ଧାର୍ମିକ, ପରିବେଶ ପର୍ଯ୍ୟଟନ କ୍ଷେତ୍ରକୁ ଅଣହେଳା
କେନ୍ଦ୍ରାପଡ଼ା, ୨୮ା୯ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ, ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ଏହି କ୍ଷେତ୍ରର ରାଜନଗର ବଗପାଟିଆରେ ଅବସ୍ଥିତ ପଞ୍ଚୁବରାହୀ ମନ୍ଦିରରେ କେବଳ ଦଳିତ…
ଭୁଶୁଡ଼ି ପଡ଼ିଲାଣି ନୂଆଗାଁ ବ୍ଲକ ଶିକ୍ଷା ବ୍ୟବସ୍ଥା
ନୂଆଗାଁ,୨୮।୯ (ଧନେଶ୍ୱର ସାହୁ)ଶିକ୍ଷା ବ୍ୟବସ୍ଥାର ତଦାରଖ, ଦାୟିତ୍ୱ, ପରିଚାଳନା ଆଦିକୁ ତଳସ୍ତରରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧିକାରୀ ଓ କର୍ମଚାରୀଙ୍କ ହାତରେ ନ୍ୟସ୍ତ କରାଯାଇଛି। କିନ୍ତୁ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଅପାରଗତା ଯୋଗୁ ନୂଆଗାଁ ବ୍ଲକର ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି…
ଇଂଲିଶ୍ ସାଇନବୋର୍ଡ ଦେଖି ରାଗିଲେ ନୀତୀଶ
ପାଟନା, ୨୮ା୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ବାଙ୍କା ଜିଲାକୁ ଏକ ପାଠାଗାର ଉଦ୍ଘାଟନ ପାଇଁ ଯାଇଥିଲେ। ନୂଆକରି ପ୍ରତିଷ୍ଠା ହୋଇଥିବା ଡିଜିଟାଲ ଲାଇବ୍ରେରିରେ ଲିଂଲିଶ୍ରେ ସାଇନବୋର୍ଡ ଥିବା ଦେଖି ନୀତୀଶ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେ ନିଜ ଉପରୁ…
୨୦ ଭେଣ୍ଡରଙ୍କୁ କଳାତାଲିକାଭୁକ୍ତ କରାଗଲାନି
ନୟାଗଡ଼/ଭାପୁର,୨୮।୯(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ଭେଣ୍ଡର ଆକାଉଣ୍ଟ ଖୋଲି ନୟାଗଡ଼ ଜିଲାର ଭାପୁର ବ୍ଲକରେ ୫୧ କୋଟି ୨୭ ଲକ୍ଷ ଠକେଇ ଘଟଣାରେ କାର୍ଯ୍ୟାନୁଷ୍ଠାନ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍ଆର୍ଇଜିଏସ୍)ରେ କଞ୍ଚାମାଲ…
ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର-ପୋଲିସ ଧସ୍ତାଧସ୍ତି
ଭୁବନେଶ୍ୱର, ୨୮।୯(ଅସମାପିକା ସାହୁ)ରାଜ୍ୟରେ ଗତ ୨୧ବର୍ଷ ହେବ ଆୟୂଷ ଡାକ୍ତରଙ୍କ ପାଇଁ ନିଯୁକ୍ତି ବାହାରିନି। ଫଳରେ ବହୁ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ନିଯୁକ୍ତି ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଶେଷରେ ନିଜ ଅଧିକାର ପାଇବାକୁ ସେମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟରେ ୫୦୦ ସରକାରୀ…
ଆଟେଣ୍ଡାଣ୍ଟ ସସ୍ପେଣ୍ଡ, ଡିଏନ୍ଏ ଟେଷ୍ଟ ଜିଦ୍ରେ ପ୍ରାଣକୃଷ୍ଣ
ଭୁବନେଶ୍ୱର, ୨୮।୯(ଅସମାପିକା ସାହୁ)ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଲେବର ରୁମ୍ର ଆଟେଣ୍ଡାଣ୍ଟଙ୍କୁ ହସ୍ପିଟାଲ କର୍ତ୍ତୃପକ୍ଷ ସସ୍ପେଣ୍ଡ କରିଛନ୍ତି। ଦାୟିତ୍ୱରେ ଅବହେଳା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ହସ୍ପିଟାଲ ନିର୍ଦ୍ଦେଶକ ଡା. ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି। ସେ…
ଭରା ନଦୀରୁ ୧୦ ଜଣଙ୍କୁ ବଞ୍ଚାଇଲେ ୨ ଆଦିବାସୀ ଯୁବକ
ଟିକିରି,୨୮।୯(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଗୋରଖପୁର ପଞ୍ଚାୟତ କାହ୍ନୁଗୁଡା ଗ୍ରାମର ସରକାରୀ ବିଦ୍ୟାଳୟରେ ଅଭିଭାବକଙ୍କ ଏକ କାର୍ଯ୍ୟକ୍ରମକୁ ଆସି ଗ୍ରାମକୁ ଫେରୁଥିବାବେଳେ ନଦୀରେ ପ୍ରବଳ ପାଣି ଆସିବାରୁ ଏକ ଛୋଟ ଛୁଆ ସହିତ ୧୦ଜଣ ଭାସିଯାଉଥିଲେ। ଏହି…
ଋଣବୋଝ ନେଲା ଚାଷୀଙ୍କ ଜୀବନ
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲା ଗାଇସିଲେଟ୍ ଥାନା ରାଇସଲପଦର ପଞ୍ଚାୟତର ଉମରାଡ ଗ୍ରାମରେ କୀଟନାଶକ ଖାଇ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ପଦ୍ମନ ଭୁଏ(୩୪)। ଋଣବୋଝ ତଥା ଋଣ ଅସୁଲିରେ ମାଇକ୍ରୋ ଫାଇନାନ୍ସ…
ଜିଦ୍ରେ ଅଟଳ ମଧ୍ୟାହ୍ନଭୋଜନ ପାଚିକା ସହାୟିକା
ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା)୧୫ ଦଫା ଦାବି ନେଇ ମଧ୍ୟାହ୍ନଭୋଜନ ପାଚିକା ସହାୟିକାମାନେ ଲୋୟର ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏଆଇଟିୟୁସି ସହବନ୍ଧିତ ନିଖିଳ ଓଡ଼ିଶା ଏମ୍ଡିଏମ୍ ପାଚିକା ସହାୟିକା ସଂଘ, ଏଚ୍ଏମ୍ଏସ୍ ସହବନ୍ଧିତ ପାଚିକା…
ନାଲ୍କୋ ଆଲୁମିନିୟମ ପାର୍କରେ ୬୦ ହାତୀ
ବଅଁରପାଳ,୨୮ା୯(ଉପେନ୍ଦ୍ର ରାଉତ)ଅନୁଗୋଳ ଜିଲା ନାଲ୍କୋ ଆଲୁମିନିୟମ ପାର୍କରେ ବୁଧବାର ୬୦ ହାତୀ ଉପଦ୍ରବ କରିଛନ୍ତି। ହାତୀପଲ ଗଛ ଭାଙ୍ଗି ନଷ୍ଟ କରିବା ସହ ଲୋକଙ୍କ ବଗିଚାରେ ପଶି ପନିପରିବା ଫସଲ କ୍ଷତି ଘଟାଇଛନ୍ତି। ହାତୀପଲକୁ ଦେଖି କୁଲାଡ଼, ଗିରାଙ୍ଗ, ତୁଳସୀପାଳ, ଲଙ୍ଗୁଳିଆବେଡା,…
କଲେଜ, ବିଶ୍ୱବିଦ୍ୟାଳୟ ଖାଲି ପଦବୀକୁ ନେଇ ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର,୨୮ା୯(ଅନିଲ ଦାସ)ରାଜ୍ୟର ବିଶ୍ୱବିଦ୍ୟାଳୟ, ବିଇଡି କଲେଜଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଓ ବେସରକାରୀ କଲେଜରେ ବହୁ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ଖାଲିପଡ଼ିଛି। ସରକାର ଏଥିପ୍ରତି ଆଦୌ ଧ୍ୟାନ ଦେଉନାହାନ୍ତି। କେବିକେ ଜିଲାରେ ଅବସ୍ଥା ଆହୁରି ଖରାପ। ଶିକ୍ଷକ ଓ…
ଘାଟିରେ ବସ୍ ଓଲଟି ଖେଳ ଶିକ୍ଷକ ମୃତ, ୩୪ ଛାତ୍ରୀଛାତ୍ର ଆହତ
ଚନ୍ଦାହାଣ୍ଡି/ଝରିଗାଁ/ନବରଙ୍ଗପୁର,୨୮।୯( ଦିଲୀପ ଦାସ/ କିଶୋର ଚନ୍ଦ୍ର ମଣ୍ଡଳ/ସଦାଶିବ ପ୍ରହରାଜ)ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ବସ୍ ନବରଙ୍ଗପୁର ଜିଲା ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ବୁଧବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଥିବା ଜଣେ ଖେଳ ଶିକ୍ଷକଙ୍କର ମୃତ୍ୟୁ…
Archives


