Home Left

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ ରାସ୍ତାରେ ଧାନ ବସ୍ତା ରଖି ଧାରଣା ଦେଇଥିଲେ। ଏପରିକି ଚାଷୀମାନେ ତହସିଲଦାରଙ୍କ ଗାଡିକୁ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରତି ଦୁଇ ବର୍ଷକୁ ଥରେ ଆୟୋଜନ ହେଉଥିବା…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା ସ୍ବାଧୀନତା, ସାମୁଦ୍ରିକ ସୁରକ୍ଷା ଏବଂ ବାଣିଜ୍ୟ ଏବଂ ଶକ୍ତି ଯୋଗାଣ ଶୃଙ୍ଖଳର ସୁରକ୍ଷା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଭାର ଉଦ୍ଦେଶ୍ୟ ସମ୍ପର୍କରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ଶ୍ୱଶୁର ପାନ ସିଂହ ଧୋନୀଙ୍କ ଜନ୍ମଦିନ ଅବସରରେ ଧୋନୀଙ୍କ ପତ୍ନୀ ସାକ୍ଷୀ ଏକ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି । ଚାଲିଥିବା ଆକ୍ରମଣ ମଧ୍ୟରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ ସମ୍ପର୍କରେ ରିପୋର୍ଟ…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ ଦୁର୍ଗା ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ ଘର ଭିତରେ ଆତ୍ମହତ୍ୟା କରିଦେଲେ ଯୁବକ। ଗୁରୁବାର ପିପିଲି ଥାନା ଅଧୀନ ଗୁଡ଼ିଆପୋଖରୀ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି ରହିଥିବା ଡିଜିପି ଖୁରାନିଆ ଗଣମାଧ୍ୟମକୁ କହିଛନ୍ତି। ଏଭଳି ସ୍ଥିତିରେ ରାୟଗଡ଼ା-କନ୍ଧମାଳ-କଳାହାଣ୍ଡି ସୀମାନ୍ତରେ ସୁରକ୍ଷାକର୍ମୀ…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ନାଗପୁରରେ କହିଛନ୍ତି ଯେ ଯେତେବେଳେ ଲୋକମାନେ ନିଜର ସ୍ୱାର୍ଥକୁ ପାଶୋରି ଦେଇ ସଦଭାବନାରେ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ନେଇ ମନ୍ତ୍ରୀ ଗୃହରେ ତଥ୍ୟ ରଖିଛନ୍ତି। ଚଳିତ ବର୍ଷ ୫ଲକ୍ଷ ୪୬ହଜାର…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri