୧୧ ବିମାନବନ୍ଦର ଲିଜ୍ରେ ନେବ ଆଦାନୀ
ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍ ୧୧ଟି ଏୟାରପୋର୍ଟ ପାଇଁ ବିଡ୍ ଦାଖଲ କରିବାକୁ ଯାଉଛି। ସେହି ଏୟାରପୋର୍ଟ ମଧ୍ୟରେ ଅମୃତସର ଏବଂ ବାରାଣସୀ ରହିିଛି।…
ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…
ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ନାବାଳିକାଙ୍କୁ ଡାଟା ଏଣ୍ଟ୍ରି ଚାକିରି କରାଇଦେବାକୁ କହି ୨ଯୁବକ ୟୁନିଟ-୯ରେ…
‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…
ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହାଦିଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ୟୁନୁସ କହିଛନ୍ତି…
ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି
ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଗାଡ଼ି ପଞ୍ଜୀକରଣ ହେଉଥିବାରୁ ଏହାର ଧୂଅଁା ପରିବେଶକୁ ନଷ୍ଟ କରୁଛି। ଏପରି…
୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର
ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ ମାଓବାଦୀଙ୍କୁ ଦମନ କରିବା ପାଇଁ ଓଡ଼ିଶା ପୋଲିସ ପ୍ରୟାସ ଆରମ୍ଭ କରିଛି। ମାଓବାଦୀ…
କେବଳ ବାହାନା
ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଆଣ୍ଡ୍ ଆଜୀବିକା ମିଶନ ବିଲ୍, ୨୦୨୫ ଉପରେ ପରାମର୍ଶ ଓ ପରିବର୍ତ୍ତନ ପାଇଁ ଷ୍ଟାଣ୍ଡିଂ କମିଟିକୁ ପଠାଇବା ଲାଗି ଲୋକ ସଭାରେ ଅନୁରୋଧ କରିଥିଲେ।…
ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ
ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି କରୁଛି। ଆଞ୍ଚଳିକ…
ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…
ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ) ଗାଁର ଜଳସିଂ ମାଝୀଙ୍କ ୭ବର୍ଷର ପୁଅ ପବିତ୍ର ମାଝୀ। ପବିତ୍ର ସେବାଶ୍ରମରେ ରହି…
ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!
କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ୧୯ା୧୨ା୨୦୨୫ରେ ଧର୍ମଶାଳା ତହସିଲ ପକ୍ଷରୁ ପ୍ରଣବଙ୍କୁ…
୧୦ ଟଙ୍କାରେ ଧାନ ବିକିଲେ ଚାଷୀ
ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ ବିକିପାରୁନାହାନ୍ତି। ଫଳରେ ଖରିଫ୍ ଚାଷ ଲାଗି କରିଥିବା ଧାର ଉଧାର ଶୁଝିପାରୁନାହାନ୍ତି ଏବଂ ଅର୍ଥାଭାବରୁ…
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ମୁଖ୍ୟ ଅତିଥି, ଓଡ଼ିଶା କ୍ରିକେଟ ସଂଘ…
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାରି ଭିତରେ କଳାହାଣ୍ଡି ଜିଲାରେ ମଧ୍ୟ ଶୀତର ପ୍ରକୋପ ଦିନକୁ ଦିନ…
Archives


