Home Left

ଏହି ଫିଲ୍ମରେ ଡେବ୍ୟୁ କରିଥିଲେ ଭାଇଜାନ

ମୁମ୍ବାଇ: ବଲିଉଡ୍‌ର ହ୍ୟାଣ୍ଡସମ ବ୍ୟାଚଲର ସଲମାନ ଖାନ ଦୀର୍ଘ ବର୍ଷ ଧରି ତାଙ୍କ ପ୍ରଶଂସକଙ୍କର ମନୋରଞ୍ଜନ କରିଆସୁଛନ୍ତି। ତିନି ଦଶନ୍ଧି ଧରି ସେ ତାଙ୍କ କ୍ୟାରିୟରରେ ଭିନ୍ନ ଚରିତ୍ର ସହିତ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଏକ…

ଆମେରିକା ବିରୋଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା: ରାଷ୍ଟ୍ରପତି ପ୍ରାର୍ଥୀ ନିକ୍କି ହେଲିଙ୍କ ଦାବି

ଓ୍ବାଶିଂଟନ୍‌,୨୩।୯: ଚାଇନାକୁ ଆମେରିକା ଏବଂ ବିଶ୍ୱ ପାଇଁ ଏକ ବିପଦ ବୋଲି ବର୍ଣ୍ଣନା କରି ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ନିକ୍କି ହେଲି ଦାବି କରିଛନ୍ତି ଯେ, ଚାଇନା ବର୍ତ୍ତମାନ ଆମେରିକା ବିରୋଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି। ନିକ୍କି ହେଲିି…

କେହି ମାଗିଲେ ବି ରୋଷେଇ ଘରୁ ଭୁଲ୍‌ରେ ଦିଅନ୍ତୁ ନାହିଁ ଏହି ୪ ଜିନିଷ; ହୋଇଯିବେ କାଙ୍ଗାଳ

ରୋଷେଇ ଘରେ ରଖାଯାଇଥିବା କିଛି ଜିନିଷର ସମ୍ପର୍କ ଆମ ଭାଗ୍ୟ ସହ ରହିଥାଏ। ସେଗୁଡ଼ିକୁ ଅନ୍ୟ କାହାକୁ କେବେହେଲେ ଦେବା ଉଚିତ ନୁହେଁ। ଏପରି କଲେ ଘରେ ଦାରିଦ୍ରତା ବୃଦ୍ଧି ପାଇଥାଏ। ଆସନ୍ତୁ ଜାଣିବା ରୋଷେଇଘରେ ରଖିଥିବା କି ଜିନିଷକୁ ଦାନ…

ଦିପାବଳୀରେ କେବଳ ଗ୍ରୀନ କ୍ରାକର୍ସ ଫୁଟାଇବାକୁ ମିଳିଲା ଅନୁମତି

ଚଣ୍ଡିଗଡ଼,୨୩।୯: ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ହରିୟାଣା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏଚଏସପିସିବି) ଯୋଜନା ପ୍ରସ୍ତୁତ କରିଛି। ବୋର୍ଡ ଶୁକ୍ରବାର ସମସ୍ତ ଡେପୁଟି କମିଶନରଙ୍କୁ ଗ୍ରୀନ ଫାୟାର କ୍ରାକର ବ୍ୟତୀତ ସମସ୍ତ ପ୍ରକାର ଫାୟାର କ୍ରାକର ଉତ୍ପାଦନ, ବିକ୍ରୟ…

ଟ୍ରକ୍‌ ତଳେ ଏମିତି ଶୋଇ ପବନ ବେଗରେ ଝୁଲୁଛନ୍ତି ଜଣେ ବ୍ୟକ୍ତି, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଜଣେ ବ୍ୟକ୍ତିଙ୍କ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଗୋଟିଏ ଟ୍ରକ୍‌ ଖୁବ୍‌ ତୀବ୍ର ବେଗରେ ଗତି କରୁଥିବା ଦେଖିବାକୁ ମିଳିଛି। ଏହି ଟ୍ରକ୍‌ ତଳେ ଜଣେ ବ୍ୟକ୍ତି ଏମିତି ଶୋଇଛନ୍ତି ଯେ, ଦେଖିଲେ ଆଶ୍ଚର୍ଯ୍ୟ ହେବେ। ଟ୍ରକ୍‌ର ବେଗ…

ଭୁଲ୍‌ରେ ବି ଜୀବନରେ ଏହି ୩ ଲୋକଙ୍କୁ କରନ୍ତୁ ନାହିଁ ସାଥୀ: ହସଖୁସିରେ ଲାଗିବ ବ୍ରେକ୍‌, ହୋଇଯିବେ ବରବାଦ୍‌

ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନର ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ବର୍ଣ୍ଣନା କରାଯାଇଛି। ଏହାକୁ ବୁଝି ଜଣେ ବ୍ୟକ୍ତି ଜୀବନକୁ ସୁଖମୟ ଏବଂ ସଫଳ କରିପାରିବେ। ଚାଣକ୍ୟ ନିଜ ଜୀବନର ଅନୁଭବକୁ ନୀତିଶାସ୍ତ୍ରରେ ଶ୍ଳୋକ ମାଧ୍ୟମରେ ବର୍ଣ୍ଣନା କରିଛନ୍ତି।…

ଆଜି ଆଲୋଚନା, ବାହାରିପାରେ ନିଷ୍କର୍ଷ

ଭୁବନେଶ୍ୱର,୨୩।୯(ଅସମାପିକା ସାହୁ): ପ୍ରାଥମିକ ଶିକ୍ଷକଙ୍କ ୩ଦଫା ଦାବି ସମ୍ପର୍କରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ହେବ। ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଶିକ୍ଷକମାନେ ଜିଦ୍‌ରେ ଅଟଳ ରହିଥିଲେ। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଲୋଚନା…

୨୭ ବର୍ଷ ପରେ ମୋହାଲିରେ ଅଷ୍ଟ୍ରେଲିଆକୁ ହରାଇଲା ଟିମ୍‌ ଇଣ୍ଡିଆ

ମୋହାଲି,୨୩।୯: ଭାରତୀୟ କ୍ରିକେଟ ଟିମ୍‌ ମୋହାଲିରେ ଖେଳାଯାଇଥିବା ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତି ନେଇଛି। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଭାରତକୁ ୨୭୭ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଟିମ୍‌ ଇଣ୍ଡିଆର ଓପନରମାନେ ଦଳକୁ ଭଲ ଆରମ୍ଭ ଦେଇଥିଲେ।…

ବୌଦ୍ଧ ଜିଲାରେ ବଢୁଛି ବେଆଇନ ମଦ କାରବାର

ବୌଦ୍ଧ,୨୩ା୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ବେଆଇନ ମଦ କାରବାର ଦିନକୁ ଦିନ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଜିଲାରେ ବର୍ତ୍ତମାନ ୧୪ ଗୋଟି ବିଦେଶୀ ମଦ ଦୋକାନ ଚାଲୁଥିବା ବେଳେ ୨୯ ଗୋଟି ଦେଶୀମଦ ଭାଟି ଚାଲୁଛି। ଏତେ ସଂଖ୍ୟାରେ…

ପିଡିଏସ୍‌ ଚାଉଳ କିଣି ନେଉଛନ୍ତି ବେପାରୀ

ଲୋଇସିଂହା,୨୩ା୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ଗ୍ରାମକୁ ବାହାର ଅଞ୍ଚଳର ଜଣେ ବେପାରୀ ଆସି ଘରଘର ବୁଲି ପିଡିଏସ୍‌ ଚାଉଳ କିଣି ନେଉଛନ୍ତି। ଯେଉଁମାନଙ୍କ ନିଜ ଖର୍ଚ୍ଚ ବାଦ ଚାଉଳ ବଳକା ରହୁଛି ସେମାନେ ବେପାରୀଙ୍କୁ ଚାଉଳ…

ପୋଲିସ ଗୁଳିରେ ୬ ମୃତ, ଅପରାଧୀ ଗୋଷ୍ଠୀ ବିରୋଧରେ ଚାଲିଛି ଅପରେଶନ

ବ୍ରାସିଲିଆ,୨୩।୯: ବ୍ରାଜିଲ ପୋଲିସ ସାଲଭାଡୋରରେ ଅପରେଶନ ଆରମ୍ଭ କରି ଅତି କମରେ ୬ ଜଣ ସନ୍ଦିଗ୍ଧଙ୍କୁ ହତ୍ୟା କରିଛି। ସ୍ଥାନୀୟ ଗଣମାଧ୍ୟମରୁ ଏହି ସୂଚନା ଗ୍ରହଣ କରାଯାଇଛି। ସାଲଭାଡୋର ହେଉଛି ବାହିଆ ରାଜ୍ୟର ଆଞ୍ଚଳିକ ରାଜଧାନୀ, ଯେଉଁଠାରେ ୨.୯ ନିୟୁତରୁ ଅଧିକ…

ଧୀରେ ଧୀରେ କୋଳ ଭରୁଛି ଇନ୍ଦ୍ରାବତୀ

ଭବାନୀପାଟଣା,୨୩।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଅର୍ଥନୈତିକ ବିକାଶ ପାଇଁ ଇନ୍ଦ୍ରାବତୀର ଜଳ ସେଚନ ଏକ ନିର୍ଭର ଯୋଗ୍ୟ ମାଧ୍ୟମ ପାଲଟିଛି। ହେଲେ ଚଳିତବର୍ଷର ନିଅଣ୍ଟିଆ ବର୍ଷା ଇନ୍ଦ୍ରାବତୀ ପାଇଁ ସର୍ବକାଳୀନ ସର୍ବନିମ୍ନସ୍ତରକୁ ଜଳସ୍ତର ପହଞ୍ଚତ୍ବା ରେକର୍ଡ ସୃଷ୍ଟି କରିଥିଲା। ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri