Home Left

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ ୧-୦ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଏହି ସଫଳତା ପାଇଛି। ୨୧ ବର୍ଷୀୟା…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି) ଯୋଗାଣ ସମସ୍ୟା ସୃଷ୍ଟି ହୋଇଛି। ତେବେ ସମୁଦ୍ରରେ ଅଟକି ଥିବା ୨ଟି ଏଲ୍‌ପିଜି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ବାସଭବନରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା ଗ୍ରାମର ଝସକେତନ ନାଏକ (୩୫)। ସୂଚନା ଅନୁସାରେ ଝସକେତନ ସକାଳ ୮ଟା ସମୟରେ…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନାଁ ନେଇ କିଛି ମଦ୍ୟପ ଓ ପ୍ରଥଭ୍ରଷ୍ଟ ଯୁବକ ଆତଙ୍କରାଜ ଖେଳାଇଥିଲେ। ଯାହାଦ୍ୱାରା…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା ଚାନ୍ଦିପୁଟ ଏବଂ ଗଞ୍ଜାମ ଜିଲା କେ. ଖରିଡ଼ା ଗ୍ରାମର ପୌରାଣିକ ରାମାୟଣ ଥିଏଟର…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା ଖବର  ପ୍ରକାଶ ପାଇଥିଲା। ବିଶେଷକରି ଜମି ରେଜିଷ୍ଟ୍ରି (କବଲା) ଓ ଅନ୍ୟାନ୍ୟ ତହସିଲ…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ ଖେଳିବା ନେଇ ଏକ ପ୍ରକାର ଅନିଶ୍ଚିତତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ ଲୋକେ ଧରି ମାଡ଼ ମାରୁଥିବା ଶନିବାର ଅପରାହ୍ନରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ ସିଦ୍ଧାର୍ଥ ସ୍ବାଇଁ ଓ ଦେବୀପ୍ରସାଦ ଲେଙ୍କା। ଉଭୟ ବିଜୁ ଛାତ୍ର ଜନତା ଦଳ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ ଅପଡେଟ୍‌ । ରାଜ୍ୟରେ ଆଉ ନିଯୁକ୍ତି ହେବନି ଚୁକ୍ତି ଭିତ୍ତିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇନ୍ତି। ଅନ୍ୟପକ୍ଷେ ସେ କହିଛନ୍ତି, ୩ ବର୍ଷରେ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ ୪ଟି ବାଇକ୍‌ ସମ୍ପୁର୍ଣ୍ଣ ଜଳିଯାଇଛି। ତେବେ ଗୁରୁତର ହୋଇଥିବା ଜଣେ ଯୁବକଙ୍କୁ ଏମ୍ସରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri