ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ ଘଟାଇଥିଲେ। ଇଂଲଣ୍ଡ ଉପ-ଅଧିନାୟକ ହ୍ୟାରୀ ବ୍ରୁକ (୩୦) ଓ ଅଧିନାୟକ ବେନ୍ ଷ୍ଟୋକ୍ସ ବୋଲ୍ଡ…
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି…
ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…
ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ ଫେଷ୍ଟିଭାଲ’ରେ ଯୋଗ ଦେବା ପାଇଁ ଯାଉଥିବା ସମୟରେ ଜଣେ ମଦ୍ୟପ କାର ଚାଳକ ତାଙ୍କ…
ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍ ପରୀକ୍ଷା
ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଗଗନୟାନ ମିଶନ୍ର କ୍ରିଉ ମଡ୍ୟୁଲ୍ ଡିସେଲେରେଶନ ସିଷ୍ଟମ୍ ପାଇଁ ଡ୍ରଗ୍ୟୁ ପାରାଚୁର୍ଟ ପରୀକ୍ଷା ସଫଳତାର…
ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI
ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI) ଶନିବାର ସ୍ପଷ୍ଟ ଭାବେ ଖଣ୍ଡନ କରିଛି। ଏହି ଅଭିଯୋଗଗୁଡ଼ିକୁ…
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଏମ୍ଏନ୍ ପେଟା ଗ୍ରାମର କାନ୍ତା ରାଓ ଏବଂ ତାଙ୍କ ପତ୍ନୀ-ଝିଅ। ସୂଚନାନୁଯାୟୀ,ଗତ…
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର (PUCC) ନ ଥିଲେ ପେଟ୍ରୋଲ କିମ୍ବା ଡିଜେଲ ମିଳିବ ନାହିଁ ବୋଲି ତୈଳ କମ୍ପାନୀମାନଙ୍କୁ…
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…
ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ଏକ ଭିନ୍ନ ମତ ଦେଇଛନ୍ତି।…
କାହିଁକି ବାଦ୍ ପଡ଼ିଲେ ଗିଲ୍: ମୁହଁ ଖୋଲିଲେ ଅଗରକର
ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍ ବିଶ୍ୱକପ୍ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ଶୁବମନ ଗିଲ୍ଙ୍କୁ ଦଳରୁ ବାଦ୍ ଦିଆଯାଇଛି। ଅନ୍ୟପକ୍ଷେ ଚୟନ କମିଟି ମୁଖ୍ୟ ଅଜିତ୍…
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ ପଦକ ପାଇ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହାକୁ ନେଇ ବ୍ଲକ…
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷକମାନେ ହେଉଛନ୍ତି…
Archives


