ଇଡି ଭୟରେ ଆମ ଦଳର କିଛି ନେତା ଭାଜପା ମେଣ୍ଟରେ ଯୋଗ ଦେଇଛନ୍ତି: ଶରଦ ପାଓ୍ବାର
ନୂଆଦିଲ୍ଲୀ,୨୧।୮: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଏକ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ନିକଟରେ ଆମ ଦଳର କିଛି ଲୋକ ଯାଞ୍ଚ୍ ଏଜେନ୍ସି ଭୟରେ ଏନଡିଏରେ ଯୋଗ ଦେଇଥିଲେ। ସେହି ନେତାମାନଙ୍କ ମଧ୍ୟରୁ ଅନେକ ଏନଫୋର୍ସମେଣ୍ଟ…
ବାଇକ୍ରୁ ଖସିପଡ଼ି ଚାଲିଗଲା ଜୀବନ
ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ବାଇକ୍ରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୋଚିଲିମାର ସୁଦେଷ୍ଣା ମୁନି (୬୫)। ମିଳିଥିବା ସୂଚନା ମୁତାବକ, ରବିବାର ସୁଦେଷ୍ଣା ପୁଅ ରଞ୍ଜନଙ୍କ…
ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି
ଡେରାଡୁନ୍,୨୦ା୮: ଗୁଜରାଟରୁ ତୀର୍ଥଯାତ୍ରୀଙ୍କୁ ଧରି ଯାଇଥିବା ଏକ ବସ୍ ରବିବାର ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ଏକ ଖାତକୁ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ବସ୍ରେ ୩୫ ଯାତ୍ରୀ ଥିଲେ। ବସ୍ଟି ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ…
ଗିରଫ ହେଲେ ୪ ନକଲି ପରୀକ୍ଷାର୍ଥୀ
ରାଉରକେଲା,୨୦।୮(ସଙ୍ଗୀତା ଜେନା): ରାଉରକେଲାସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍ଆଇଟି)ରେ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫ ନିଯୁକ୍ତି ପରୀକ୍ଷା ଚାଲିଥିବା ବେଳେ ୪ଜଣ ନକଲି ପରୀକ୍ଷାର୍ଥୀ ଧରାପଡିଛନ୍ତି। ଅନ୍ୟମାନଙ୍କ ପାଇଁ ପରୀକ୍ଷା ଦେଉଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ କରିଛି। ଗିରଫ…
ସ୍ପେନ୍ର ରଣନୀତି ଆଗରେ ହାର୍ ମାନିଲା ଇଂଲଣ୍ଡ
ସିଡ୍ନୀ,୨୦ା୮: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ବିଶ୍ୱକପରେ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିଥିବା ସ୍ପେନ୍ ୟୁରୋ ଚାମ୍ପିୟନ ଇଂଲଣ୍ଡକୁ ୧-୦ରେ ପରାସ୍ତ କରି ବିଶ୍ୱ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଉଭୟ ଦଳ ପ୍ରଥମ ଥର ଫାଇନାଲରେ…
ସ୍ବାମୀଙ୍କ ଉପରେ ହୁକୁମ ଚଳାଇବାରେ ମାହିର ଏହି ୪ ରାଶିର ଯୁବତୀ, ଶାଶୁଘରେ ବି ଥାଏ କଣ୍ଟ୍ରୋଲ…
ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ ଡୋମିନେଟିଂ(ପ୍ରାଧାନ୍ୟ) ବିସ୍ତାର କରିବାରେ ମାହିର ହୋଇଥାନ୍ତି। ଏମାନେ ସ୍ବାମୀ ସହ ଶାଶୁଘରରେ ହୁକୁମ ଚଳାଇଥାନ୍ତି।…
ଇତିହାସ ରଚିଲା ସ୍ପେନ, ଇଂଲଣ୍ଡକୁ ହରାଇ ଫିଫା ମହିଳା ଫୁଟବଲ ବିଶ୍ୱକପ୍ ଜିତିଲା
