Home Left

ଦୁର୍ବଳ ରାସ୍ତା ଉପରେ ତାଳି ପକାଇଲେ ଠିକାଦାର

ରସୁଲପୁର,୨୨ା୮(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଜନ-୨ ଓ କୁଆଖିଆ ସେକ୍ସନ ଅଧୀନ ହାଟ ସିଂହାପୁରଠାରୁ ଦନେଇପୁରକୁ ସଂଯୋଗ କରୁଥିବା ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଅନୁଦାନରେ ସୁଦୃଢୀକରଣ କରାଯାଇଛି। ଉକ୍ତ ରାସ୍ତାର ୮କିମି.କୁ ପ୍ରଶସ୍ତୀକରଣ…

ଏସିଆ କପ ପୂର୍ବରୁ ବାବର ଆଜମଙ୍କ ଚେତାବନୀ, କହିଲେ ପାକିସ୍ତାନୀ ଟିମ…

ଇସଲାମାବାଦ,୨୨।୮: ସମସ୍ତ କ୍ରିକେଟ ପ୍ରେମୀ ଏସିଆ କପ ୨୦୨୩ର ଆରମ୍ଭକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଅଗଷ୍ଟ ୩୦ରେ ପାକିସ୍ତାନ ଏବଂ ନେପାଳ ମଧ୍ୟରେ ଏକ ମ୍ୟାଚ ସହିତ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ପାକିସ୍ତାନ ଦଳ ଏଥର ଏହି ଟୁର୍ନାମେଣ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାକ୍ଷୀ ବାନ୍ଧିବେ ପାକିସ୍ତାନ ଭଉଣୀ

ନୂଆଦିଲ୍ଲୀ,୨୨।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନେକ ସମୟରେ ତିକ୍ତତାର ଖବର ଆସିଥାଏ। କିନ୍ତୁ ଏଥର ରକ୍ଷାବନ୍ଧନ ଅବସରରେ ଦୁଇ ଦେଶ ମଧ୍ୟରେ ପ୍ରେମ ଦେଖିବାକୁ ମିଳିବ। ପାକିସ୍ତାନର କମର ମୋହସିନ ଶେଖ ଅର୍ଥାତ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାକ୍ଷୀ…

‘ସିଏଏ ଲାଗୁ ହେବ, ମମତା ବାନାର୍ଜି ରୋକିପାରିବେନି’

କୋଲକତା,୨୨।୮: ପଶ୍ଚିମବଙ୍ଗ ଭାଜପା ସଭାପତି ସୁକାନ୍ତ ମଜୁମଦାର ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ତୁମେ (ମମତା ବାନାର୍ଜୀ) ବିରୋଧୀ ମେଣ୍ଟ ଇଣ୍ଡିଆର ଅଂଶ କିନ୍ତୁ ଇଣ୍ଡିଆ ଆପଣଙ୍କ ସହ ନାହିଁ। ଦେଶ…

ସହାୟତା ଅପେକ୍ଷାରେ ଶିଶୁପୁତ୍ର ରିତେଶ

କାମାକ୍ଷାନଗର,୨୨।୮(ସୁଧୀର କୁମାର ପରିଡା): ବୟସ ମାତ୍ର ଦେଢବର୍ଷ। ହେଲେ ଖରାପ ହୋଇଯାଇଛି ୨ କିଡ୍‌ନୀ। ଫଳରେ ଶିଶୁପୁତ୍ର ରିତେଶକୁ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅରଖପାଳ ପଞ୍ଚାୟତ ଖୁରୁଶିଆ ଗ୍ରାମର ହେମନ୍ତ କୁମାର ସେଠୀ ଓ…

ମଝି ଆକାଶରେ ଅସୁସ୍ଥ ହେଲେ ଯାତ୍ରୀ,ବିମାନର ଜରୁରୀ ଅବତରଣ ସତ୍ତ୍ୱେ ବଞ୍ଚିପାରିଲାନି ଜୀବନ

ମୁମ୍ବାଇ,୨୨।୮: ମୁମ୍ବାଇରୁ ରାଞ୍ଚି ଅଭିମୁଖେ ଯାଉଥିବା ଇଣ୍ଡିଗୋ ବିମାନରେ ଜଣେ ୬୨ବର୍ଷୀୟ ଯାତ୍ରୀଙ୍କର ମଝି ଆକାଶରେ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ। ଏପରିକି ଯାତ୍ରୀ ଜଣଙ୍କ ରକ୍ତ ବାନ୍ତି କରିବା ପରେ ନାଗପୁରର ବାବାସାହେବ ଆମ୍ବେଦକର ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ବିମାନକୁ…

