Home Left

ଜୁଲାଇରେ ଜିଓର ସର୍ବାଧିକ ନୂତନ ଗ୍ରାହକ

ଭୁବନେଶ୍ୱର, ୩୦।୯ : ଚଳିତ ବର୍ଷ ଜୁଲାଇରେ ରିଲାଏନ୍ସ ଜିଓ ଓଡ଼ିଶାର ସର୍ବାଧିକ ସଂଖ୍ୟକ ନୂଆ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ରାଜ୍ୟରେ ସବୁଠାରୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଭାବେ ଉଭାହୋଇଛି। ଏପରିକି ଭାରତୀୟ ଦୂରସଞ୍ଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ)…

ଜାତୀୟସ୍ତରରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌ ୨୦୨୪ ପ୍ରକାଶ ପାଇଛି। ଏଥିରେ କିଟ୍‌ ବିଶ୍ୱ ବିଦ୍ୟାଳୟ ବିଶ୍ୱ ତଥା ସର୍ବଭାରତୀୟ ସ୍ତରରେ ତା’ର ସ୍ଥାନ ବଜାୟ ରଖିଛି। ଚଳିତବର୍ଷ ଭଲ ପ୍ରଦର୍ଶନ ସହ ର଼୍ୟାଙ୍କିଙ୍ଗ୍‌ରେ ଆହୁରି ଉନ୍ନତି…

ଏନ୍‌ଏଲ୍‌ସିଆଇଏଲ୍‌ ସହ ଗ୍ରୀଡ୍‌କୋର ବୁଝାମଣା

ଭୁବନେଶ୍ୱର, ୩୦।୯ : ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ (ଏନ୍‌ଏଲ୍‌ସିଆଇଏଲ୍‌) ଏବଂ ଗ୍ରୀଡ୍‌କୋ ଲିମିଟେଡ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ଓଡ଼ିଶାରେ ପ୍ରସ୍ତାବିତ ନେଭେଲି ତଲାବିରା ସୁପର କ୍ରିଟିକାଲ ଥର୍ମାଲ ପାୱାର ଷ୍ଟେଶନ (ଏନ୍‌ଟିଟିପିପି)ର ଷ୍ଟେଜ-୧ରେ ୪୦୦ମେଗାୱାଟ ଏବଂ ଷ୍ଟେଜ-୨ରେ…

ନକଲି ଜମି ମାଲିକାଣୀଙ୍କ ସମେତ ଆଉ ୨ ଗିରଫ

ଭୁବନେଶ୍ୱର,୩୦।୯(ସତ୍ୟଜିତ୍‌ ରାଉତ): ଜାଲିଆତି କରି ଅନ୍ୟଜଣଙ୍କ ଜମିକୁ ବିକ୍ରି କରୁଥିବା ଏକ ର଼୍ୟାକେଟର ଆଉ ୨ଜଣଙ୍କୁ କମିଶନରେଟ୍‌ ପୋଲିସ୍‌ର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଗିରଫ କରିଛି। ସେମାନେ ହେଲେ ନକଲି ଜମି ମାଲିକାଣୀ କଟକ ଜଲା ଚୌଦ୍ୱାର ଥାନା ଅନ୍ତର୍ଗତ କପିଳେଶ୍ୱର…

ସାମ୍‌ସଙ୍ଗ୍‌ର ପାର୍ବଣ ସେଲିଂ

ଭୁବନେଶ୍ୱର, ୩୦।୯ : ଚଳିତ ବର୍ଷ ପାର୍ବଣ ଉପଲକ୍ଷେ ସାମ୍‌ସଙ୍ଗ୍‌ ପକ୍ଷରୁ ପାର୍ବଣ ସେଲିଂର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ସାମ୍‌ସଙ୍ଗ୍‌ର ବଛା ବଛା ସ୍ମାର୍ଟଫୋନ ଉପରେ ଆକର୍ଷଣୀୟ ସ୍ବତନ୍ତ୍ର ମୂଲ୍ୟ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଯେଉଁଥିରେ ସାମ୍‌ସଙ୍ଗ୍‌ ଗାଲାକ୍ସି ଏମ୍‌ ଓ…

ମଙ୍ଗଳବାର ଯାଏ ୟୁନିଟ୍‌ ୧ ହାଟ ବନ୍ଦ

ଭୁବନେଶ୍ୱର, ୩୦।୯ (ବନ୍ଦନା ସେଠୀ): ମାର୍କେଟ ଆସୋସିଏଶନ୍‌ ଏବଂ ଭେଣ୍ଡିଂଜୋନ୍‌ ବ୍ୟବସାୟୀଙ୍କ ମଧ୍ୟରେ ବିବାଦର କୌଣସି ସମାଧାନ ହୋଇ ପାରି ନ ଥିବାରୁ ଶୁକ୍ରବାର ମଧ୍ୟ ଦିନ ତମାମ ୟୁନିଟ୍‌-୧ ହାଟ ବନ୍ଦ ରହିଥିଲା। ତେବେ ଏନେଇ ଆସୋସିଏଶନ୍‌ ପକ୍ଷରୁ ବିଏମ୍‌ସି…

ଝଲସିବ ରାଷ୍ଟ୍ରପତି ଭବନ ପୂଜା ମଣ୍ଡପ

ଭୁବନେଶ୍ୱର, ୩୦।୯ (ବନ୍ଦନା ସେଠୀ): ଉତ୍ସାହ ଉଦ୍ଦୀପନା ସହ ଫେରିଛି ପାର୍ବଣ। କାଶତଣ୍ଡୀ ଫୁଲର ସମ୍ଭାରରେ ସଜେଇ ହେଉଛି ସହରର ପରିବେଶ। ନିଜ ଉପସ୍ଥିତିକୁ ଜାହିର କରିବା ସହ ମା’ ଦଶଭୂଜାଙ୍କ ଧରାବତରଣର ସମୟ ପାଖେଇ ଆସୁଥିବାର ସଙ୍କେତ ଦେଉଛି। ତେଣୁ…

ଇଣ୍ଡିଆନ୍‌ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର, ୩୦।୯ : ଇଣ୍ଡିଆନ୍‌ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ଉପ-ମହାପ୍ରବନ୍ଧକ ସଚ୍ଚିକାନ୍ତ ଦାସ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଦାସ ବ୍ୟାଙ୍କର କର୍ପୋରେଟ୍‌ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ବିଭାଗର ଉପ-ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ।…

ନାରୀ ନିର୍ଯାତନା, ଅଭିଯୋଗ ସହ ସଚେତନତା ଜରୁରୀ

ମହିଳାଙ୍କ ସାମାଜିକ, ଆର୍ଥିକ, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଅଗ୍ରଗତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କାଯର୍ର୍‌ୟକାରୀ କରାଯାଉଛି। ଏହା ସତ୍ତ୍ୱେ ମହିଳା ବିରୋଧୀ ହିଂସାକାଣ୍ଡ କମିବାରେ ନଁା ଧରୁନି। ରାଜ୍ୟ ମହିଳା କମିଶନରେ ନାରୀ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୩୦।୯ : ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

୫ ବର୍ଷିଆ ଆର୍‌ଡି ଉପରେ ସୁଧ ହାର ବୃଦ୍ଧି

ନୂଆଦିଲ୍ଲୀ,୩୦।୯ (ଅଭୟ ଦାଶ) : ଚଳିତ ଆର୍ଥିକ ବର୍ଷର ୩ୟ (ଅକ୍ଟୋବରରୁ ଡିସେମ୍ବର) ତ୍ରୈମାସିକ ପାଇଁ କେନ୍ଦ୍ର ସରକାର ୫ବର୍ଷିଆ ରେକରିଂ ଡିପୋଜିଟ୍‌ (ଆର୍‌ଡି) ଉପରେ ସୁଧ ହାର ବୃଦ୍ଧି ସହ କ୍ଷୁଦ୍ର ସଞ୍ଚୟ ଯୋଜନା ଉପରେ ସୁଧ ହାର ଅପରିବର୍ତ୍ତିତ ରଖିଛନ୍ତି।…

ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ପୂର୍ଣ୍ଣ

ସମ୍ବଲପୁର,୩୦ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ଶୁକ୍ରବାର ପୂର୍ଣ୍ଣ ହୋଇଛି। ସର୍ବାଧିକ ୬୩୦ ଫୁଟ୍‌ ଜଳସ୍ତର କ୍ଷମତା ପୂରା ହୋଇଛି। ପ୍ରତିବର୍ଷ ସେପ୍ଟେମ୍ବର ଶେଷ ବେଳକୁ ଡ୍ୟାମ୍‌ରେ ଜଳସ୍ତର ଏଭଳି ରହିଥାଏ। ଶୁକ୍ରବାରଠାରୁ ପଶ୍ଚିମ ଓଡ଼ିଶା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri