ଆଜି ୨୪ ଘଣ୍ଟିିଆ ମୟୂରଭଞ୍ଜ ବନ୍ଦ
ବାରିପଦା,୨୪ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୧୫ଦଫା ଦାବି ନେଇ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍ଏମ୍) ପକ୍ଷରୁ ଗୁରୁବାର ୨୪ ଘଣ୍ଟିିଆ ମୟୂରଭଞ୍ଜ ଜିଲା ବନ୍ଦ ଡାକରା ଦିଅଯାଇଛି। ଜିଲାର ଜନସାଧାରଣଙ୍କ ବୃହତ୍ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ବନ୍ଦକୁ ସଫଳ କରିବାକୁ ଆହ୍ବାନ ଦିଆଯାଇଛି। କେନ୍ଦ୍ର…
ସରକାରୀ ଜମିରେ ନିର୍ମାଣ ହେଉଛି ଆବାସ
କୋରୁକୋଣ୍ଡା ୨୪ା୮(ଅବିନାଶ ବେହେରା): ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା। କିନ୍ତୁ କେତେକ ସ୍ଥାନରେ ନିୟମ ଉଲ୍ଲଂଘନ କରାଯାଉଥିବା ନଜିର ରହିଛି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର…
ମାଲିକଙ୍କ ଅଜାଣତରେ ଜମି ବିକ୍ରି ଉଦ୍ୟମ
ସମ୍ବଲପୁର,୨୪ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ମାଲିକ ଅଜାଣତରେ ହେଉଥିଲା ଜମି ବିକ୍ରି। ଦଲାଲମାନେ ନକଲି ଦସ୍ତାବିଜ ତିଆରି କରି ଜମି କିଣାବିକା କରୁଥିଲେ। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ବୁର୍ଲା ଥାନା…
ବଡ଼ଗୁମୁଡ଼ା ସେବାଶ୍ରମ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ
ନବରଙ୍ଗପୁର,୨୪ା୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ କୋଷାଗୁମୁଡା ବ୍ଲକ ବଡ଼ଗୁମୁଡ଼ା ସେବାଶ୍ରମ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ରଞ୍ଜିିତା ହରିଜନଙ୍କର ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ନବରଙ୍ଗପୁର ଜିଲା ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଝରିଗଁା ବ୍ଲକ ତାରାଯୋଡି ଗ୍ରାମର ଖଗପତି…
୫ ଜିଲାରେ ଖୁବ୍ଶୀଘ୍ର ଇ-ବସ୍ ସେବା
ଭୁବନେଶ୍ୱର, ୨୪।୮(ସୁନିତ୍ ମିଶ୍ର)କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ(କ୍ରୁଟ୍)ର ୪୪ତମ ବୋର୍ଡ ବୈଠକ ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ତଥା କ୍ରୁଟ୍ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦୁଝର ଜିଲାରେ ତୁରନ୍ତ ‘ମୋ ବସ୍’ ସେବା ଆରମ୍ଭ କରିବା…
ଛାତ୍ରୀଙ୍କ ପରୀକ୍ଷା ଖାତାରେ ଉତ୍ତର ଲେଖି ଅଧ୍ୟାପିକା ଗିରଫ
ଉଦଳା,୨୪ା୮(ସନ୍ତୋଷ କୁମାର ବାଚ୍ଛିନୀ)ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ରାଢୋସ୍ଥିତ ଲୁଇପା ଡିଗ୍ରୀ କଲେଜର ଓଡ଼ିଆ ବିଭାଗର ଅଧ୍ୟାପିକା ତୁଳିକା ଆଶ ପରୀକ୍ଷାରେ ଅନୁପସ୍ଥିତ ଜଣେ ଛାତ୍ରୀଙ୍କ ଖାତାରେ ଉତ୍ତର ଲେଖି ଗିରଫ ହୋଇଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୨୫୫/୨୩) ରୁଜୁ…
୨୧ ନୂଆ ବସ୍ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୨ କୋଟି ଲୋକ
ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ‘ଆମ ବସ୍ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲାରେ ୨୧ଟି ନୂଆ ବସ୍ଷ୍ଟାଣ୍ଡ ଉଦ୍ଘାଟନ କରିଛନ୍ତି। ଏହାସହିତ ୨୬ଟି ଜିଲାରେ ୧୨୪ଟି ବ୍ଲକସ୍ତରୀୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ମଧ୍ୟ ରଖିଛନ୍ତି। ଏହାକୁ ପରିବହନ…
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା
ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଦଳ ତାଙ୍କର ଆଶୁ ଆରୋଗ୍ୟ…
କମ୍ ବୟସରେ ସଫଳତାର ଶୀର୍ଷକୁ ଛୁଇଁଥାନ୍ତି ଏହି ୪ ରାଶିର ବ୍ୟକ୍ତି; ଜିତିବାକୁ ନେଇ ଥାଏ ପ୍ରବଳ ଉତ୍ସାହ
ରାଶି ଏବଂ ଗ୍ରହମାନଙ୍କର ଏକ ବିଶେଷ ସମ୍ପର୍କ ଅଛି। ପ୍ରତ୍ୟେକ ରାଶିର କିଛି ସ୍ବାମୀ ଗ୍ରହ ଥାଏ। ମିଥୁନ ଏବଂ କନ୍ୟାର ପ୍ରଭୁ ଗ୍ରହ ହେଉଛି ବୁଧ, ସେହିଭଳି ବୃଷ ଏବଂ ତୁଳାର ଶୁକ୍ର । କୁହାଯାଏ ଯେ ଏହି ଗ୍ରହମାନଙ୍କର…
ଶାମିଙ୍କ ଅଡ଼ୁଆ ବଢ଼ିଲା, ସ୍ତ୍ରୀଙ୍କ ମାମଲାରେ କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ
କୋଲକାତା,୨୩।୮: ବଢ଼ିଲା ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଅଡ଼ୁଆ। ସ୍ତ୍ରୀ ହସିନ ଜହାଁ ତାଙ୍କ ଉପରେ ଚଳାଇଥିବା ମାମଲାରେ କୋର୍ଟ ତାଙ୍କୁ ୩୦ ଦିନ ମଧ୍ୟରେ ଜାମିନ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶାମି ଅଗଷ୍ଟରେ ଖେଳାଯିବାକୁ ଥିବା ଏସିଆ କପ୍…
ପୁଣି ବଢିଲା ଅଭିଷେକ ବାନାର୍ଜୀଙ୍କ ଅଡୁଆ
କୋଲକତା,୨୩।୮:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ତଥା ଟିଏମ୍ସି ଏମ୍ପି ଅଭିଷେକ ବାନାର୍ଜୀ ଅଡୁଆ ବଢିବାରେ ଲାଗିଛି। ଅଭିଷେକଙ୍କ କମ୍ପାନୀର ପରିସରରେ ବୁଧବାର ଚଢାଉ କରିଛି ଇଡି। ଚଢାଉ ପରେ କିଛି ଦଲିଲ ଜବତ କରାଯାଇଛି। ପଶ୍ଚିମବଙ୍ଗର ଶିକ୍ଷକ ନିଯୁକ୍ତି ‘ସ୍କାମ’ରେ…
ଭଣଜାଙ୍କ କାନ୍ଧରେ ହାତ ରଖିଲେ ମାୟାବତୀ, କହିଲେ-୨୦୨୪ ନିର୍ବାଚନ ଏକତରଫା ହେବନାହିଁ
ଲକ୍ଷ୍ନୌ,୨୩।୮: ବହୁଜନ ସମାଜବାଦୀ ପାର୍ଟି ପ୍ରମୁଖ ମାୟାବତୀ ଅନ୍ୟ କୌଣସି ଦଳ ସହ ମେଣ୍ଟ ନ କରି ୨୦୨୪ ଲୋକ ସଭା ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଲକ୍ଷ୍ନୌରେ ବୁଧବାର ହୋଇଥିବା ବୈଠକରେ ମାୟାବତୀଙ୍କ ଭାଇ ଆନନ୍ଦ କୁମାର ଏବଂ ଭଣଜା…
Archives


