Home Left

ଟ୍ରାଫିକ୍‌ ଜାମ୍‌ରେ ଫସିଲେ ଯୁବକ, ପିଜା ଅର୍ଡର କରି ମେଣ୍ଟାଇଲେ ଭୋକ, ଭିଡିଓ ଦେଖିଲେ…

ଆପଣ ବେଶ୍‌ ଭଲ ଭାବେ ଜାଣିଥିବେ ଭାରତର ବଡ଼ ସହରରେ ଟ୍ରାଫିକ୍‌ର ଅବସ୍ଥା କିପରି। ସବୁଠୁ ଟ୍ରାଫିକ୍‌ ଜାମ୍‌ ବେଙ୍ଗାଲୁରୁରେ ଦେଖିବାକୁ ମିଳେ। ଏଠାରେ ଯଦି ଆପଣଙ୍କୁ ୧୦ କିଲୋମିଟର ଯାତ୍ରା କରିବାକୁ ଥାଏ, ତେବେ ଅତି କମରେ ଦେଢ଼ ଘଣ୍ଟା…

୨୪ଘଣ୍ଟା ପରେ ବି ମିଳୁନି ପତ୍ତା

ଭଦ୍ରକ/ଭଣ୍ଡାରୀପୋଖରୀ(ସନାତନ ରାଉତ/ରବିନାରାୟଣ ଖିଲାର),୨୯।୯:ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗ୍ରାମର ଚନ୍ଦନ ସାହୁ(୩୦) ନିଜ ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ ସେତୁ ଉପରୁ ନଦୀକୁ ଡେଇଁବା ଘଟଣାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ବାପ,ଝିଅଙ୍କ କୌଣସି…

ଥ୍ରୋଟଲ୍‌ରେ ଥୋଇଲେ ବ୍ୟାଗ୍‌, ମାଡ଼ିଗଲା ଟ୍ରେନ୍‌

ନୂଆଦିଲ୍ଲୀ/ମଥୁରା,୨୯ା୯:ଜଣେ ଟ୍ରେନ୍‌ କର୍ମଚାରୀଙ୍କ ଦାୟିତ୍ୱହୀନତା ପାଇଁ ଉତ୍ତରପ୍ରଦେଶର ମଥୁରା ରେଳଷ୍ଟେଶନରେ ଛିଡ଼ାହୋଇଥିବା ଏକ ଟ୍ରେନ୍‌ ମଙ୍ଗଳବାର ରାତିରେ ଲାଇନ୍‌ଚ୍ୟୁତ ହୋଇ ପ୍ଲାଟ୍‌ଫର୍ମକୁ ମାଡ଼ିଯାଇଥିଲା। ଏଥିରେ ଜଣେ ମହିଳା ଆହତ ହୋଇଥିଲେ। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଟ୍ରେନ୍‌ରେ ଲାଗିଥିବା ସିକ୍ୟୁରିଟି…

ଢେଙ୍କାନାଳ ସହରରେ ହେଟା ଆତଙ୍କ

ଢେଙ୍କାନାଳ,୨୯ା୯ (ରତନ ନାୟାର):ଢେଙ୍କାନାଳ ସହର ଜଗନ୍ନାଥ ରୋଡ୍‌ରେ ଗୁରୁବାର ହେଟାବାଘ ଆତଙ୍କ ଦେଖାଦେଇଛି। ବାଘଟି ଜଣଙ୍କ ଘରକୁ ପଶୁଥିବାବେଳେ ଅଞ୍ଚଳବାସୀ ପାଟି କରିବାରୁ ଦୌଡି ପଳାଇଥିଲା। ଅନୁରୂପ ଭାବେ ୨ ସପ୍ତାହ ତଳେ ବିଳମ୍ବିତ ରାତିରେ ଲକ୍ଷ୍ମୀ ବଜାର ଅଞ୍ଚଳରେ ହେଟାବାଘଟି…

କଥାକାର ଭୀମ ପୃଷ୍ଟି ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୨୯।୯(ଶର୍ମିଷ୍ଠା ପାଣିଗ୍ରାହୀ):ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଚଳିତ ବର୍ଷର ୪୪ତମ ଶାରଳା ପୁରସ୍କାରରେ ବିଶିଷ୍ଟ କଥାକାର ଭୀମ ପୃଷ୍ଟି ସମ୍ମାନିତ ହେବେ। ୨୦୧୭ ମସିହାରେ ପଶ୍ଚିମା ପବ୍ଲିକେଶନ୍‌ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ।…

ଜର୍ଦାରୀ-ଗିଲାନୀଙ୍କ ସମସ୍ୟା ବଢିଲା

ଇସଲାମାବାଦ୍‌,୨୯।୯: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦାରୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନିଙ୍କ ସମସ୍ୟା ବଢିଛି। ଅକ୍ଟୋବର ୨୪ରେ ତୋସାଖାନା ମାମଲାରେ ହାଜର ହେବା ପାଇଁ ଇସଲାମାବାଦ କୋର୍ଟ ଜର୍ଦାରୀ ଏବଂ ଗିଲାନୀଙ୍କୁ ଡକାଇଛନ୍ତି। ୨୦୦୮ ରୁ…

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଆକ୍ରମଣ ଉଦ୍ୟମ

ଇମ୍ଫାଲ୍‌,୨୯।୯: ମଣିପୁରର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ ହୋଇଛି। ଉପସ୍ଥିତ ସୁରକ୍ଷା ବାହିନୀ ଏହାକୁ ପଣ୍ଡ କରିଥିଲେ। ପୋଲିସ ଅଧିକାରୀ କହିଛନ୍ତି ଯେ, ଇମ୍ଫାଲର ହିଙ୍ଗାଙ୍ଗ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ କରିବାକୁ ଉଦ୍ୟମ…

ଆକାଶରେ ଦୁଇଟି ସୂର୍ଯ୍ୟ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜଣେ ବ୍ୟକ୍ତି ଆକାଶରେ ଦୁଇଟି ସୂର୍ଯ୍ୟ ଦେଖାଇଲେ, ଲୋକମାନେ ପ୍ରଥମେ ଆଶ୍ଚର୍ଯ୍ୟ ହୋଇଗଲେ। ମାତ୍ର ପରେ କମେଣ୍ଟ ପଢ଼ିବା ପରେ ସତ କଥା ଜାଣିପାରିଥିଲେ। ମହାକାଶ ବହୁତ ବଡ଼। ଅନେକ ଗ୍ରହ ଏବଂ ଉପଗ୍ରହମାନଙ୍କ ମଧ୍ୟରେ ମଣିଷ ପ୍ରତିଦିନ ନୂଆ ରହସ୍ୟ…

ବ୍ରିଜ୍‌ ଉପରୁ ଡେଇଁ ନିଖୋଜ

ସୁନାବେଡ଼ା,୨୮ା୯(କୃତ୍ତିବାସ ପ୍ରଧାନ): ସୁନାବେଡ଼ା ବାପୁଜୀ କଲୋନିରେ ରହୁଥିବା ଚଣ୍ଡାଳ ଗରଡ଼ା(୬୧) ବୁଧବାର ରାତିରେ ଘରୁ କେଉଁଆଡେ ଚାଲିଯାଇଥିଲେ। ପରିବାର ଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ଚଣ୍ଡାଳଙ୍କ କୌଣସି ପତ୍ତା ପାଇ ନ ଥିଲେ। ଗୁରୁବାର ଟିମ୍ବର ବ୍ରିଜ୍‌…

ସ୍ବାଭାବିକ ହେଉନି ରେଳସେବା

କୋରାପୁଟ, ୨୮ା୯(ଅମିତାଭ ବେହେରା): କୋରାପୁଟ ଜିଲାର ଜରଟି ଗ୍ରାମ ନିକଟରେ ଗତ ରବିବାର ଭୋରରେ ଘଟିଥିବା ଭୂସ୍ଖଳନକୁ ଇତି ମଧ୍ୟରେ ୫ ଦିନ ବିତିଯାଇଛି। ତଥାପି ସ୍ବାଭାବିକ ହୋଇପାରି ନାହିଁ ରେଳ ସେବା ା ରେଳ ଲାଇନ ମରାମତି କାର୍ଯ୍ୟରେ ବର୍ଷା…

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ

ରେଢ଼ାଖୋଲ,୨୮ା୯(ଅଚ୍ୟୁତାନନ୍ଦ ପୁରୋହିତ): ରେଢ଼ାଖୋଲ ବ୍ଲକ ଲୁହାପଙ୍କ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦୀନବନ୍ଧୁ ପ୍ରଧାନ (୫୪)ଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁଟାସିଂହା ଗ୍ରାମର ଅଶ୍ବିନୀ ବଘାର (୨୭) ଓ ମହେଶ ବଘାର (୨୫)। ମିଳିଥିବା…

ସମାଲୋଚିତ ହେଲେ ରାମସ୍ବାମୀ

ଓ୍ବାଶିଂଟନ,୨୮ା୯: ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରାର୍ଥୀ ଆଶାୟୀ ଭାରତୀୟ ବଂଶୋଦ୍ଭବ ବିବେକ ରାମସ୍ବାମୀ ଏକ ପ୍ରାଇମେରିରେ ୟୁକ୍ରେନ୍‌ ସମ୍ପର୍କିତ ମନ୍ତବ୍ୟ ଦେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଦ୍ୱାରା ସମାଲୋଚିତ ହୋଇଛନ୍ତି। ସେ କ୍ଷମତାକୁ ଆସିଲେ ରୁଷିଆ ବିରୋଧରେ ଚାଲିଥିବା ଯୁଦ୍ଧରେ ୟୁକ୍ରେନ୍‌କୁ ସମର୍ଥନ କରିବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri