Home Left

ନାରୀ ନିର୍ଯାତନା, ଅଭିଯୋଗ ସହ ସଚେତନତା ଜରୁରୀ

ମହିଳାଙ୍କ ସାମାଜିକ, ଆର୍ଥିକ, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଅଗ୍ରଗତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କାଯର୍ର୍‌ୟକାରୀ କରାଯାଉଛି। ଏହା ସତ୍ତ୍ୱେ ମହିଳା ବିରୋଧୀ ହିଂସାକାଣ୍ଡ କମିବାରେ ନଁା ଧରୁନି। ରାଜ୍ୟ ମହିଳା କମିଶନରେ ନାରୀ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୩୦।୯ : ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

୫ ବର୍ଷିଆ ଆର୍‌ଡି ଉପରେ ସୁଧ ହାର ବୃଦ୍ଧି

ନୂଆଦିଲ୍ଲୀ,୩୦।୯ (ଅଭୟ ଦାଶ) : ଚଳିତ ଆର୍ଥିକ ବର୍ଷର ୩ୟ (ଅକ୍ଟୋବରରୁ ଡିସେମ୍ବର) ତ୍ରୈମାସିକ ପାଇଁ କେନ୍ଦ୍ର ସରକାର ୫ବର୍ଷିଆ ରେକରିଂ ଡିପୋଜିଟ୍‌ (ଆର୍‌ଡି) ଉପରେ ସୁଧ ହାର ବୃଦ୍ଧି ସହ କ୍ଷୁଦ୍ର ସଞ୍ଚୟ ଯୋଜନା ଉପରେ ସୁଧ ହାର ଅପରିବର୍ତ୍ତିତ ରଖିଛନ୍ତି।…

ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ପୂର୍ଣ୍ଣ

ସମ୍ବଲପୁର,୩୦ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ଶୁକ୍ରବାର ପୂର୍ଣ୍ଣ ହୋଇଛି। ସର୍ବାଧିକ ୬୩୦ ଫୁଟ୍‌ ଜଳସ୍ତର କ୍ଷମତା ପୂରା ହୋଇଛି। ପ୍ରତିବର୍ଷ ସେପ୍ଟେମ୍ବର ଶେଷ ବେଳକୁ ଡ୍ୟାମ୍‌ରେ ଜଳସ୍ତର ଏଭଳି ରହିଥାଏ। ଶୁକ୍ରବାରଠାରୁ ପଶ୍ଚିମ ଓଡ଼ିଶା ଓ…

ନିର୍ବାଚନ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କର

ଭୁବନେଶ୍ୱର,୩୦୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛି ମାସ ରହିଛି। ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ନ ଦେବା…

ଶାନ୍ତ କୁମାର ପିଟିଆଇ ମୁଖ୍ୟ

ନୂଆଦିଲ୍ଲୀ,୩୦ା୯: ଡେକାନ୍‌ ହେରାଲ୍ଡର ପ୍ରକାଶନୀ ସଂସ୍ଥା ଦି ପ୍ରିଣ୍ଟର୍ସ (ମହୀଶୂର) ପ୍ରାଇଭେଟ୍‌ ଲିମିଟେଡ୍‌ର ଶାନ୍ତ କୁମାର ଶୁକ୍ରବାର ପ୍ରେସ୍‌ ଟ୍ରଷ୍ଟ୍‌ ଅଫ୍‌ ଇଣ୍ଡିଆ (ପିଟିଆଇ) ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ଲଗାତର ୨ ଥର ଅଧ୍ୟକ୍ଷ ପଦ ସମ୍ଭାଳିଥିବା ଅଭିକ ସରକାରଙ୍କ ସ୍ଥାନରେ…

ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଅଧିକାର ଓ ଦାବିକୁ ନେଇ ଶିକ୍ଷୟିତ୍ରୀ ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀ ଶିକ୍ଷାନୁଷ୍ଠାନ ଛାଡ଼ି ରାଜଧାନୀ ରାସ୍ତାରେ ବସି ରହିଛନ୍ତି। ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ବାନରେ ୫ଦିନ ହେବ ହଜାର ହଜାର ଶିକ୍ଷକ ଲୋୟର…