ସୁରକ୍ଷାବାହିନୀକୁ ବଡ଼ ସଫଳତା: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୮: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ବଡ଼ ସଫଳତା ହାସଲ କରିଛି। ପୁଞ୍ଚର ବାଲାକୋଟ ସେକ୍ଟରରେ ଏଲଓସି ନିକଟରେ ଆତଙ୍କବାଦୀ ପ୍ରବେଶକୁ ପଣ୍ଡ କରିଛନ୍ତି ସୁରକ୍ଷା ବାହିନୀ। ସତର୍କ ସୁରକ୍ଷା ବାହିନୀ ଗୁଳିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ…

ଗଛ ତଳେ ମୋବାଇଲ ଧରି ପଢୁଛନ୍ତି ବିଦ୍ୟାର୍ଥୀ

ଧରାକୋଟ,୨୨ା୮(ବିଷ୍ଣୁ କେଶରୀ ଆଚର୍ଯ୍ୟ): ଧରାକୋଟ ଅଞ୍ଚଳରେ ନେଟ ୱାର୍କ ସମସ୍ୟା ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ପହଞ୍ଚିଛି। ଗାଁ ଗାଁ ରେ ମୋବାଇଲ ସମସ୍ୟାକୁ ନେଇ ଭିନ୍ନ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। କେଉଁଠି ପିଲାମାନେ ଗଛ ତଳେ ବସି ମୋବାଇଲ ଧରି…

ପୁଅ ଅଭିଷେକଙ୍କୁ ସାଙ୍ଗ ଭାବନ୍ତି ବିଗ୍‌ ବି

ଟିଭିର ସବୁଠାରୁ ଲୋକପ୍ରିୟ କୁଇଜ ଶୋ ‘କୌନ ବନେଗା କରୋଡପତି’ ପୁଣି ଥରେ ଆରମ୍ଭ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ପ୍ରତିଯୋଗୀ ହୋଷ୍ଟ ଅମିତାଭ ବଚ୍ଚନଙ୍କ ପ୍ରଶ୍ନର ସଠିକ ଉତ୍ତର ଦେଇ ଲକ୍ଷ ଲକ୍ଷ ଟଙ୍କା ଜିତିଛନ୍ତି। ଏଥିସହିତ ଶୋ’ରେ ବିଗ…

ବିପଦ ସାଜିଛି ଦାସିଙ୍ଗବାଡ଼ି, ଶ୍ରାନିକେତା ଘାଟି

ଦାରିଙ୍ଗବାଡି ୨୨ା୮(ଅରୁଣ ସାହୁ ): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଏକାଧିକ ଘାଟି ରାସ୍ତା ଏବେ ବିପଦପୂର୍ଣ୍ଣ ହୋଇଛି। ବାରମ୍ବାର ବର୍ଷା ଯୋଗୁ ଚଳିତବର୍ଷ ଶ୍ରାନିକେତାର ଜାତୀୟରାଜପଥ ଘାଟି ରାସ୍ତାରେ ଭୂସ୍ଖଳନ ହେବା ଭୟ ଲୋକଙ୍କୁ ଆତଙ୍କିତ କରୁଛି। ଚଳିତବର୍ଷ ଉକ୍ତ ଘାଟିରେ…

ଇଙ୍ଗିନାଠି ସୋସାଇଟିରେ ୨ କୋଟି ଠକେଇ ଅଭିଯୋଗ

ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ବେଲଗୁଣ୍ଠା ବ୍ଲକ ଇଙ୍ଗିନାଠି ସେବା ସମବାୟ ସମିତି (ସୋସାଇଟି)ରେ ଜମାକାରୀଙ୍କ ନାମରେ ପ୍ରାୟ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ସୋମବାର ସମ୍ପୃକ୍ତ ପଞ୍ଚାୟତର ଚାଷୀମାନେ ଭଞ୍ଜନଗର ଜନଶୁଣାଣି ଶିବିରକୁ ଆସିଥିବା ଗଞ୍ଜାମ ଏସପି…

କୋହଲି-ପାଣ୍ଡ୍ୟାଙ୍କ କ୍ଲବରେ ବୁମ୍‌ରା

ନୂଆଦିଲ୍ଲୀ,୨୨।୮: ଭାରତୀୟ ଦଳ ବର୍ତ୍ତମାନ ଆୟର୍ଲାଣ୍ଡ ଗସ୍ତରେ ଅଛି। ଏଠାରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି ଭାରତ। ଏହି ସିରିଜର ପ୍ରଥମ ୨ ମ୍ୟାଚରେ ଟିମ ଇଣ୍ଡିଆ ସହଜରେ ୨-୦ ଅଗ୍ରଣୀ ହାସଲ କରିଛି। ବର୍ତ୍ତମାନ ଦଳ ଅଧିନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri