Home Left

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଥିଲେ ପ୍ରେମିକ। ନ୍ୟାୟ ପାଇଁ ଥାନାରେ ଅଭିଯୋଗ କରିବା ପରେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ ଆସିଥିଲେ। ଏହି ସମୟରେ ଧୀରେନ୍ଦ୍ର ବାହାରୁ ଘର ଭିତରକୁ ପ୍ରବେଶ କରି ରୋଷେଇ…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍ ଏକ ବଡ଼ ପତନର ସମ୍ଭାବନା ବହୁତ କମ୍। ବାସ୍ତବରେ ସୁନା ଏକ “ନିରାପଦ…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା ଏବଂ ITI ସମାପ୍ତ କରିଥିବା ଯୁବକମାନଙ୍କ ପାଇଁ। ଏହି ନିଯୁକ୍ତି ଅଭିଯାନ ମାଧ୍ୟମରେ…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର କରିବା ଡମ୍ପିୟାର୍ଡ଼କୁ ସଠିକ ବ୍ୟବହାର କରିବାକୁ ନେଇ ଶନିବାର ଏକ ସଚେତନ ଶୋଭାଯାତ୍ରା…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା ପୁଣି ଥଣ୍ଡା ବୋତଲରେ। ଆଉ ସେହି ମଦ ଚାଲାଣ କରୁଛନ୍ତି ନାବାଳକ। ଉଦଳା…

୯୯.୯୩% ଭୋଟ ପାଇ ପୁଣି କିମ୍‌ ଜଙ୍ଗ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୨୧ା୩: ଉତ୍ତର କୋରିଆ ଶାସକ କିମ୍‌ ଜଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ଏଠାକାର ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ ୧୫ରେ ନିର୍ବାଚନ କରାଯାଇଥିଲାବେଳେ କିମ୍‌ଙ୍କ ଓ୍ବାର୍କର ପାର୍ଟି ଅଫ୍‌ କୋରିଆ ଏବଂ…

ସାଉଦି ଆରବରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୩: ସାଉଦି ଆରବର ରିୟାଧରେ ଗତ ବୁଧବାର ହୋଇଥିବା ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସେଠାର ଭାରତୀୟ ଦୂତାବାସ ଶୁକ୍ରବାର ସ୍ପଷ୍ଟ କରିଛି। ଦୂତାବାସ ପକ୍ଷରୁ ମୃତକଙ୍କ ପରିବାର ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯିବା ସହ ସମସ୍ତ…

ମିତ୍ର ରାଷ୍ଟ୍ରମାନଙ୍କ ପାଇଁ ସୁରକ୍ଷିତ ଜାହାଜ ପରିବହନ କରିଡର ଆରମ୍ଭ କଲା ଇରାନ; ଏହି କରିଡର ଦେଇ ଗଲା ଭାରତୀୟ ଜାହାଜ

ତେହରାନ,୨୧।୩: ଯୁଦ୍ଧକାଳୀନ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଇରାନ ହର୍ମୁଜ ପ୍ରଣାଳୀ ଦେଇ ସହଯୋଗୀ ଜାହାଜଗୁଡ଼ିକର ସୁରକ୍ଷିତ ପଥକୁ ସହଜ କରିବା ପାଇଁ ଏକ ‘ନିରାପଦ କରିଡର’ ପ୍ରତିଷ୍ଠା କରିଛି। ଏହି କରିଡର ଇରାନର କ୍ଷେତ୍ରୀୟ ଜଳସୀମା ଦେଇ ଗତି କରେ। ଇରାନର…

ଶାରିରୀକ ସମ୍ପର୍କ ରଖିବାକୁ ମନା କଲେ ଯମୁନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ ଲାଗି ରାଜି ନ ହେବାରୁ ମହିଳାଙ୍କ ପ୍ରେମିକ ଓ ତାଙ୍କ ମା’ ମିଶି…

ହର୍ମୁଜ ଷ୍ଟ୍ରେଟରୁ ଭାରତ ଅଭିମୁଖେ ଆସିବାକୁ ଦୁଇଟି ଗ୍ୟାସ ଟ୍ୟାଙ୍କର୍‌ ପ୍ରସ୍ତୁତ, ଲଙ୍ଗର ନିକଟରେ କରିଛି ଅପେକ୍ଷା

ନୂଆଦିଲ୍ଲୀ,୨୧।୩: କିଛି ଦିନ ଅଟକିବା ପରେ ଦୁଇଟି ଭାରତୀୟ ପତାକାଯୁକ୍ତ LPG ଟ୍ୟାଙ୍କର୍‌ ହର୍ମୁଜ ପ୍ରଣାଳୀ ଦେଇ ଘରକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଟ୍ୟାଙ୍କର୍‌ ବର୍ତ୍ତମାନ ଉପସାଗରର ଜଳରେ ଲଙ୍ଗରିଂ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କୌଣସି ତେଲ…

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ ଏହି ବୃହତ୍ତମ ଫର୍ମେଣ୍ଟେଡ ରାଇସ (ପଖାଳ) ପରିବେଷଣ ପାଇଁ ଗିନିଜ ୱାଲର୍‌ଡ ଅଫ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri