃତିକ ଆସରକୁ…

ଦୃଷ୍ଟିହୀନଙ୍କ ପତ୍ତା ମିଳୁନି, ପରିବାର ସଦସ୍ୟଙ୍କୁ ତାଲା

ଭୁବନେଶ୍ବର, ୧।୨ (ବନ୍ଦନା ସେଠୀ)ସେବା ବଦଳରେ ଦାଦାଗିରି କଲାଣି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସୁରକ୍ଷା ନାଁରେ ବାଉନ୍‌ସର ଓ ଗୁଣ୍ଡାଙ୍କୁ ମଧ୍ୟ ପୋଷା ଗଲାଣି। ମଙ୍ଗଳବାର ରାତିରେ ବିଏମ୍‌ସି ମୁଖ୍ୟାଳୟ ଆଗରେ ଆମରଣ ଅନଶନରେ ବସିଥିବା ଦୃଷ୍ଟିହୀନ ବ୍ୟବସାୟୀଙ୍କୁ ବଳ…

ଓଡ଼ିଆ ଭାଷା, ସଂସ୍କୃତିର ସମ୍ମେଳନ ‘ଏକାମ୍ର ଉତ୍ସବ’: ୩ରୁ ଆରମ୍ଭ

ଭୁବନେଶ୍ୱର,୧।୨(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଆ ଭାଷା, କଳା ଓ ସଂସ୍କୃତି ସହ ମନୋରଞ୍ଜନର ଖୋରାକ ଯୋଗାଇବ ‘ଏକାମ୍ର ଉତ୍ସବ’। ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଫେବୃଆରୀ ୩ରୁ ପ୍ରଦର୍ଶନୀ ପଡ଼ିଆରେ ଏହି ଉତ୍ସବ ଆରମ୍ଭ ହୋଇ…

ସକାଳ ୮ରୁ ୧୨ ଘଣ୍ଟା ବନ୍ଦ ରହିବ ସବୁ କ୍ରଶର

ଖୋର୍ଦ୍ଧା, ୧।୨(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧାରେ ଛତୁ ଫୁଟିବା ଭଳି କ୍ରଶରଗୁଡ଼ିକ ଗଢିଉଠୁଛି। ଦିନରାତି କ୍ରଶର ଚାଲିବା ଫଳରେ ବାୟୁ ପ୍ରଦୂଷଣ ବଢୁଛି। ଗଛଲତାରେ ଧୂଳି ଆସ୍ତରଣ ଜମୁଛି। ସରକାରୀସ୍ତରରେ ପ୍ରାୟ ୧୦୦ଟି କ୍ରଶରକୁ ଅନୁମତି ଦିଆଯାଇଥିବାବେଳେ ଶତାଧିକ କ୍ରସର ବେଆଇନ ଭାବେ ଚାଲୁଛି।…

ବାଇକ୍‌ ଚୋରି କରୁଥିଲେ ମୋମୋ ଦୋକାନୀ

ଭୁବନେଶ୍ୱର,୧।୨(ସୂର୍ଯ୍ୟକାନ୍ତ ବେହେରା)ଭୁବନେଶ୍ୱରର ବିଭିନ୍ନ ପାର୍କ ଓ ଜନଗହଳିପୂର୍ଣ୍ଣ ସ୍ଥାନରୁ ବାଇକ ଚୋରି କରୁଥିବା ଅଭିଯୁକ୍ତକୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିବା ସହ ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ସେ ହେଲେ ୟୁନିଟ-୮ ଅଞ୍ଚଳରେ ରହୁଥିବା କନ୍ଧମାଳ ଜି.ଉଦୟଗିରିର ରାକେଶ କୁମାର ନାୟକ।…

ଚିକେନ ଅର୍ଡର କରି ୨୦ ହଜାର ନେଇଗଲେ

ପାରାଦୀପ,୧।୨:(ଶରତ ରାଉତ)ପାରାଦୀପ ସାମୁଦ୍ରିକ ଥାନା ଅନ୍ତର୍ଗତ ମାଛଧରା ବନ୍ଦର ପରିସରରେ ବୁଧବାର ଜଣେ ଚିକେନ ବ୍ୟବସାୟୀ ସାଇବର ଠକେଇର ଶିକାର ହୋଇଛନ୍ତି। ଚିକେନ ଅର୍ଡର କରିବା ନଁାରେ ତାଙ୍କଠାରୁ ୨୦ ହଜାର ଟଙ୍କା ଠକି ନିଆଯାଇଛି। ଏ ନେଇ ସମ୍ପୃକ୍ତ ବ୍ୟବସାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?