ସିଡନୀ,୨୦।୮: ଐତିହାସିକ ପ୍ରଦର୍ଶନ କରି ପ୍ରଥମଥର ପାଇଁ ଫିଫା ମହିଳା ଫୁଟବଲ ବିଶ୍ୱକପ ୨୦୨୩ ଜିତିଛି ସ୍ପେନ। ଅଷ୍ଟ୍ରେଲିଆର ସିଡନୀ ଅଲିମ୍ପିକ ଷ୍ଟାଡିୟମରେ ରବିବାର ଖେଳା ଯାଇଥିବା ଫାଇନାଲ ମୁକାବିଲାରେ ଇଂଲଣ୍ଡକୁ ୧-୦ରେ ଗୋଲରେ ପରାସ୍ତ କରିଛି ସ୍ପେନ୍। ଖେଳର ୨୯…
ଘୋଡାହାଡ଼ ନଦୀରେ କୁମ୍ଭୀର ଥିବାନେଇ ଭିଡିଓ ଭାଇରାଲ୍
ହିଞ୍ଜିଳିକାଟୁ,୨୦।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀରେ କୁମ୍ଭୀର ଥିବା ନେଇ ସୋସିଆଲ ମିଡ଼ିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ଅଞ୍ଚଳରେ ବିଭିନ୍ନ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ଏହା ହିଞ୍ଜିଳିକାଟୁ ନିକଟ ଘୋଡାହାଡ ନଦୀର ଭିଡିଓ ବୋଲି ପ୍ରଚାର…
ଦୂତିଙ୍କ ଖୁଲାସା: କ୍ୟାନ୍ସରରେ ପୀଡ଼ିତ ଥିଲି
ନୂଆଦିଲ୍ଲୀ/ଭୁବନେଶ୍ୱର,୧୯।୮: ଡୋପ୍ ଟେଷ୍ଟରେ ବିଫଳ ହୋଇଥିବାରୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି(ନାଡା) ଦ୍ୱାରା ୪ ବର୍ଷ ବାସନ୍ଦ ଦଣ୍ଡରେ ଦଣ୍ଡିତ ହୋଇଛନ୍ତି ଅନ୍ୟତମ ସେଲିବ୍ରିଟି ଆଥଲେଟ୍ ଦୂତୀ ଚାନ୍ଦ। ଏହାକୁ ଅପିଲ ପ୍ୟାନେଲରେ ସେ ଚ୍ୟାଲେଞ୍ଜ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ…
ଲେହରେ ନାଚିବାକୁ ଯାଇଛନ୍ତି ରାହୁଲ ଗାନ୍ଧୀ: କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ
ବକ୍ସର,୨୦।୮: କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଚୌବେ ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନୃତ୍ୟଶିଳ୍ପୀ କହି ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଲେହରେ ନାଚିବାକୁ ଯାଇଛନ୍ତି। କୃଷକମାନଙ୍କ ସହିତ ତାଙ୍କର କୌଣସି ସମ୍ପର୍କ ନାହିଁ। ରାହୁଲ ଗାନ୍ଧୀ…
ସମ୍ପର୍କ ଉପରେ ବାଜିଲା ମୋହର
ବମ୍ବେ: ବଲିଉଡର ଆଉ ଜଣେ କଥିତ ଲଭ୍ବାର୍ଡଙ୍କ ସମ୍ପର୍କ ଉପରେ ବାଜିଲା ମୋହର। ଏକଦା ଅଭିନେତା ଟାଇଗର ଶ୍ରଫଙ୍କ ପ୍ରେମିକା ଭାବେ ଚର୍ଚ୍ଚାରେ ରହୁଥିଲେ ଅଭିନେତ୍ରୀ ଦିଶା ପଟାନୀ। ହେଲେ ବ୍ରେକ୍ଅପ୍ ପରେ ଆଗକୁ ବଢ଼ିଛନ୍ତି ସେ। ଏବେ ସେ ଆଲେକ୍ସଜାଣ୍ଡର…
ମିଳିମିଶି କଂଗ୍ରେସ ଆଦର୍ଶକୁ ଆହୁରି ମଜଭୁତ କରିବୁ: ସଚିନ ପାଇଲଟ
ନୂଆଦିଲ୍ଲୀ,୨୦।୮: କଂଗ୍ରେସ ରବିବାର ନୂତନ କାର୍ଯ୍ୟ କମିଟି (ସିଡବ୍ଲୁସି) ଗଠନ କରିଛି। ରାଜସ୍ଥାନ କଂଗ୍ରେସର ପୂର୍ବତନ ସଭାପତି ସଚିନ ପାଇଲଟଙ୍କୁ ମଧ୍ୟ ସିଡବ୍ଲୁସିରେ ସ୍ଥାନ ଦିଆଯାଇଛି। ପାଇଲଟ ଟୁଇଟ କରି ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦଳ କାର୍ଯ୍ୟ…
Archives


