Home Left

ହୋଟେଲରୁ  ମିଳିଲା ସିଆରପିଏଫ୍‌ ଯବାନଙ୍କ ମୃତଦେହ 

ଭୁବନେଶ୍ୱର,୩୦।୧: ଭୁବନେଶ୍ୱର ଅଶୋକ ନଗରରେ ଥିବା ଏକ ହୋଟେଲରୁ ଜଣେ ସିଆରପିଏଫ୍‌ ଯବାନଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକଙ୍କ ନାଁ ମୀର ସିଂହ (୪୨)। ତାଙ୍କଘର ରାଜସ୍ଥାନରେ। ସିଆରପିଏଫ ପକ୍ଷରୁ ତାଙ୍କୁ ଝାଡଖଣ୍ଡରେ ମୁତୟନ କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ…

Video: ଅଣନିଃଶ୍ୱାସୀ ଲାଗିଲା ବୋଲି ବସ୍‌ ଝରକାରୁ ବେକ କାଢ଼ିଥିଲେ ବ୍ୟକ୍ତି,ଫସିଗଲା ମୁଣ୍ଡ; ଆଉ ତା’ ପରେ…

ବସ୍‌ରେ ଯାତ୍ରା କରିବାକୁ ଅନେକେ ପସନ୍ଦ କରନ୍ତି। ହେଲେ ଯାତ୍ରା ସମୟରେ ଝରକା ପାଖ ସିଟ୍‌ ମିଳୁ ବୋଲି ଚାହିଁଥାନ୍ତି। କାରଣ ସେଠାରେ ବାହାରର ଦୃଶ୍ୟ ସାଙ୍ଗକୁ ଖୋଲା ପବନ ମୁହଁରେ ବାଜିବା ଅପୂର୍ବ ଆନନ୍ଦ ଦେଇଥାଏ। ହେଲେ ଏବେ ସୋସିଆଲ…

ଶ୍ରୀମନ୍ଦିରରେ ୨ ସେବାୟତଙ୍କ ଭିତରେ ମାରପିଟ୍‌

ପୁରୀ,୩୦।୧: ଶ୍ରୀମନ୍ଦିର ଭିତରେ ମଙ୍ଗଳବାର ଦୁଇ ସେବାୟତଙ୍କ ଭିତରେ ମାରପିଟ ହୋଇଛି। ନୀଳଚକ୍ର ବାନା ବିକ୍ରିକୁ ନେଇ ଏହି ମୁହାଁମୁହିଁ ପରିସ୍ଥିତି ଉପୁଜିଛିଛି। ମାରପିଟ ଘଟଣାରେ ଦୁଇଜଣ (ଚୁନେରା ସେବାୟତ ଓ ଖୁଣ୍ଟିଆ ସେବାୟତ) ଆହତ ହୋଇଛନ୍ତି। ସୂଚନା ଅନୁସାରେ ମହାପ୍ରଭୁଙ୍କ…

ଦର୍ଶକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଲେ ଦିବ୍ୟା

ନୂଆଦିଲ୍ଲୀ,୩୦ା୧: ଭାରତୀୟ ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍‌) ଦିବ୍ୟା ଦେଶମୁଖ ଦର୍ଶକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ନିକଟରେ ଦିବ୍ୟା ନେଦରଲାଣ୍ଡ୍ସର ଓ୍ବିକ୍‌ ଆନ୍‌ ଜିରେ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଟୁର୍ନାମେଣ୍ଟରେ ତାଙ୍କ ଖେଳ ପରିବର୍ତ୍ତେ ତାଙ୍କର କେଶ,…

ମୃତ୍ୟୁ ନୁହେଁ ତୋଠାରୁ ଅଲଗା ହେବାକୁ ମତେ ଭୟ ଲାଗୁଛି: କ୍ୟାନସର ପୀଡ଼ିତା ମା‘ଙ୍କର ପୁଅ ପାଖକୁ ଶେଷ ଚିଠି, ସୋସିଆଲ ମିଡ଼ିଆରେ ଭାଇରାଲ…

ଲଣ୍ଡନ,୩୦।୧ : ମରିବା ନୁହେଁ ତୋଠାରୁ ଅଲଗା ହେବାକୁ ମତେ ଭୟ ଲାଗୁଛିରେ ମୋ ଧନ। ଏହା ହେଉଛି ଚଣେ କ୍ୟାନସର ପୀଡ଼ିତା ମା‘ଙ୍କର ପୁଅ ପାଖକୁ ଶେଷ ଚିଠି। ଏହି ଚିଠି ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…

ବଲାଙ୍ଗୀରରୁ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର

ଭୁବନେଶର,୩୦।୧: ବଲାଙ୍ଗୀର ନିର୍ବାଚନମଣ୍ଡଳୀରୁ ୨୦୨୪ ନର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ତାଙ୍କ ବଦଳରେ ତାଙ୍କ ପୁଅ ସୌମେନ୍ଦ୍ର ମିଶ୍ର ବିଧାନସଭା ନିର୍ବାଚନ ଲଢ଼ିବେ। ଏନେଇ ବଲାଙ୍ଗୀରରେ ହୋଇଥିବା କମିଟି ମିଟିଂରେ ଏହା ନିଷ୍ପତ୍ତିି ହୋଇଛି। ଏଆଇସିସିକୁ ଏହା…

ଡକାୟତଙ୍କୁ ଡାକିଲେ, ବନ୍ଧୁକ ଦେଖାଇଲେ… ମହିଳାଙ୍କୁ କଲେ ପ୍ରପୋଜ୍‌, ଭିଡିଓ ଭାଇରାଲ

ଲୋକ ଭାଇରାଲ ହେବାକୁ ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ କରି ଭାଇରାଲ ହେଉଛନ୍ତି। ସେଥିରେ ଜଣେ ଲଭବାର୍ଡଙ୍କର ଭାଇରାଲ ଭିଡିଓ ସାମ୍ନାକୁ ଆସିଛି। ଯାହାକୁ ଦେଖି ଆପଣ ହସି ହସି ବେଦମ୍‌ ହୋଇଯିବେ। କିଛି ଲୋକ ନିଜ ପ୍ରେମିକ କିମ୍ବା…

ଅଧାରେ ରହିଲା ମା’ ତାରାତାରିଣୀଙ୍କ ଦର୍ଶନ: ଓଲଟି ପଡ଼ିଲା ଅଟୋ

ହିଞ୍ଜିଳିକାଟୁ, ୩୦।୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିଥାନା ବାଦିଆମ୍ବଗାଁ ନିକଟରେ ମଙ୍ଗଳବାର ଏକ ଯାତ୍ରୀବାହୀ ଅଟୋ (ନଂ.ଓଡି୦୭ଏଏଲ୍‌-୫୩୯୮) ଘନ କୁହୁଡ଼ି ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଛି। ଅଟୋଟି ରାସ୍ତାର ଏକ ବୁଲାଣିରେ ଓଲଟି ପଡିବାରୁ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ…

ଆସନ୍ତା ୪ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର ୩୦।୧: ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ଲାଗି ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି । ଆସନ୍ତା ୪ ତାରିଖ ସନ୍ଧ୍ୟା ୬ଟା ୩୦ମିନିଟ୍‌ରେ ଏହି ସର୍ବଦଳୀୟ ବୈଠକ ବସିବ । ବିଧାନସଭାରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ବୈଠକ ବସିବ । ସେହିଭଳି…

ବୁଧବାର ବନକଲାଗି ନୀତି : ବନ୍ଦ ରହିବ ସାଧାରଣ ଦର୍ଶନ 

ପୁରୀ ୩୦।୧ : ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟତଃ ୩ ରୁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଖବର…

‘ପୁଷ୍ପା ୨’ ସୁଟିଂ ସେଟରୁ ଲିକ୍‌ ହେଲା ଅଲୁ ଅର୍ଜୁନଙ୍କ ଲୁକ୍‌

ମୁମ୍ବାଇ: ଅଭିନେତା ଅଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା ୨’ ଚଳିତ ବର୍ଷ ମୁକ୍ତିଲାଭ କରିବାକୁ ଯାଉଛି। ଆଜିକାଲି ସାଉଥ ସୁପରଷ୍ଟାର ତାଙ୍କ ଫିଲ୍ମର ସୁଟିଂରେ ବ୍ୟସ୍ତ ଅଛନ୍ତି। ଫିଲ୍ମର ଟିଜର ସାମ୍ନାକୁ ଆସିନାହିଁ କିମ୍ବା କୌଣସି ଗୀତ ପର୍ଯ୍ୟନ୍ତ…

ଘର ସଫା କରି ସ୍ତ୍ରୀଙ୍କୁ ସ୍ବାମୀ ମାଗିଲେ ୭୪ହଜାର ଟଙ୍କାର ପାରିଶ୍ରମିକ, ଏହାପରେ…

ଇଂଲଣ୍ଡ,୩୦।୧: ‘ଘର ସବୁ ସଫାସଫି କାମ ସରିଛି। ଘରେ ଥିବା ବଡ ସୋଫ ସହ ଛୋଟ ଛୋଟ ସୋଫା, ଚେୟାର ଟେବୁଲ ସହ ୩ଟି ବେଡରୁମର କାର୍ପେଟ ଓ ଚଟାଣକୁ ମଧ୍ୟ ସଫା କରିଛି। ଏଥର ମୋତେ ଅନଲାଇନ ପେମେଣ୍ଟ କରନ୍ତୁ’।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?