ସୀମାରେ ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରିବ ଭାରତ: ଶାହା
ନୂଆଦିଲ୍ଲୀ,୨୭।୯: ସୁରକ୍ଷାକୁ ମଜବୁତ କରିବା ପାଇଁ ଅନ୍ତର୍ଜାତୀୟ ସୀମାରେ ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରାଯିବ। ମଙ୍ଗଳବାର ଅମୃତସରରେ ଉତ୍ତର ଜୋନାଲ ପରିଷଦ ବୈଠକକୁ ସମ୍ବୋଧିତ କରିବାବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ଶାହା କହିଛନ୍ତି, ସୀମାରେ ସୁରକ୍ଷା…
ଗ୍ୟାଙ୍ଗଷ୍ଟର ଆତଙ୍କବାଦୀ ନେଟୱାର୍କ ଉପରେ ଏନ୍ଆଇଏର ବଡ କାର୍ଯ୍ୟାନୁଷ୍ଠାନ, ୟୁପି- ଦିଲ୍ଲୀ ସମେତ ୫ ରାଜ୍ୟର ୫୦ ସ୍ଥାନରେ ଚଢାଉ
ନୂଆଦିଲ୍ଲୀ,୨୭।୯: ଗ୍ୟାଙ୍ଗଷ୍ଟର ଆତଙ୍କବାଦୀ ନେଟୱାର୍କ ବିରୋଧରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉତ୍ତରପ୍ରଦେଶ, ହରିୟାଣା, ରାଜସ୍ଥାନ, ପଞ୍ଜାବ ଏବଂ ଦିଲ୍ଲୀ-ଏନସିଆରରେ ଏକାସାଙ୍ଗରେ ଚଢାଉ କରାଯାଉଛି। ମୋଟ ଉପରେ ଏନ୍ଆଇଏ ୫୦ରୁ ଅଧିକ ସ୍ଥାନରେ ଚଢାଉ କରିଛି।…
ବହୁ ଭାଜପା ବିଧାୟକ ବାଡ଼ ଡେଇଁବେ: ଦିଗ୍ବିଜୟ
ଭୋପାଳ,୨୭।୯ : ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ପାଇଁ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ୭୮ଟି ଆସନରେ ଭାଜପା ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ରାଜ୍ୟରେ ନିର୍ବାଚନ ପୂର୍ବରୁ ଭାଜପାରେ ବୃଦ୍ଧି ପାଉଥିବା ବିଦ୍ରୋହ…
ନବୀନଙ୍କୁ ଶୂନ ମାର୍କ ମିଳିବ: ଜୟନାରାୟଣ
ଭୁବନେଶ୍ୱର, ୨୭।୯(ସୁନିତ୍ ମିଶ୍ର): ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କେତେକାଂଶରେ କେନ୍ଦ୍ର ସରକାରଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଭିମୁଖ୍ୟ ପୁଣି ଥରେ ରାଜ୍ୟ ରାଜନୀତିରେ…
ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ
ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମକର୍ତ୍ତା ମଙ୍ଗଳବାର ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ…
ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା
ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ…
ଖସିଲା ଶେୟାର ବଜାର କାରବାର
ନୂଆଦିଲ୍ଲୀ,୨୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ…
ନ୍ୟୁ ପଲ୍ସର ଏନ୍୧୫୦ର ଅନାବରଣ
ଭୁବନେଶ୍ୱର,୨୭।୯(ଅଭୟ ଦାଶ): ଦେଶର ପ୍ରମୁଖ ଦୁଇ ଓ ତିନିଚକିଆ ଯାନ ନିର୍ମିତା ବଜାଜ ଅଟୋ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ପଲ୍ସର ଏନ୍୧୫୦କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହିତ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…
ଆଇସିଏଲ୍ ଫିନ୍କର୍ପର ବୃହତ୍ ସମ୍ପ୍ରସାରଣ
ଭୁବନେଶ୍ୱର,୨୭।୯: ଆଇସିଏଲ୍ ଫିନ୍କର୍ପର ମୁମ୍ବାଇ କ୍ଷେତ୍ରୀୟ ଅଞ୍ଚଳର ନୂତନ ଆଞ୍ଚଳିକ କାର୍ଯ୍ୟାଳୟ ସମେତ ୫ ନୂଆ ଶାଖା ନିକଟରେ ଉଦ୍ଘାଟିତ ହୋଇଯାଇଛି। ବିଶେଷ କରି ସଂସ୍ଥାର ସମ୍ପ୍ରସାରଣ କାର୍ଯ୍ୟକ୍ରମ ଅଧୀନରେ ଏହି ବୃହତ୍ ସମ୍ପ୍ରସାରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଇସିଏଲ୍ ଫିନକର୍ପର…
କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ରାଜକୋଟ୍, ୨୭ା୯ (ପି.ଟି.): ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯିବାକୁଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଜିତିବା ସହ ସିରିଜ କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ରହିିଛି ଭାରତ। ଏହାଦ୍ୱାରା ଆଗାମୀ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍…
ସର୍ବାଧିକ ରନ୍: ଶୀର୍ଷରେ ସଚିନ
ଦିନିକିଆ କ୍ରିକେଟ ପୁରୁଷ ବିଶ୍ୱକପ୍ର ତ୍ରୟୋଦଶ ସଂସ୍କରଣ ଭାରତରେ ଆୟୋଜିତ ହେବ। ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ପାକିସ୍ତାନର ଜାଭେଦ ମିଆଁଦାଦ ନିଜ କ୍ୟାରିୟରରେ ୬ଟି ଲେଖାଏ ବିଶ୍ୱକପ୍ ଖେଳିଛନ୍ତି। ବିଶ୍ୱକପ୍ ଖେଳିବା ସହିତ ଏଥିରେ ନିୟମିତ ରନ୍…
ଭାଲିଏଭା ବିପକ୍ଷ ଡୋପିଙ୍ଗ ମାମଲାର ବିଚାର ଆରମ୍ଭ
ଲାଉସାନେ, ୨୭ା୯(ଏପି): ବେଜିଂ ଅଲିମ୍ପିକ୍ସ ୨୦୨୨ରେ ଏକ ଡୋପିଙ୍ଗ ମାମଲାରେ ଫସିଯାଇଥିବା ରୁଷିଆର ସ୍ବଳ୍ପ ବୟସ୍କା ଫିଗ ସ୍କେଟର କାମିଲା ଭାଲିଏଭାଙ୍କର ବିଚାରକାର୍ଯ୍ୟ ସ୍ଥାନୀୟ କୋର୍ଟ ଅଫ୍ ଆର୍ବିଟ୍ରେଶନ ଫର୍ ସ୍ପୋଟର୍ସ (କାସ୍)ରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। କ୍ରୀଡ଼ାର ଏହି ସର୍ବୋଚ୍ଚ…
Archives


