Home Left

ମୌଳିକ ସୁବିଧା ପାଇଁ ବାଧକ ସାଜିଛି ସେତୁ

କେନ୍ଦ୍ରାପଡ଼ା,୧୯ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ମହକୁମାର ୪୮ କିଲୋମିଟର ଦୂରରେ ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ଅଛି ା ଏହି ପଞ୍ଚାୟତର ମାତ୍ର ୧୦ କିଲୋମିଟର ଦୂରରେ ଜଗତସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପାଚୁର୍ଯ୍ୟ ରହିଥିବା ବେଳେ ଏପଟେ…

ରାସ୍ତାରେ ଖାଲ, ବଢୁଛି ଦୁର୍ଘଟଣା

ଗୋପ,୧୯।୮(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ – କୋଣାର୍କ ରାସ୍ତାରେ ଦୀର୍ଘ ଦୁଇ ସପ୍ତାହ ଧରି ଏକ ବିରାଟ ଖାଲ ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏହି ଖାଲ ଯୋଗୁ ଦୁର୍ଘଟଣା ବଢ଼ିବା ପରେ ଶୁକ୍ରବାର ସ୍ଥାନୀୟ ଦୋକାନୀମାନେ ଖାଲ ଚାରିପଟେ ଏକ…

ଆଲୋଚନା ପରେ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୧୯।୮(ଅନୁରାଧା ମହାରଣା): ୩ଦିନ ଧରି ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀ ନିଜର ଅଧିକାର ପାଇବା ପାଇଁ ରାଜଧାନୀର ରାଜରାସ୍ତାରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟ ଛାଡ଼ି ଶିକ୍ଷକ ରାଜରାସ୍ତାରେ ଶୋଉଥିବାବେଳେ ସରକାର ସେମାନଙ୍କ ଦାବିକୁ…

ରେଳ ଟ୍ରାକ୍‌ରେ ହାତୀ ମୃତ୍ୟୁ ରୋକିବ ଆଇଡିଏସ୍‌

ଭୁବନେଶ୍ୱର,୧୯।୮(ଅଭିଜିତ ଦାସ): ରାଜ୍ୟରେ ଅନେକ ସମୟରେ ଟ୍ରେନ୍‌ ଧକ୍କାରେ ବହୁ ହାତୀଙ୍କ ମୃତ୍ୟୁ ଘଟୁଛି। ରାଜ୍ୟ ବନ ବିଭାଗ ତଥ୍ୟ ଅନୁଯାୟୀ ୨୦୧୨-୧୩ରୁ ୨୦୨୧-୨୨ ପର୍ଯ୍ୟନ୍ତ ଟ୍ରେନ୍‌ ଧକ୍କାରେ ୩୦ ହାତୀଙ୍କ ମୃତ୍ୟୁ ହୋଇଛି। ୨୦୨୧-୨୨ ରେ ୩ଟି ଓ ଚଳିତ…

ଗୁଜରାଟରେ ୧,୨୦୦ ଲୋକଙ୍କୁ ଠକିଛନ୍ତି ଚାଇନା ନାଗରିକ

ନୂଆଦିଲ୍ଲୀ,୧୯ା୮: ଜଣେ ଚାଇନା ନାଗରିକ ବେଟିଂ ଆପ୍‌ ବ୍ୟବହାର କରି ଗୁଜରାଟର ୧,୨୦୦ ଲୋକଙ୍କଠାରୁ ୧,୪୦୦ କୋଟି ଟଙ୍କା ଠକିନେଇଥିବା ଅଭିଯୋଗ ହୋଇଛି। ଏହି ଦୁର୍ନୀତିକୁ ନେଇ କଂଗ୍ରେସ ଶୁକ୍ରବାର କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ଟାର୍ଗେଟ କରିଛି। ସରକାର ଏହା ଉପରେ…

କୋବ୍ରା କମାଣ୍ଡୋଙ୍କ ଆତ୍ମହତ୍ୟା

ବିଜାପୁର,୧୯।୮: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଦମନ ଲାଗି ମୁତୟନ ଥିବା ସିଆର୍‌ପିଏଫ୍‌ (କୋବ୍ରା) କମାଣ୍ଡୋ ବାଟାଲିୟନର ଜଣେ ଇନ୍ସପେକ୍ଟର ଶୁକ୍ରବାର ପୂର୍ବାହ୍ନରେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। କୋବ୍ରା ୨୧୦ ବାଟାଲିୟନର ଇନ୍ସପେକ୍ଟର ଶଫି ଅଖତର ତାଙ୍କ ଏକେ-୪୭…

ଅଫିସ୍‌ ସ୍ମୋକିଂ ଜୋନ୍‌ର କାହାଣୀ କହିଲା ‘ଧୂମ୍ରପାନ’

ଭୁବନେଶ୍ୱର,୧୯ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଏକ କର୍ପୋରେଟ ବିଲ୍ଡିଂରେ ଧୂମପାନ କରିବା ପାଇଁ ଥିବା ଏକ ସ୍ଥାନରୁ ଗତିଶୀଳ ହୁଏ ନାଟକ ‘ଧୂମ୍ରପାନ’। ଯେଉଁଠାରେ ଅଫିସ କର୍ମଚାରୀମାନେ ସିଗାରେଟ ଟାଣିବା ପାଇଁ ଏକତ୍ରିତ ହୁଅନ୍ତି। ଚାକିରିରେ ଥିବା ଚାପ, ଭୟ ଏବଂ ଅସୁରକ୍ଷିତତା ସହିତ…

୭ ନବଜାତକଙ୍କୁ ହତ୍ୟା, ଆଉ ୬ ଜଣଙ୍କୁ ମାରିବାକୁ ଯାଉଥିଲେ ନର୍ସ

ଲଣ୍ଡନ,୧୯ା୮: ବ୍ରିଟେନର ଏକ ହସ୍ପିଟାଲରେ କାର୍ଯ୍ୟରତ ନର୍ସ ଲୁସି ଲେଟ୍‌ବି ୭ ନବଜାତ ଶିଶୁଙ୍କୁ ହତ୍ୟା କରିବା ପରେ ଅନ୍ୟ ୬ ଜଣଙ୍କୁ ମାରିବାକୁ ଉଦ୍ୟମ କରିଥିଲେ। ଏହି ମାମଲାରେ ୩୩ ବର୍ଷୀୟା ଲୁସି ଶୁକ୍ରବାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୨୦୧୬ ମଧ୍ୟରେ…

ପେସା ଆଇନ ଉଲ୍ଲଂଘନ କରୁଛି ମୈତ୍ରୀ କମ୍ପାନୀ

ରାୟଗଡ଼ା,୧୯ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଖଣି ଖନନକୁ ବିରୋଧ କରିବାରୁ ଅଞ୍ଚଳବାସୀଙ୍କ ଉପରେ ଜୁଲମ କରୁଛନ୍ତି ମୈତ୍ରୀ କମ୍ପାନୀ କର୍ତ୍ତୃପକ୍ଷ। ଗ୍ରାମସଭା କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ବଦଳରେ କମ୍ପାନୀ କର୍ତ୍ତୃପକ୍ଷ ଗୁଣ୍ଡାରାଜ ଚଳାଇ…

‘ଗଦର-୨’ରେ ଓଡ଼ିଶାର ବରୁଣ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫଲି ରେକର୍ଡିଷ୍ଟ ଭାବେ…

୪ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ବଲାଙ୍ଗୀର, ୧୯ା୮(ବୀରେନ୍ଦ୍ର କୁମାର ଝାଙ୍କର): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିବା ୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ବଲାଙ୍ଗୀର ଶିକ୍ଷା ବିଭାଗ ପକ୍ଷରୁ ଉପରୋକ୍ତ ୪ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କୃତ କରାଯାଇଥିବା ଜିଲା ଶିକ୍ଷା ଅଧିକାରୀ…

କୁକୁର ପାଇଁ ୮ ଜଣଙ୍କୁ ଗୁଳି: ୨ ମୃତ

ଭୋପାଳ,୧୯ା୮: ମଧ୍ୟପ୍ରଦେଶର ଇନ୍ଦୋରରେ ପୋଷା କୁକୁରକୁ ନେଇ ସେମାନଙ୍କ ମାଲିକଙ୍କ ମଧ୍ୟରେ ବଚସାରୁ ଝଗଡ଼ା ହୋଇ ୨ ଜଣଙ୍କ ଜୀବନ ଯାଇଛି। ଗୁରୁବାର ରାତିରେ ବ୍ୟାଙ୍କ୍‌ ସୁରକ୍ଷା ଗାର୍ଡ ରାଜପାଲ ସିଂ ରାଜଓ୍ବତ୍‌ ତାଙ୍କ ବାଲ୍‌କୋନିରୁ ପଡୋଶୀମାନଙ୍କୁ ଗୁଳି ଚଳାଇଥିଲେ। ଏଥିରେ ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri