ପଶ୍ଚିମ ଏସିଆ ଦେଶର ଜେଲରେ ବନ୍ଦ ଥିବା ଭିକାରୀଙ୍କ ମଧ୍ୟରୁ ୯୦ ପ୍ରତିଶତ ପାକିସ୍ତାନୀ
ଇସଲାମାବାଦ,୨୮।୯: ଆତଙ୍କବାଦ ଏବଂ ଗଧ ରପ୍ତାନି ପାଇଁ ପାକିସ୍ତାନ ଅନେକ ସମୟରେ ହେଡଲାଇନରେ ରହିଆସିଛି। ବର୍ତ୍ତମାନ ଆଉ ଏକ ଖବରକୁ ନେଇ ପାକିସ୍ତାନ ଚର୍ଚ୍ଚାକୁ ଆସିଛି। ଭିକ୍ଷାବୃତ୍ତିକୁ ନେଇ ପଶ୍ଚିମ ଏସୀୟ ଦେଶ ମଧ୍ୟ ପାକିସ୍ତାନ ଦ୍ୱାରା ଅସୁବିଧାରେ ପଡିଛନ୍ତି। ସୂଚନା…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ପାରଳାଖେମୁଣ୍ଡି,୨୮ା୯ (ଗିରିଧାରୀ ପରିଛା): ଗଜପତି ଜିଲା ଆର.ଉଦୟଗିରି ଥାନା ଅଧୀନ ବାଦପୁର ଗ୍ରାମରେ ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଜିଲା ଦୌରାଜଜ୍ ପ୍ରଣବ କୁମାର ରାଉତରାୟ। ଅଭିଯୁକ୍ତ ସ୍ବାମୀ ହେଲେ ସୁବାସ ଚନ୍ଦ୍ର ନାୟକ। ୨୦୧୯ ଏପ୍ରେଲ…
ଆମେରିକା ଫେରିଲେ ଉତ୍ତର କୋରିଆରେ ଅବୈଧ ଭାବେ ପ୍ରବେଶ କରିଥିବା ସୈନିକ
ଓ୍ବାଶିଂଟନ୍,୨୮।୯: ଦୁଇ ମାସ ପୂର୍ବେ ଉତ୍ତର କୋରିଆରେ ଅବୈଧ ଭାବେ ପ୍ରବେଶ କରିଥିବା ଜଣେ ଆମେରିକୀୟ ସୈନିକଙ୍କୁ ବର୍ତ୍ତମାନ ମୁକ୍ତ କରାଯାଇଛି। ସେ ଗୁରୁବାର ଆମେରିକାରେ ପହଞ୍ଚିଛନ୍ତି। ଟେକ୍ସାସର ଏକ ନ୍ୟୁଜ ଷ୍ଟେଶନ ମଧ୍ୟ ଏ ସମ୍ପର୍କରେ ଏକ ଭିଡିଓ ଜାରି…
ବିଶ୍ୱକପ୍ ୨୦୨୩: ଫାଇନାଲ ୧୫ ଜଣିଆ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ
ସିଡ଼ନୀ, ୨୮। ୯: ଆଇସିସି ଦିନିକିଆ ବିଶ୍ୱକପ୍ ୨୦୨୩ ଅକ୍ଟୋବର ୫ରୁ ଆରମ୍ଭ ହେବ। ଏହାପୂର୍ବରୁ, ସମସ୍ତ ଦଳ ୨୮ ସେପ୍ଟେମ୍ବର ଅର୍ଥାତ୍ ଆଜି ସେମାନଙ୍କର ୧୫ ସଦସ୍ୟ ବିଶିଷ୍ଟ ଦଳରେ ପରିବର୍ତ୍ତନ ଆଣିବାର ସୁଯୋଗ ରହିଛି। ଅଷ୍ଟ୍ରେଲିଆ ମେଗା ଇଭେଣ୍ଟ…
ପଶ୍ଚିମ ଏସିଆ ଦେଶରେ ଜେଲରେ ବନ୍ଦ ଥିବା ଭିକାରୀଙ୍କ ମଧ୍ୟରୁ ୯୦ ପ୍ରତିଶତ ପାକିସ୍ତାନୀ
ନୂଆଦିଲ୍ଲୀ,୨୮।୯: ଆତଙ୍କବାଦ ଏବଂ ଗଧ ରପ୍ତାନି ପାଇଁ ପାକିସ୍ତାନ ଅନେକ ସମୟରେ ହେଡଲାଇନରେ ରହିଆସିଛି। ନିକଟରେ ପାକିସ୍ତାନ ନାମରେ ଆଉ ଏକ ସଫଳତା ହାସଲ କରାଯାଇଛି। ପାକିସ୍ତାନ ଭିକ ମାଗିବା ନେଇ ପଶ୍ଚିମ ଏସୀୟ ଦେଶ ମଧ୍ୟ ଅସୁବିଧାରେ ପଡିଛନ୍ତି। ସୂଚନା…
ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇବାକୁ ଦାବି କଲା ଆରଜେଡି
ପାଟନା,୨୮।୯: ରାଜ୍ୟ ସଭା ଏମ୍ପି ମନୋଜ ଝାଙ୍କ ବୟାନକୁ ନେଇ ଗୃହରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ନେଇ ମନୋଜ ଝାଙ୍କୁ Y ବର୍ଗର ସୁରକ୍ଷା ଯୋଗାଇବାକୁ ଆରଜେଡି ଦାବି କରିଛି। ଆରଜେଡି ମୁଖପାତ୍ର ଋଷି ମିଶ୍ରା ଏ ସମ୍ପର୍କରେ କେନ୍ଦ୍ର…
ବସ୍ ମାଲିକ ସଂଘର ବୈଠକ
ପୁରୁଷୋତ୍ତମପୁର,୨୮।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍ ମାଲିକ ସଂଘର ସାଧାରଣ ବୈଠକ ଏବଂ କର୍ମକର୍ତ୍ତା ନିର୍ବାଚନ ଗୁରବାର ଅନୁଷ୍ଠିତ ହୋଇଯାଇଛି। ପୁରୁଷୋତ୍ତମପୁରରୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ସମେତ ଭୂବନେଶ୍ବର, ପୁରୀ, ରାଉରକେଲା, କୋରାପୁଟ ଆଦି…
ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ଜାତୀୟ ରାଜପଥ ହେବ ଖାଲଖମା ମୁକ୍ତ: ଗଡକରୀ
ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର କହିଛନ୍ତି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ଜାତୀୟ ରାଜପଥକୁ ଖାଲଖମା ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଏକ ନୀତି ଉପରେ କାର୍ଯ୍ୟ କରୁଛନ୍ତି।…
ଟ୍ରକ୍-ଅଟୋ ଧକ୍କା: ୪ ମୃତ
ଭୋପାଳ,୨୮।୯: ପୂର୍ବାଞ୍ଚଳ ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍-ଅଟୋ ରିକ୍ସା ସହିତ ଧକ୍କା ହେବା ଫଳରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଏହି ମାମଲାରେ ପୋଲିସ ଅଧିକାରୀ କହିଛନ୍ତି,…
ଦାନିସ ଅଲ୍ଲୀ, ରମେଶ ବିଧୁରୀଙ୍କ ଅଭିଯୋଗ ମାମଲାର ଯାଞ୍ଚ୍ କରିବ ସଂସଦର ବିଶେଷାଧିକାର କମିଟି
ନୂଆଦିଲ୍ଲୀ,୨୮।୯: ବିଏସ୍ପି ଏମ୍ପି ଦାନିସ ଅଲ୍ଲୀ ଏବଂ ରମେଶ ବିଧୁରୀଙ୍କ ଅଭିଯୋଗ ପ୍ରସଙ୍ଗର ଅନୁସନ୍ଧାନ ସଂସଦର ବିଶେଷାଧିକାର କମିଟି କରିବ ବୋଲି ଲୋକ ସଭା ବାଚସ୍ପତି ଓମ ବିର୍ଲା ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ସ୍ବତନ୍ତ୍ର ଅଧିବେଶନ ଚାଲିଥିବାବେଳେ ନିମ୍ନ ସଦନରେ ଚନ୍ଦ୍ରୟାନ-୩…
୨ ବଲିଉଡ୍ ଫିଲ୍ମରେ ଅଭିନୟ କରିଛନ୍ତି ଏହି ଆଇପିଏସ୍ ଅଫିସର୍
ୟୁପିଏସ୍ସି ପରୀକ୍ଷା ଭାରତର ସବୁଠାରୁ କଠିନ ପରୀକ୍ଷା ଭାବେ ଜଣାଶୁଣା। ଏହି ହାଇପ୍ରୋଫାଇଲ ପରୀକ୍ଷାକୁ ପାସ୍ କରିବାକୁ ପିଲାମାନେ ଘଣ୍ଟା ଘଣ୍ଟା ଅଧ୍ୟୟନ କରିବାକୁ ପଡେ। ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅନେକ ଥାନ୍ତି, ଯେଉଁମାନେ ଅନେକ ଚେଷ୍ଟା…
‘ଗତ ଥର ‘ଇଣ୍ଡିଆ’ର ବୈଠକ ଦିନ ଡକାଇଥିଲା ଇଡି, ଆଉ ଏବେ ଅକ୍ଟୋବର ୩କୁ…’: ଅଭିଷେକ
କୋଲକାତା,୨୮।୯: ତୃଳମୂଳ କଂଗ୍ରେସ (ଟିଏମସି) ନେତା ଅଭିଷେକ ବାନାର୍ଜୀଙ୍କ ଅଡୁଆ କମୁନାହିଁ। ଶିକ୍ଷକ ନିଯୁକ୍ତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ପୁଣିଥରେ ସମନ ଜାରି କରିଛି। ଯାହାକୁ ନେଇ ଅଭିଷେକ ନିଜେ ଗୁରୁବାର ଏହି ସୂଚନା ଦେଇଛନ୍ତି। ଅଭିଷେକ କହିଛନ୍ତି, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ପୁଣିଥରେ ସମନ…
Archives