ଜରାଜୀର୍ଣ୍ଣ ଅବସ୍ଥାରେ ରାଜ୍ୟର ୧୫୭ ଡାକବଙ୍ଗଳା

ଭୁବନେଶ୍ୱର, ୩୦।୯(ସୁନିତ୍‌ ମିଶ୍ର): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନ ୧୫୭ଟି ଡାକବଙ୍ଗଳା (ଆଇବି) ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ସେଥିମଧ୍ୟରୁ କେନ୍ଦୁଝରରେ ସର୍ବାଧିକ ୨୩ଟି ଆଇବି ଏବଂ ରେଷ୍ଟ ସେଡ୍‌ ଜରାଜୀର୍ଣ୍ଣ ଅବସ୍ଥାରେ ଅଛି। ସେହିପରି ବୌଦ୍ଧ ଜିଲାର…

ଆମେରିକାରେ ୧ ଅକ୍ଟୋବରରୁ ଶଟଡାଉନ ସଙ୍କଟ, ସରକାରୀ ଖର୍ଚ୍ଚର ମଞ୍ଜୁରୀ ପାଇଁ ଅଣାଯାଇଥିବା ବିଲ୍‌ ଖାରଜ

ଓ୍ବାଶିଂଟନ୍‌,୩୦।୯: ଆମେରିକାରେ ଶଟଡାଉନ ସଙ୍କଟ ବୃଦ୍ଧି ପାଇଛି। ସଂଘୀୟ ସରକାରଙ୍କ ପାଇଁ ଏକ ମାସର ଖର୍ଚ୍ଚର ରାଶି (ଷ୍ଟପଗାପ) ଜାରି କରିବା ପାଇଁ ଆଣାଯାଇଥିବା ଏକ ବିଲ୍‌ ଶୁକ୍ରବାର ଆମେରିକା ସଂସଦର ନିମ୍ନ ସଦନରେ ଖାରଜ କରାଯାଇଛି। ଏହି ବିଲ୍‌ ମାଧ୍ୟମରେ…

ଜ୍ଞାନବାପି ମସ୍‌ଜିଦ ସର୍ଭେ ବନ୍ଦ ଆବେଦନ ଖାରଜ

ବାରାଣସୀ,୩୦ା୯: ଜ୍ଞାନବାପି ମସ୍‌ଜିଦ ପରିସରରେ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ କରାଯାଉଥିବା ବିଜ୍ଞାନଭିତ୍ତିକ ସର୍ଭେକୁ ବନ୍ଦ କରିବା ଲାଗି ମସ୍‌ଜିଦ ପରିଚାଳନା କମିଟି କରିଥିବା ଆବେଦନକୁ ବାରାଣସୀର ଏକ ଅଦାଲତ ଖାରଜ କରିଦେଇଛନ୍ତି। ସର୍ଭେ ପାଇଁ ଆଲ୍ଲାହାବାଦ ହାଇକୋର୍ଟ…

ଲଘୁଚାପ: ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩୦ା୯(ଅନିଲ ଦାସ): ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ଗତି କରିବ। ଏହାର…

ଶୁଟିଂରେ ଭାରତକୁ ଶ୍ରେଷ୍ଠ ସଫଳତା

ହାଙ୍ଗଝୋ, ୩୦।୯ (ପି.ଟି.): ଚଳିତ ଏସିଆନ ଗେମ୍ସର ଶୁଟିଂ ରେଞ୍ଜରେ ଭାରତୀୟ ଶୁଟରମାନେ ଅତ୍ୟନ୍ତ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଫଳରେ ଏଥର ଶୁଟିଂରେ ଭାରତକୁ ଶ୍ରେଷ୍ଠ ସଫଳତା ମିଳିଛି। ଭାରତର ଯୁବ ଶୁଟରମାନେ ପ୍ରତିପକ୍ଷ ପ୍ରତିଦ୍ୱନ୍ଦ୍ୱୀଙ୍କୁ କଡ଼ା ଚ୍ୟାଲେଞ୍ଜ ଦେଇ ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri